ଖାଦ୍ୟର ମାନ ଉପରେ ଗୁରୁତ୍ୱ

ପୁରୀ ଅଫିସ,୨୩ା୭: କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ (ଆର୍‌ଡିସି) ଅନିଲ କୁମାର ସାମଲ ବୁଧବାର ପୁରୀ ଜିଲା କୋଭିଡ୍‌ ସ୍ଥିତିର ସମୀକ୍ଷା କରିଛନ୍ତି। ସର୍କିଟ ହାଉସରେ ଆୟୋଜିତ ସମୀକ୍ଷା ବୈଠକରେ ଆର୍‌ଡିସି ସାମଲ ଜିଲାରେ କରୋନା ମୁକାବିଲା ନିମନ୍ତେ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ଅବଗତ ହେବା ସହ କୋଭିଡ୍‌ ଚିକିତ୍ସା କେନ୍ଦ୍ରରେ ଉପଲବ୍ଧ ସୁବିଧା ଓ ଖାଦ୍ୟର ମାନ ଉପରେ ଗୁରୁତ୍ୱ ଦେବାକୁ କହିଥିଲେ। ଜିଲାପାଳ ବଲୱନ୍ତ ସିଂ ଜିଲାରେ କୋଭିଡ୍‌ ସ୍ଥିତି, କୋଭିଡ୍‌ ସ୍ବାସ୍ଥ୍ୟକେନ୍ଦ୍ର, କୋଭିଡ୍‌ କେୟାର ସେଣ୍ଟର, କୋଭିଡ୍‌ କେୟାର ହୋମ୍‌, ଗ୍ରାମ୍ୟସ୍ତରୀୟ କରୋନା ପରିଚାଳନା କମିଟି ଗଠନ ସମ୍ପର୍କରେ ଜଣାଇଥିଲେ। ସେହିପରି ଜିଲାର ସହରାଞ୍ଚଳ ବସ୍ତିରେ କରୋନା ନିୟନ୍ତ୍ରଣ ପାଇଁ ଟେଷ୍ଟିଂ ଏବଂ କରୋନା କେୟାର ମନିଟର ଭାବେ ସ୍ବେଚ୍ଛାସେବୀ ମୁତୟନ ସଂକ୍ରାନ୍ତରେ ଆଲୋଚନା ହୋଇଥିଲା। ଏହି ବୈଠକରେ ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁ, ବିନୟ କୁମାର ଦାଶ ଓ ସୁବାସ ଚନ୍ଦ୍ର ନାଥଶର୍ମା, ପୌରସଂସ୍ଥା ନିର୍ବାହୀ ଅଧିକାରୀ ବିଜୟ କୁମାର ଦାଶ, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ସୁଜାତା ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟିକାକୁ ଭୟ: ନେବାକୁ ଚାହୁଁ ନାହାନ୍ତି ୬୨ ପ୍ରତିଶତ ଲୋକ

ନୂଆଦିଲ୍ଲୀ,୧୯।୧: ଦେଶରେ ସାର୍ବଜନୀକ କରୋନା ଟିକାକରଣ ଅଭିଯାନ ଜାରି ରହିଛି। ତେବେ ପାର୍ଶ୍ୱ ପ୍ରତିକ୍ରିୟା ଯୋଗୁ ଲୋକଙ୍କ ମନରେ ଭୟ ସୃଷ୍ଟି ହୋଇଛି। ଦେଶର ୬୨...

୧୬ରୁ ଶ୍ରୀକ୍ଷେତ୍ର ମହୋତ୍ସବ

ପୁରୀ ଅଫିସ, ୨୭-୧୧:ଶ୍ରୀକ୍ଷେତ୍ର ମହୋତ୍ସବ ଆସନ୍ତା ମାସ ୧୬ରୁ ୨୦ତାରିଖ ପର୍ଯ୍ୟନ୍ତ ଶରଧାବାଲିରେ ଅନୁଷ୍ଠିତ ହେବ। ଚଳିତ ବର୍ଷ କୁଣ୍ଢେଇବେଣ୍ଟ ସାହି ଏହି ମହୋତ୍ସବ ପରିଚାଳନା...

ମିଡ଼ିଆ ରିପୋର୍ଟକୁ ଖଣ୍ଡନ କଲେ ସରକାର: କରୋନା ଟିକାର ଖରାପ ପ୍ରଭାବ ନାହିଁ…

ନୂଆଦିଲ୍ଲୀ,୧୭।୧ : କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ମଙ୍ଗଳବାର ଗଣମାଧ୍ୟମର ରିପୋର୍ଟକୁ ଖଣ୍ଡନ କରିଛି। ଯେଉଁଥିରେ କୁହାଯାଇଛି ଯେ ଇଣ୍ଡିଆନ କାଉନସିଲ ଅଫ ମେଡିକାଲ ରିସର୍ଚ୍ଚ (ଆଇସିଏମଆର୍‌)...

ବିଳାସିନୀ ନାଟ୍ୟମକୁ ସନ୍ତୁର ବାଦନର ନିଆରା ପରିବେଶ

ଭୁବନେଶ୍ୱର,୯ା୯(ବ୍ୟୁରୋ): ନୃତ୍ୟାନୁଷ୍ଠାନ ‘ସୃଜନ’ ପକ୍ଷରୁ ଚାଲିଥିବା ଭାରତୀୟ ଶାସ୍ତ୍ରୀୟ ନୃତ୍ୟସଙ୍ଗୀତର ମହାକୁମ୍ଭ ଓଏମ୍‌ସି ଗୁରୁ କେଳୁ ଚରଣ ମହାପାତ୍ର ପୁରସ୍କାର ଉତ୍ସବର ମଙ୍ଗଳବାର ଥିଲା ୪ର୍ଥ...

ନାଟମଣ୍ଡପର ଯାଞ୍ଚ କଲା ବିଶେଷଜ୍ଞ ଟିମ୍‌

ପୁରୀ ଅଫିସ,୨୭ା୧୧: ଶ୍ରୀମନ୍ଦିର ନାଟମଣ୍ଡପ ବିମ୍‌ରେ ଫାଟ ଦେଖାଦେଇଛି। ଏନେଇ ରବିବାର ନାଟମଣ୍ଡପ ଯାଞ୍ଚ କରିଛନ୍ତି ଏଏସ୍‌ଆଇ ଉପରିସ୍ଥ ଅଧିକାରୀ ଓ ବିଶେଷଜ୍ଞ ଟିମ୍‌। କ୍ରାକ୍‌...

ଆନ୍ଧ୍ର ଅନୁରୋଧକୁ ଓଡ଼ିଶାର ଅଗ୍ରାହ୍ୟ

ଭୁବନେଶ୍ୱର,୭ା୭(ବ୍ୟୁରୋ):ବଂଶଧାରା ଜଳ ବିବାଦ ଟ୍ରିବ୍ୟୁନାଲଙ୍କ ବିବାଦୀୟ ରାୟ ବିରୋଧରେ ଓଡ଼ିଶା ସରକାର ସୁପ୍ରିମକୋର୍ଟ ଯାଇଛନ୍ତି। ଏହି ମାମଲା ସର୍ବୋଚ୍ଚ ଅଦାଲତରେ ବିଚାରାଧୀନ ଅଛି। ସୁପ୍ରିମକୋର୍ଟ ଚୂଡ଼ାନ୍ତ...

‘ବନ୍ଦେ ଉତ୍କଳ ଜନନୀ’ ୩ ମିନିଟ୍‌ରେ କରାଯିବ ଗାନ

ଭୁବନେଶ୍ୱର,୮।୬(ବ୍ୟୁରୋ): ‘ବନ୍ଦେ ଉତ୍କଳ ଜନନୀ’ ୩ ମିନିଟ୍‌ ମଧ୍ୟରେ ଗାନ କରାଯିବ। ତେବେ ଏହାର ସ୍ବର, ଲୟ ଏବଂ ତାଳ କ’ଣ ହେବ ସେ ନେଇ...

ସୁସ୍ଥ ହେଲେ ୧୨୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୫ା୨- ଓଡ଼ିଶାରେ ଶୁକ୍ରବାର ୧୨୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୨,୭୩୩ରେ...

Advertisement
Archives

Model This Week