ଉତ୍ପାଦ ବର୍ଗର ବିସ୍ତାରକୁ ଗୁରୁତ୍ୱାରୋପ

ନୂଆଦିଲ୍ଲୀ,୯।୧: ଦେଶର ପ୍ରମୁଖ ଗୃହୋପକରଣ ନିର୍ମାତା କମ୍ପାନୀ ସୋମାନି ସେରାମିକ୍ସ ଲିମିଟେଡ ପକ୍ଷରୁ ନିକଟରେ ଏକ ରାଜ୍ୟସ୍ତରୀୟ ଡିଲର ମିଟ୍‌ର ଆୟୋଜନ କରାଯାଇଥିଲା। ବିଶେଷକରି ପୁରୀ ଜଗନ୍ନାଥଧାମରେ ବ୍ରାଣ୍ଡ୍‌ର ଏକ୍ସକ୍ଲୁସିଭ ସୋମାନି ଇଜି ଫିକ୍ସ ଡିଲର ମିଟ୍‌ ସମ୍ପର୍କରେ ଘୋଷଣା କରାଯାଇଥିଲା। ଅପରପକ୍ଷରେ ଏହି ଏକ୍ସକ୍ଲୁସିଭ ଡିଲର ମିଟ୍‌ର ଲକ୍ଷ୍ୟ ହେଉଛି, ଓଡ଼ିଶା ବଜାରରେ ବ୍ରାଣ୍ଡ୍‌ର ବିସ୍ତାର ଓ ସଫଳତାକୁ ପାଳନ କରିବା ଏବଂ ଉତ୍ପାଦକୁ ଏକ ନୂଆ ଶିଖରକୁ ନେବା ପାଇଁ ମିଳିତ ଭାବେ କାର୍ଯ୍ୟ କରିବା ସହ ଆବଶ୍ୟକ ସହଯୋଗ ଓ ସହମତି ସମ୍ପର୍କରେ ବିସ୍ତୃତ ଆଲୋକପାତ କରାଯାଇ ସେ ସବୁ ସମସ୍ୟାର ସମାଧାନ କରାଯିବ ବୋଲି ଉଭୟ କମ୍ପାନୀ ଓ ଡିଲରମାନେ ସହମତି ପ୍ରକାଶ କରିଥିବା ଜଣାପଡିଛି।

ଏ ସମ୍ପର୍କରେ ସୋମାନି ସେରାମିକ୍ସ ଲିମିଟେଡର ଉପସଭାପତି (ସେଲ୍‌ସ ଆଣ୍ଡ ମାର୍କେଟିଂ) ସୁଜିତ ମହାନ୍ତି କହିଛନ୍ତି, ଆମର ସୋମାନି ଇଜି ଫିକ୍ସକୁ ଓଡ଼ିଶାର ସ୍ଥାନୀୟ ବଜାରରେ ଉପସ୍ଥାପନ କରି ଆମ ଗ୍ରାହକମାନଙ୍କ ଘର ସଜାଇବା ଆବଶ୍ୟକତା ପୂରଣ କରିପାରିଥିବାରୁ ଆମେ ବେଶ୍‌ ଆନନ୍ଦିତ, ଆମର ପ୍ରିମିୟମ ଗୁଣବତ୍ତା ଆଢେସିଭ ଶ୍ରେଣୀରେ ସର୍ବୋତମ ଓ ଚଟାଣ ପୃଷ୍ଠରେ ବିଭିନ୍ନ ଟାଇଲ ଯୋଡ଼େଇ ପାଇଁ ଏକ ଉତ୍କୃଷ୍ଟ ସମାଧାନ। ବିଶେଷକରି ଗ୍ରାହକ ଆଧାରିତ ସଂସ୍କୃତିକୁ ନେଇ ଉପତ୍ାଦ ବର୍ଗରେ କ୍ରମାଗତ ବିସ୍ତାର ସହ ନେଟୱର୍କକୁ ବୃଦ୍ଧି କରି ଟାଇଲ ସମାଧାନରେ ଅଗ୍ରଣୀ ହେବାକୁ ଆମେ ଲକ୍ଷ୍ୟ ରଖିଛୁ।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ଏନକାଉଣ୍ଟର: କୁଖ୍ୟାତ ଅପରାଧୀଙ୍କ ଗୋଡ଼ରେ ବାଜିଲା ଗୁଳି…

ସମ୍ବଲପୁର, ୧୭।୫ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା  ବୁର୍ଲା ଥାନା ଅଞ୍ଚଳରେ ରବିବାର ଭୋର ସମୟରେ ଏନକାଉଣ୍ଟର ହୋଇଛି। ଜଣେ କୁଖ୍ୟାତ ଅପରାଧୀଙ୍କୁ ଏହି ଏନକାଉଣ୍ଟର ହୋଇଥିବାବେଳେ…

ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌: ପୁଣେରୁ ବାୟୋଲୋଜି ଅଧ୍ୟାପିକା ଗିରଫ

ନୂଆଦିଲ୍ଲୀ,୧୭ା୫(ପି.ଟି.):ଏନ୍‌ଇଇଟି-ୟୁଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ମାମଲାର ତଦନ୍ତ କରୁଥିବା କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ) ଶନିବାର ପୁଣେରୁ ଜଣେ ଜୀବବିଜ୍ଞାନ ଅଧ୍ୟାପିକାଙ୍କୁ ଗିରଫ କରିଛି। ଉକ୍ତ ଅଧ୍ୟାପିକା ମେ’…

ରାଜଧାନୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ: ୨ଟି କୋଚ୍‌ରେ ଲାଗିଗଲା ନିଆଁ, ଭିତରେ ଥିଲେ…

ନୂଆଦିଲ୍ଲୀ,୧୭।୫: ରାଜଧାନୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ। ଦିଲ୍ଲୀ-ନିଜାମୁଦ୍ଦିନ ଯାଉଥିବା ଏହି ଟେନ ଦୁଇଟି କୋଚରେ ଅଗ୍ନିକାଣ୍ଡ ଘଟି ଆତଙ୍କ ସୃଷ୍ଟି ହୋଇଛି। ରବିବାର ସକାଳେ ଏହି ଘଟଣା ଆଲୋଟ…

ତାମିଲନାଡୁର ରାଜତାରକା

ଭାରତସାରା ଚର୍ଚ୍ଚା ହେଉଛି ଯେ ଦୁଇବର୍ଷ ତଳେ ରାଜନୈତିକ ଦଳ ତାମିଲାଗା ଭେଟ୍ରି କାଜାଗମ୍‌ (ଟିଭିକେ) ଗଢ଼ି ଅଭିନେତାରୁ ରାଜନେତା ପାଲଟିଥିବା ଚନ୍ଦ୍ରଶେଖରନ୍‌ ଯୋଶେଫ୍‌ ବିଜୟ ଗ୍ରୀନ୍‌…

ନିର୍ବାଚନ ପ୍ରକ୍ରିୟାରେ ଭୋଟର

”ଆଜିକାଲି ଜଣେ ଗୃହହୀନ ବ୍ୟକ୍ତିଙ୍କ ବାସସ୍ଥାନର ଆବଶ୍ୟକତା ପୂରଣ କରିବାକୁ ହେଲେ ବିଏଲ୍‌ଓ (ବୁଥ ସ୍ତରୀୟ ଅଧିକାରୀ) ରାତିରେ ଯାଇ ସେହି ବ୍ୟକ୍ତି ପ୍ରକୃତରେ ତାଙ୍କ ପ୍ରଦତ୍ତ…

ଘରଭଡ଼ା ଦେଇ ନ ପାରି ସ୍ତ୍ରୀ, ଝିଅକୁ ବଳାତ୍କାର ପାଇଁ ଦେଲେ ଅନୁମତି

ମୋରବି (ଗୁଜରାଟ),୧୭ା୫: ଘରଭଡ଼ା ଶୁଝି ନ ପାରିବାରୁ ଜଣେ ଶ୍ରମିକ ତାଙ୍କ ସ୍ତ୍ରୀ ଓ ନାବାଳିକା ଝିଅକୁ ଯୌନ ଶୋଷଣ ପାଇଁ ଘରମାଲିକ(୫୫)ଙ୍କୁ ଅନୁମତି ଦେବା ଭଳି…

ସିବିଏସ୍‌ଇ: ନବମ ଶ୍ରେଣୀରେ ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୭ା୫(ପି.ଟି.): ଜାତୀୟ ଶିକ୍ଷା ନୀତି (ଏନ୍‌ଇପି) ୨୦୨୦କୁ ନେଇ ଦୀର୍ଘଦିନରୁ ଚାଲିଥିବା ବିବାଦ ମଧ୍ୟରେ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଏକ ବଡ଼ ପଦକ୍ଷେପ ନେଇଛି।…

ଆଜି ଓଡ଼ିଶା ଗସ୍ତରେ ନୀତିନ୍‌ ନବୀନ

ଭୁବନେଶ୍ୱର, ୧୭।୫(ସୁନିତ୍‌ ମିଶ୍ର): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ନୀତିନ୍‌ ନବୀନ ପ୍ରଥମ ଥର ଲାଗି ୨ ଦିନିଆ ଓଡ଼ିଶା ଗସ୍ତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri