ନୂଆଦିଲ୍ଲୀ,୧।୪: ଦେଶର ପ୍ରମୁଖ ଫିନ୍ଟେକ୍ କମ୍ପାନୀ ଭାରତପେ ଗ୍ରୁପ୍ ଏବଂ ମହିଳା ଉଦ୍ୟୋଗୀ ପ୍ଲାଟ୍ଫର୍ମ (ଡବ୍ଲ୍ୟୁଇପି) ମଧ୍ୟରେ ଏକ ବ୍ୟବସାୟିକ ସହଭାଗିତା ସ୍ଥାପନ କରାଯାଇଥିବା ଉଭୟ ପକ୍ଷରୁ କୁହାଯାଇଛି। ବିଶେଷକରି ମହିଳା ଉଦ୍ୟୋଗୀମାନଙ୍କୁ ଆତ୍ମନିର୍ଭରଶୀଳତା ଏବଂ ବ୍ୟବସାୟ ଅଭିବୃଦ୍ଧିରେ ସକ୍ଷମ କରାଇବା ଦିଗରେ ଉକ୍ତ ସହଭାଗିତା କାର୍ଯ୍ୟ କରିବ। ଏପରିକି ଉକ୍ତ ସହଭାଗିତା ଦ୍ୱାରା ଏକ ଦୃଢ଼ ଇକୋସିଷ୍ଟମ୍ ଗଠନ କରିବାକୁ ଉଭୟ ସଂସ୍ଥା ଲକ୍ଷ୍ୟ ରଖିଛି, ଯାହା ଭାରତର ବିଭିନ୍ନ ପ୍ରାନ୍ତରୁ ମହିଳା ଉଦ୍ୟୋଗୀଙ୍କୁ ଏକତ୍ର କରିଥାଏ ।
ଏ ସମ୍ପର୍କରେ ଭାରତପେର ସିଏଫ୍ଓ ଏବଂ ମଧ୍ୟବର୍ତ୍ତିକାଳୀନ ସିଇଓ ନଳୀନ ନେଗି କହିଛନ୍ତି, ଭାରତ ଏକ ଷ୍ଟାର୍ଟଅପ୍ ଏବଂ ୟୁନିକର୍ନ ହବ୍ ହୋଇଥିବାବେଳେ ଦେଶରେ ମହିଳା ଉଦ୍ୟୋଗୀଙ୍କ ଅଂଶ କମ୍ ରହିଛି। ଦେଶରେ ମହିଳା ଉଦ୍ୟୋଗିତାକୁ ଚଳାଇବା ଦିଗରେ ଡବ୍ଲ୍ୟୁଇପିର ଏକ ଅପରିପକ୍ୱ କାର୍ଯ୍ୟ ରହିଛି ଏବଂ ମହିଳା ଉଦ୍ୟୋଗୀମାନଙ୍କୁ ସେମାନଙ୍କ ବ୍ୟବସାୟର ଅଭିବୃଦ୍ଧିରେ ସକ୍ଷମ ହେବା ପାଇଁ ଆମର ସହଭାଗୀ ଦୃଷ୍ଟିକୋଣରେ ସେମାନଙ୍କ ସହ ଭାଗୀଦାରି କରି ଆମେ ଗର୍ବିତ କରିଛି।
ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ
ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…
ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…
ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…
ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ
ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…
ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’
ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…
ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ
ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…
ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼
ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…
ବିଶ୍ୱକପ୍ ଜିତିବା ସ୍ବପ୍ନ ଧୂଳିସାତ୍! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍ରୁ ବାଦ୍ ପଡ଼ିଲା ଟିମ ଇଣ୍ଡିଆ
ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍…
ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…
ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…
Archives

