ଜୀବନ, ଜୀବିକାର ସୁରକ୍ଷା ଉପରେ ଗୁରୁତ୍ୱାରୋପ -ଉତ୍ତରାଞ୍ଚଳ ରାଜସ୍ବ କମିଶନରଙ୍କ କେନ୍ଦୁଝର ଗସ୍ତ

କେନ୍ଦୁଝର, ୧୦ା୭ (ସ୍ବ.ପ୍ର./ଡି.ଏନ୍‌.ଏ.)- ଉତ୍ତରାଞ୍ଚଳ ରାଜସ୍ବ କମିଶନର ନିରଞ୍ଜନ ସାହୁ ଗୁରୁବାର କେନ୍ଦୁଝର ଜିଲା ଗସ୍ତରେ ଆସି କୋଭିଡ୍‌-୧୯ ପରିଚାଳନା, ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ତଥା ଅନ୍ୟାନ୍ୟ କାର୍ଯ୍ୟକ୍ରମର କାଯର୍‌ୟାନ୍ବୟନ ସମ୍ପର୍କରେ ସମୀକ୍ଷା କରିଛନ୍ତି। ମହାମାରୀ କରୋନା ପରିସ୍ଥିତିରେ ଜୀବନ ଓ ଜୀବିକାର ସୁରକ୍ଷା ଉପରେ ଗୁରୁତ୍ୱାରୋପ କରି ଏ ଦିଗରେ ସମସ୍ତେ କାର୍ଯ୍ୟ କରିବାକୁ କହିଛନ୍ତି। ଦରବାର ହଲ୍‌ଠାରେ ଅନୁଷ୍ଠିତ ସମୀକ୍ଷା ବୈଠକର ପ୍ରାରମ୍ଭରେ ଜିଲାପାଳ ଆଶିଷ ଠାକ୍‌ରେ କୋଭିଡ୍‌-୧୯ର ପ୍ରତିରୋଧ ପାଇଁ ନିଆଯାଉଥିବା ପଦକ୍ଷେପ ଉପରେ ଆଲୋକପାତ କରିଥିଲେ। ଆରକ୍ଷୀ ଅଧିକ୍ଷକ ମିତ୍ରଭାନୁ ମହାପାତ୍ର ଜିଲାରେ କୋଭିଡ୍‌-୧୯ ନିୟମାବଳୀ ଅନୁପାଳନ ସମ୍ପର୍କରେ ଅବଗତ କରାଇଥିଲେ। ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଡ଼.ଉଦ୍ଧବ ଚନ୍ଦ୍ର ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲାପାଳ ଡ଼.ଭକ୍ତଚରଣ ପ୍ରଧାନ, ଅତିରିକ୍ତ ଜିଲାପାଳ(ରାଜସ୍ବ) ସନ୍ତୋଷ କୁମାର ନାୟକ, ଜିଲା ସହରାଞ୍ଚଳ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଘାସିନାଥ ମୁର୍ମୁ, ପିଏ ଆଇଟିଡିଏ କେନ୍ଦୁଝର ନାରାୟଣ ମୁର୍ମୁ, କେନ୍ଦୁଝର ଉପଜିଲାପାଳ ରାମଚନ୍ଦ୍ର କିସ୍କୁଙ୍କ ସମେତ ବିିଭିନ୍ନ ବିଭାଗୀୟ ଅଧିକାରୀ ଏହି ସମୀକ୍ଷା ବୈଠକରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri