ଏମଏସଏମଇ ପ୍ରତିଷ୍ଠା ଉପରେ ଗୁରୁତ୍ୱ

ଟିଟିଲାଗଡ଼, ୨୩।୨ (ଡି.ଏନ.ଏ)
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ପକ୍ଷରୁ ସ୍ଥାନୀୟ ରାଜ କନୱର ପାର୍କ ପରିସରରେ ଏମଏସମଏଇ କ୍ଷେତ୍ରରେ ଆଗ୍ରହୀ ଉଦ୍ୟୋଗୀଙ୍କୁ ନେଇ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଟିଟିଲାଗଡ ଉପଜିଲାପାଳ ସୋମେଶ ଉପାଧ୍ୟାୟ ଏଥିରେ ଅଧ୍ୟକ୍ଷତା କରିଥିଲେ। ଜିଲା ଶିଳ୍ପକେନ୍ଦ୍ର ଜିଏମ ପ୍ରଭୁପ୍ରସାଦ ଚୌଧୁରୀ, ଜିଲା ପ୍ରାଣୀ ଚିକିତ୍ସା ଅଧିକାରୀ ଡା. ସୁମନ୍ତ ଦାଶ, ଓମଫେଡ ଜିଏମ ସରୋଜ ସାହୁ, ଜିଲା ମୁଖ୍ୟ କୃଷି ଅଧିକାରୀ ଅଶୋକ ମହାନ୍ତି, କୃଷି ନିର୍ବାହି ଯନ୍ତ୍ରୀ ସିଡି ଦାଶ, ଟିଟିଲାଗଡ ସହକାରି ଉଦ୍ୟାନ କୃଷି ଅଧିକାରୀ ନୂତନଶ୍ରୀ ପୁଟେଲ, ବିଦ୍ୟୁତ୍‌ ବିଭାଗ ଏଇ ବିବେକାନନ୍ଦ ଦୀକ୍ଷିତ, ସହାୟକ ମତ୍ସ୍ୟ ଅଧିକାରୀ ଉମେଶ ଧରୁଆ ପ୍ରମୁଖ ଯୋଗଦେଇ ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା ସମେତ ବିଭିନ୍ନ ସରକାରି ସ୍ମିମରେ ଉଦ୍ୟୋଗ ପ୍ରତିଷ୍ଠା ପାଇଁ ପ୍ରୋତ୍ସାହିତ କରିଥିଲେ। ଟିଟିଲାଗଡ ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ମନୋଜ ବେହେରା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସିଏ ଆନନ୍ଦ ଜୈନ, ବଳକୃଷ୍ଣ ଷାଣ୍ଢ, ପ୍ରମୋଦ ପ୍ରଧାନ, ବ୍ୟବସାୟୀ ସଂଘ ସଭାପତି ଶମ୍ଭୁପ୍ରସାଦ ଗୋୟଲ, ସମ୍ପାଦକ ଗୋପାଲକ୍ରିଷ୍ଣ ଜୈନ, ଜେସିଆଇ ସଭାପତି ମନୀଷ ଗୁପ୍ତା, ବୀରେନ୍ଦ୍ର ବାଗ ପ୍ରମୁଖ ଉପସ୍ଥିତ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ବିଧାନସଭା ବଜେଟ ଅଧିବେଶନ

ଭୁବନେଶ୍ୱର,୧୪।୨(ବ୍ୟୁରୋ): ଷୋଡ଼ଶ ବିଧାନସଭାର ତୃତୀୟ ତଥା ଚଳିତ ବର୍ଷର ବଜେଟ ଅଧିବେଶନ ଶୁକ୍ରବାରଠାରୁ ଆରମ୍ଭ ହେବ। ଏହି ଅବସରରେ ପ୍ରଥମ ଦିନ ରାଜ୍ୟପାଳ ପ୍ରଫେସର ଗଣେଶୀ...

୫ ଜିଲାର ୮.୩୦ ଲକ୍ଷ ଲୋକଙ୍କୁ ମିଳିବ ବିଶୁଦ୍ଧ ପାନୀୟ ଜଳ

ଭୁବନେଶ୍ୱର,୨୨ା୧୦(ବ୍ୟୁରୋ): ବସୁଧା, ଓଡ଼ିଶା ମିନେରାଲ ବିୟରିଂ ଏରିଆ ଡେଭ୍‌ଲପମେଣ୍ଟ କର୍ପୋରେଶନ(ଓମ୍ବାଡାକ) ଏବଂ ଜାତୀୟ ଗ୍ରାମ୍ୟ ପାନୀୟ ଜଳଯୋଗାଣ ଯୋଜନାରେ ୫ ଜିଲାର ଗ୍ରାମାଞ୍ଚଳରେ ବସବାସ କରୁଥିବା...

ଆଜିଠୁ ଏମ୍‌ଏସ୍‌ଏମ୍‌ଇ ବାଣିଜ୍ୟମେଳା

ଭୁବନେଶ୍ୱର, ୫।୩(ବ୍ୟୁରୋ):ରାଜ୍ୟର ବାଣିଜ୍ୟ ଓ ରପ୍ତାନିକୁ ଆହୁରି ମଜଭୁତ କରିବା ପାଇଁ ଓଡ଼ିଶା ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ ପକ୍ଷରୁ ଶୁକ୍ରବାରଠାରୁ ଏମ୍‌ଏସ୍‌ଏମ୍‌ଇ...

ବେଲପାହାଡ଼ରେ ବିଧାୟକଙ୍କ ସମୀକ୍ଷା ବୈଠକ

ବେଲପାହାଡ଼,୧୪ା୯ (ଡ଼ି.ଏନ୍‌.ଏ.) ଝାରସୁଗୁଡ଼ା ଜିଲା ବେଲପାହାଡ଼ ପୌରାଞ୍ଚଳର ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ଅଗ୍ରଗତି ତଥା ସମସ୍ୟାର ସମାଧାନ ପାଇଁ ଶୁକ୍ରବାର ବ୍ରଜରାଜନଗର ବିଧାୟକ କିଶୋର କୁମାର...

ଯକ୍ଷ୍ମା ନିରାକରଣ: ଓଡ଼ିଶା ଜାତୀୟସ୍ତରରେ ଦ୍ୱିତୀୟ

ଭୁବନେଶ୍ୱର, ୨୯ା୧୧(ବ୍ୟୁରୋ): ଯକ୍ଷ୍ମା ନିରାକରଣରେ ଓଡ଼ିଶା ଜାତୀୟସ୍ତରରେ ଦ୍ୱିତୀୟ ସ୍ଥାନରେ ରହିଛି। ଏନେଇ ଶନିବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରି...

୨୦୧୭-୧୮ ବର୍ଷରେ ନିର୍ବାଚନ ଚାନ୍ଦା: ବିଜେଡିକୁ ମିଳିଛି ୧୩ କୋଟି ୪ ଲକ୍ଷ, ଆଞ୍ଚଳିକ ଦଳ ମଧ୍ୟରେ ସର୍ବାଧିକ;ଦ୍ୱିତୀୟରେ ଜେଡି(ୟୁ), ୱାଇଏସ୍‌ଆର ତୃତୀୟ

ଭୁବନେଶ୍ୱର,୨୧।୫(ବ୍ୟୁରୋ)- ରାଜ୍ୟରେ କ୍ଷମତାସୀନ ବିଜେଡି ୨୦୧୭-୧୮ ଆର୍ଥିକ ବର୍ଷରେ ୧୩ କୋଟି ୪ ଲକ୍ଷ ଟଙ୍କା ଚାନ୍ଦା ପାଇଛି। ଏହା ଦେଶର ଏହି ସମୟରେ ମିଳିଥିବା...

ପୂର୍ବତନ ଡିଜିପି ପ୍ରଫୁଲ୍ଲ ଚନ୍ଦ୍ର ରଥଙ୍କ ପରଲୋକ

କଟକ ଅଫିସ,୧୨।୨: ପୂର୍ବତନ ଡିଜିପି ପ୍ରଫୁଲ୍ଲ ଚନ୍ଦ୍ର ରଥଙ୍କ(୮୫)ର ହୃଦ୍‌ଘାତରେ ପରଲୋକ ହୋଇଯାଇଛି। କଟକ ବିଜୁ ପଟ୍ଟନାୟକ ଛକସ୍ଥିତ ବାସଭବନରେ ମଙ୍ଗଳବାର ଅପରାହ୍ନ ପ୍ରାୟ ୧ଟାରେ...

ତୋଟାପଡ଼ାରେ ଗୋଷ୍ଠୀ ସଂଘର୍ଷ: ଟେକାପଥର ମାଡ଼କୁ ନେଇ ୯ ଅଟକ; ୧୪୪ ଧାରା ଜାରି

ଖୋର୍ଦ୍ଧା ଅଫିସ,୭ା୪ : ଖୋର୍ଦ୍ଧା ଆଦର୍ଶ ଥାନା ଅନ୍ତର୍ଗତ ତୋଟପଡାରେ ମଙ୍ଗଳବାର ଅପରାହ୍ନରେ ଗୋଷ୍ଠି ସଂଘର୍ଷ ଘଟିଛି। କୌଣସି କାରଣକୁ ନେଇ ଦୁଇ ଗୋଷ୍ଠି ମୁହାଁମୁହିଁ...

Advertisement


Archives

Model This Week