‘ଡିଜିଟାଇଜେଶନ କାରବାରକୁ ଗୁରୁତ୍ୱାରୋପ’

ନୂଆଦିଲ୍ଲୀ,୨୩ା୧: ଦେଶର ପ୍ରମୁଖ ଫିନ୍‌ଟେକ ପ୍ଲାଟଫର୍ମ ଫୋନ୍‌ ପେ’ ଡିଜିଟାଇଜେଶନ କ୍ଷେତ୍ରର ସମ୍ପ୍ରସାରଣ ଓ ଗୁରୁତ୍ୱାରୋପକୁ ଦୃଷ୍ଟିରେ ରଖି ପାଣ୍ଠି ସଂଗ୍ରହ ସମ୍ପର୍କରେ ଘୋଷଣା କରିଥିଲା। ଫଳରେ କମ୍ପାନୀ ୧୨ ବିଲିୟନ ଡଲାରର ପ୍ରି-ମନି ଭାଲ୍ୟୁଏଶନରେ ଜେନେରାଲ ଆଟଲାଣ୍ଟିକଠାରୁ ଫଣ୍ଡିଂରେ ୩୫୦ମିଲିୟନ ଡଲାର ସଂଗ୍ରହ କରିଛି।

ଏ ସମ୍ପର୍କରେ ଫୋନ୍‌ ପେ’ର ପ୍ରତିଷ୍ଠାତା ତଥା ସିଇଓ ସମୀର ନିଗମ କହିଛନ୍ତି, ଆମ ଉପରେ ବିଶ୍ୱାସ ରଖିଥିବାରୁ ମୁଁ ଜେନେରାଲ ଆଟଲାଣ୍ଟିକ ଏବଂ ନୂତନ ବିନିଯୋଗକାରୀମାନଙ୍କୁ ଧନ୍ୟବାଦ ଜଣାଉଛି। ଫୋନ୍‌ ପେ’ର ଦେଶବ୍ୟାପୀ ଡିଜିଟାଇଜେଶନକୁ ଆଗେଇ ନେବାରେ ସାହାଯ୍ୟ କରିଥିବାରୁ ଗର୍ବିତ ଏବଂ ଏହା ବିଶ୍ୱାସ କରୁଛି ଯେ ଏହି ଶକ୍ତିଶାଳୀ ସରକାରୀ-ବେସରକାରୀ ସହଯୋଗ ଭାରତୀୟ ଡିଜିଟାଲ ଇକୋସିଷ୍ଟମକୁ ଏକ ବିଶ୍ୱସ୍ତରୀୟ ଉଦାହରଣ ରୂପେ ପ୍ରସ୍ତୁତ କରିପାରିଛି ବୋଲି ନିଗମ ମତପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବହୁ ଚର୍ଚ୍ଚିତ ନିଠାରି ମାମଲାର ମୁଖ୍ୟ ଅଭିଯୁକ୍ତ ସୁରେନ୍ଦ୍ର କୋଲିଙ୍କ ଆତ୍ମହତ୍ୟା, ଝୁଲନ୍ତା ଅବସ୍ଥାରେ ମିଳିଲା ମୃତଦେହ

ହରିଦ୍ୱାର,୧୮।୯: ବହୁଚର୍ଚ୍ଚିତ ନିଠାରି ମାମଲାର ମୁଖ୍ୟ ଅଭିଯୁକ୍ତ ସୁରେନ୍ଦ୍ର କୋଲି ହରିଦ୍ୱାରରେ ସନ୍ଦେହଜନକ ପରିସ୍ଥିତିରେ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। କୋଲି ଗତ କିଛି…

ଭାରତକୁ ନାଲି ଆଖି ଦେଖାଇଲାଣି ବାଂଲାଦେଶ, ବର୍ତ୍ତମାନ ରଖିଲାଣି ବଡ଼ ସର୍ତ୍ତ

ଢାକା,୧୮।୯: ବାଂଲାଦେଶରେ ତାରିକ ରହମାନଙ୍କ ନେତୃତ୍ୱାଧୀନ ପ୍ରଶାସନ ଶେଖ ହସିନାଙ୍କ ପ୍ରତ୍ୟର୍ପଣ ଦାବିକୁ ନେଇ ଧମକପୂର୍ଣ୍ଣ ଆଭିମୁଖ୍ୟ ଗ୍ରହଣ କରିଛି। ଭାରତ ପ୍ରତି ଏକ ଆକ୍ରମଣାତ୍ମକ ମନୋଭାବ…

ବାଇକ୍‌ରେ ଯାଉଥିବାବେଳେ ଯୁବକଙ୍କ ଉପରେ ଭାଙ୍ଗିପଡ଼ିଲା ଗଛ ଡାଳ, ପେଟରେ ଗଳିଯିବାରୁ…

କେନ୍ଦ୍ରାପଡ଼ା,୧୮ା୯(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ବ୍ଲକ ସଦର ଥାନା ଅନ୍ତର୍ଗତ ଗଣ୍ଡାକିଆ ରାସ୍ତାରେ ଶୁକ୍ରବାର ଏକ ଅଘଟଣ ଘଟିଛି।ଏହି ରାସ୍ତାର କଂସାରଠାରେ ଗଛଡାଳ ବାଇକ୍‌ ଉପରେ ପଡ଼ିବା ସହ…

ଆସୁଛି UPIର ‘ବାପା’, ‘ଡିଜିଟାଲ ରୁପି’ (Digital Rupee), ଏହା କ’ଣ? ବ୍ୟାଙ୍କ କିମ୍ବା ଇଣ୍ଟରନେଟ ସଂଯୋଗ ବିନା କିପରି ଟଙ୍କା ସ୍ଥାନାନ୍ତର ହେବ ଜାଣନ୍ତୁ…

ନୂଆଦିଲ୍ଲୀ,୧୮।୯: ମୂଳ କଥା ହେଉଛି UPI ଠାରୁ ମଧ୍ୟ ଏକ ବଡ଼ ଜିନିଷ ଆସିବାକୁ ଯାଉଛି। UPI ଶୁଳ୍କ (charges) କୁ ନେଇ ଚାଲିଥିବା ହଟଚମଟ ମଧ୍ୟରେ,…

କୃଷକଙ୍କ ପାଇଁ ଖୁସି ଖବର: ମାସକୁ ପାଇବେ ୩,୦୦୦ ଟଙ୍କା ପେନସନ! PM Kisan ରେ…

ନୂଆଦିଲ୍ଲୀ,୧୮।୯: ବାର୍ଦ୍ଧକ୍ୟରେ ନିୟମିତ ଆୟକୁ ନେଇ ସମସ୍ତଙ୍କ ମନରେ ଚିନ୍ତା ଥାଏ, ବିଶେଷକରି କ୍ଷୁଦ୍ର ଏବଂ ନାମମାତ୍ର ଚାଷୀମାନଙ୍କ ପାଇଁ ଏହି ଚିନ୍ତା ଆହୁରି ବଢ଼ିଯାଏ। ଏହାକୁ…

ଗୋଟିଏ ରୁମ୍‌ରେ ଯୁବତୀଙ୍କ ସହ ରାତି କାଟିଲେ ଫାଣ୍ଡି ଅଧିକାରୀ, ଗ୍ରାମବାସୀ ଦେଖିବା ପରେ ବାହାରୁ ତାଲା ପକାଇ…

ଉମରକୋଟ,୧୮।୯(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଧୀନ ସିଂସାରି ଫାଣ୍ଡି ଅଧିକାରୀ ଫାଣ୍ଡି ପରିସରରେ ଥିବା ଏକ ରୁମ୍‌ରେ ଜଣେ ଯୁବତୀଙ୍କ ସହ ବୁଧବାର ରାତିରେ…

ନିର୍ବାଚନ ଆୟୋଗଙ୍କ ଉପରେ ବର୍ଷିଲେ ରାହୁଲ, ପ୍ରଥମେ ଶିବସେନା-ଏନସିପି ପରେ ଏବେ TMC…

ନୂଆଦିଲ୍ଲୀ,୧୮।୯: ତୃଣମୂଳ କଂଗ୍ରେସ (TMC)ର ନାମ ଓ ନିର୍ବାଚନୀ ଚିହ୍ନକୁ ଅନ୍ତରୀଣ ଭାବେ ଫ୍ରିଜ୍‌ କରିବା ପରେ ଭାରତୀୟ ନିର୍ବାଚନ କମିଶନ (ECI)କୁ ନେଇ ରାଜନୈତିକ ବିବାଦ…

ବଡ଼ ଖବର: ଗାଁରେ ବି ଚାଲିବ ଅଟୋ-ବାଇକ୍‌ର କ୍ୟାବ୍‌, ଜାଣନ୍ତୁ କେମିତି କରିବେ ବୁକ୍‌…

ନୂଆଦିଲ୍‌ଲୀ,୧୮।୯: ଭାରତ ଟ୍ୟାକ୍ସି (Bharat Taxi) ର ଅନେକ ସହରରେ ପାଇଲଟ ପ୍ରୋଜେକ୍ଟ ଚାଲୁ ରହିଛି। ବର୍ତ୍ତମାନ ଏହି ଭାରତ ଟ୍ୟାକ୍ସି ସେବା ଦିଲ୍ଲୀ-ଏନସିଆର (Delhi-NCR), ଗୁଜରାଟ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?