ଶୃଙ୍ଖଳିତ ନିର୍ବାଚନ ଉପରେ ଗୁରୁତ୍ୱ

ଢେଙ୍କାନାଳ ଅଫିସ,୧୬।୩ – ଢେଙ୍କାନାଳ ଜିଲା କାର୍ଯ୍ୟାଳୟଠାରେ ମଙ୍ଗଳବାର ଜିଲାପାଳ ସରୋଜ କୁମାର ସେଠୀ ବିଭିନ୍ନ ରାଜନୈତିକ ଦଳର ପ୍ରତିନିଧିଙ୍କ ସହିତ ଆଲୋଚନା କରିଛନ୍ତି। ଚଳିତ ପୌର ନିର୍ବାଚନକୁ କିପରି ଶାନ୍ତିଶୃଙ୍ଖଳାର ସହ ସମାପନ କରାଯିବ ତାହା ଉପରେ ଜିଲାପାଳ ଗୁରୁତ୍ୱାରୋପ କରିଥିଲେ। ଏଥିସହ ଜିଲାପାଳ ସମସ୍ତଙ୍କ ସହଯୋଗ କାମନା କରିଥିଲେ। ପୌର ନିର୍ବାଚନର ଆଚରଣବିଧି ସମ୍ପର୍କରେ ଜିଲାପାଳ ଉପସ୍ଥିତ ସମସ୍ତ ପ୍ରତିନିଧିଙ୍କୁ ଅବଗତ କରାଇବା ସହିତ ଏହାକୁ ମାନି ପ୍ରାର୍ଥୀମାନେ ନିର୍ବାଚନ ପ୍ରଚାର, ଶୋଭାଯାତ୍ରା ଓ ସଭା ଆୟୋଜନ କରିବାକୁ ପରାମର୍ଶ ଦେଇଥିଲେ। ନିର୍ବାଚନ ପ୍ରଚାର, ଶୋଭାଯାତ୍ରା ଓ ସଭା ଆୟୋଜନରେ କୌଣସି ପ୍ରକାର ବିଶୃଙ୍ଖଳା ଆଚରଣ କଲେ ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଏସ୍‌ପି ଲୋଗାନୟାଗୀ ଦିବ୍ୟା ଭି କହିଥିଲେ। ନିର୍ବାଚନ ଅଧିକାରୀ ସ୍ନିଗ୍ଧାରାଣୀ ଧଳ କୋଭିଡ୍‌ କଟକଣା ମାନି ନିର୍ବାଚନକୁ ଶୃଙ୍ଖଳାର ସହ ସମାପନ କରିବାକୁ ଦଳୀୟ ପ୍ରତିନିଧିଙ୍କୁ ଅନୁରୋଧ କରିଥିଲେ। ବିଜେଡିର ପ୍ରତିନିଧି ଦେବାଶିଷ ମିଶ୍ର, ଭାଜପାର ରାମଚନ୍ଦ୍ର ପାତ୍ର, କଂଗ୍ରେସର ପ୍ରେମ ଶଙ୍କର ମିଶ୍ର ଏବଂ ଏଏପି ପ୍ରତିନିଧି ପ୍ରଭାତ କୁମାର ବେହେରା ଯୋଗଦେଇଥିଲେ। ଡେପୁଟି କଲେକ୍ଟର ସ୍ମୃତିରଞ୍ଜନ ମହାପାତ୍ର, ତହସିଲଦାର ଝସକେତନ ନାୟକ ଓ ଭୁବନ ତହସିଲଦାର ରୋଜାଲିନ ବେହେରା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୈଠକରେ ଜିଲାପାଳଙ୍କ ବଡ଼ ସୂଚନା: ଜୁନ ୧ ତାରିଖଠୁ ଆରମ୍ଭ ହେବ…

ଛତ୍ରପୁର ,୧୮।୫(ଦିଲ୍ଲୀପ ସାମଲ) : ଛତ୍ରପୁରରେ ମେ’ ୪ ତାରିଖ ଠାରୁ ଚାଲିଛି ଆରାଧ୍ୟ ଦେବୀ ମା ରାମାୟାଣାମ୍ମା ଠାକୁରାଣୀ ଯାତ୍ରା । ଏହାକୁ ଆହୁରୀ ଆକର୍ଷଣ…

ବିଦ୍ୟାଳୟରୁ ରାଶନ ଚୋରି କରୁଥିଲେ ପ୍ରଧାନଶିକ୍ଷକ, ସଭାପତି: ହଠାତ୍‌ ପହଞ୍ଚିଗଲେ ଗ୍ରାମବାସୀ, ଆଉ ତା’ପରେ…

ବୁଗୁଡ଼ା, ୧୮।୫(କାଳିଚରଣ ଦାଶ ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ କରସିଙ୍ଗି ଗ୍ରାମର ଉନ୍ନୀତ ଉଚ୍ଚ ବିଦ୍ୟାଳୟରୁ ଚୋରି କରୁଥିବାବେଳେ ପ୍ରଧାନଶିକ୍ଷକ , ସଭାପତିଙ୍କୁ ମାଡ଼ିବସିଲେ ଗ୍ରାମବାସୀ।…

ବ୍ଳକ ପ୍ରଶାସନ ବିରୋଧରେ ସରପଞ୍ଚ ସଂଘର ରଣ ହୁଙ୍କାର: ଆନ୍ଦୋଳନ ପାଇଁ ଦେଲେ ଚେତାବନୀ, ବିଧାୟକ,ଏମ୍‌ପିଙ୍କୁ..

ଦିଗପହଣ୍ଡି,୧୮।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା -ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟରେ ଅବସ୍ଥାପିତ ପ୍ରଶାସନିକ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପରେ ବିଭିନ୍ନ ପଞ୍ଚାୟତର ସରପଞ୍ଚ , ସମିତିସଭ୍ୟ, ଜିଲା ପରିଷଦ…

କଂଗ୍ରେସ ମହିଳାଙ୍କ ମଶାଲ ଶୋଭାଯାତ୍ରା: ଜିଲାପାଳ ଅଫିସଠାରେ ବିକ୍ଷୋପ ପ୍ରଦର୍ଶନ, ଏହି କାରଣ ପାଇଁ…

ବଲାଙ୍ଗୀର,୧୮।୫ (ସୁନୀଲ କୁମାର ମହାନ୍ତି ) : ବଲାଙ୍ଗୀର ଜିଲା କଂଗ୍ରେସ କମିଟି ପକ୍ଷରୁ ସୋମବାର ସାରେ ଏକ ମଶାଲ ଶୋଭାଯାତ୍ରା କରାଯାଇ ଜିଲାପାଳ ଅଫିସ ଠାରେ…

ଅଧିକାରୀଙ୍କ ବିରୋଧରେ ଅସନ୍ତୋଷ ଝାଡିଲେ ସ୍ଥାନୀୟ ଲୋକେ, ପଞ୍ଚାୟତ କାର୍ଯ୍ୟାଳୟ ସାମ୍ନାରେ…

ଥୁଆମୂଳ ରାମପୁର, ୧୮ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାସ୍ଥିତ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ କାର୍ଯ୍ୟରତ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପ ଓ…

ପେଟ୍ରୋଲ ପମ୍ପ ଉପରେ ଅଚାନକ ଚଢାଉ କଲେ ଜିଲାପାଳ, ଏସପି: କହିଲେ ଜିଲାରେ ଆହୁରି ଏତେ ଲିଟର ତେଲ ଗଚ୍ଛିତ

ଭବାନୀପାଟଣା,୧୮।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ତୈଳ ଯୋଗାଣ ବିତରଣରେ ଅନିୟମିତତା ହେଉଥିବାର ଅଭିଯୋଗ ଆସିଛି। ଯାହାକୁ ନେଇ ସୋମବାର ଜିଲାପାଳ ପାୱାର ସଚିନ ପ୍ରକାଶ,ଏସପି ନାଗରାଜ ଦେବରକୋଣ୍ଡା…

ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ପୂର୍ବତନ ତହସିଲଦାର: ୩ ବର୍ଷ ସଶ୍ରମ କାରାଦଣ୍ଡ ସହ…

ଗୁଣପୁର,୧୮।୫(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁରର ପୂର୍ବତନ ଅବସରପ୍ରାପ୍ତ ତହସିଲଦାର ଖୀରାବ୍ଦି ବେହେରା ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି l ତାଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା…

ମୃତ୍ୟୁର ୯ ଦିନ ପରେ ମାଟି ତଳୁ ଖୋଳି ବାହାର କରାଗଲା ଅଢ଼େଇ ବର୍ଷର ଶିଶୁର ଶବ, କାରଣ ଜାଣିଲେ ହୋଇଯିବେ ତାଜୁବ

ଧର୍ମଶାଳା,୧୮।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ନୋସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବକୁ ମିଳିଛି । ଅଢ଼େଇ ବର୍ଷର ଶିଶୁର ମୃତ୍ୟୁ ହେବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri