ନୂଆଦିଲ୍ଲୀ,୨୭।୫: ଅନ୍ତଃରାଷ୍ଟ୍ରୀୟ ଫାର୍ମାସ୍ୟୁଟିକାଲ୍ କମ୍ପାନୀ ଗ୍ଲେନ୍ମାର୍କ ଫାର୍ମାସ୍ୟୁଟିକାଲ୍ସ ଲିମିଟେଡ୍ (ଜିପିଏଲ୍) ପକ୍ଷରୁ ଉଚ୍ଚ ରକ୍ତଚାପ ମାସ ପାଳିତ ହୋଇଯାଇଛି। ପ୍ରତି ବର୍ଷ ମେ ମାସରେ ମାସାଧିକ କାଳ ଏ ନେଇ ସଚେତନତାଭିତ୍ତିକ କାର୍ଯ୍ୟକ୍ରମ ସାଙ୍ଗକୁ ଉକ୍ତ ମାସରେ ରୋଗ ଚିହ୍ନଟକୁ ଗୁରୁତ୍ୱ ଦିଆଯାଇଥାଏ। ସେହିଭଳି ଦେଶର ୧୪୩ ପ୍ରମୁଖ ସହରରେ ୨୧୦ରୁ ଅଧିକ ଡାକ୍ତରଖାନା ଏବଂ କ୍ଲିନିକ୍ରେ ଗ୍ଲେନ୍ମାର୍କ ୧୦୦୦ରୁ ଅଧିକ ସ୍ବାସ୍ଥ୍ୟସେବା ପ୍ରଫେସନାଲଙ୍କ ସହ ସହଭାଗୀ ହୋଇ କାର୍ଯ୍ୟ କରୁଛି।
ଏ ସମ୍ପର୍କରେ ଗ୍ଲେନ୍ମାର୍କ ଫାର୍ମାସ୍ୟୁଟିକାଲ୍ସ ଲିମିଟେଡ୍ର କାର୍ଯ୍ୟନିର୍ବାହୀ ଉପାଧ୍ୟକ୍ଷ ତଥା ଇଣ୍ଡିଆ ମୁଖ୍ୟ ଆଲୋକ ମଲିକ୍ କହିଛନ୍ତି, ଭାରତରେ ଆମେ ଉଚ୍ଚ ରକ୍ତଚାପ ବିରୋଧରେ ଜନ ସଚେତନତା ସୃଷ୍ଟି କରିବା ଏବଂ ଏକ ଅର୍ଥପୂର୍ଣ୍ଣ ପ୍ରଭାବ ପକାଇବା ପାଇଁ ଦୃଢ଼ ପ୍ରତିବଦ୍ଧ ରହିଛୁ। ସେହିଭଳି ଏହାଦ୍ୱାରା ପ୍ରଭାବିତ ଲକ୍ଷ ଲକ୍ଷ ଲୋକଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଆଣିବାରେ ଆମେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିପାରିବୁ ବୋଲି ଆଶାପ୍ରକାଶ କରାଯାଉଛି।
ଅପରପକ୍ଷରେ ସଚେତନତା ସୃଷ୍ଟି କରିବା ଏବଂ ଭାରତୀୟ ଜନସଂଖ୍ୟା ମଧ୍ୟରେ ଉଚ୍ଚ ରକ୍ତଚାପର ନିରାକରଣ ପାଇଁ ଗ୍ଲେନ୍ମାର୍କ ଆଗରେ ରହିଛି। ଏହାର ଉଚ୍ଚ ରକ୍ତଚାପ ଔଷଧ ଟେଲ୍ମା ଏକ ଅଗ୍ରଣୀ ମେଡିସିନ୍ ଭାବେ ଉଭା ହୋଇଛି। ଉଚ୍ଚ ରକ୍ତଚାପ ସଚେତନତା ଏବଂ ୧୮ବର୍ଷରୁ ଅଧିକ ଭାରତୀୟ ବୟସ୍କଙ୍କ ସ୍କ୍ରିନିଂ ଚଳାଇବା ପାଇଁ କମ୍ପାନୀ ଟେକ୍ ଚାର୍ଜ ଆଟ୍ ୧୮ ଅଭିଯାନ ମଧ୍ୟ ଆରମ୍ଭ କରିଥିଲା। ସେହିଭଳି ୨୦୨୦ରେ ଗ୍ଲେନ୍ମାର୍କ ହାଇପରଟେନ୍ସନ୍ ସୋସାଇଟି ଅଫ୍ ଇଣ୍ଡିଆ ଏବଂ ଆସୋସିଏସନ୍ ଅଫ୍ ଫିଜିସିଆନ୍ସ ଅଫ୍ ଇଣ୍ଡିଆ ସହ ମିଳିତ ଭାବେ ବିଶ୍ୱର ସର୍ବପ୍ରଥମ ଉଚ୍ଚ ରକ୍ତଚାପ ସଚେତନତା ପ୍ରତୀକ ବିପି ଲୋଗୋର ଶୁଭାରମ୍ଭ କରିଥିଲା।
କଫ୍ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ
ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…
୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…
ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…
ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ
ଦୁବାଇ,୫ା୯: ମହିଳା ଏସିଆ କପ୍ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…
ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ
କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…
‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’
ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…
ଠିକାଦାରଙ୍କ ବିଲ୍ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍ ଏଇ: ଅଫିସ୍ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ
କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍ ଡିଭିଜନ୍ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…
ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…
ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…
ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ
କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…
Archives

