ଜିରୋ କାଜୁଆଲିଟି ଉପରେ ଗଞ୍ଜାମ ଜିଲାପାଳଙ୍କ ଗୁରୁତ୍ୱାରୋପ

ଛତ୍ରପୁର,୨୬ା୯(ଡି.ଏନ୍‌.ଏ.): ସମ୍ଭାବ୍ୟ ବାତ୍ୟା ‘ଗୁଲାବ’କୁ ନେଇ ଗଞ୍ଜାମ ଜିଲାରେ ଦିନତମାମ ବର୍ଷା ହେବ। ସନ୍ଧ୍ୟାଠାରୁ ଅଧିକରୁ ଅଧିକ ବର୍ଷା ସହ ପବନର ବେଗ ବୃଦ୍ଧି ହୋଇ ରାତିରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ରବିବାର ପୂର୍ବାହ୍ନରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଓସଓ୍ବାନ ହଲରେ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ବୈଠକ ଆଗତ କରି ସମସ୍ତ ଜିଲାସ୍ତରୀୟ ଅଧିକାରୀ, ପୋଲିସ ବିଭାଗ, ଅଗ୍ନିଶମ ବିଭାଗ, ଓଡ୍ରାଫ୍‌ ଟିମ୍‌କୁ ସତର୍କ ଏବଂ ପୂର୍ବ ପ୍ରସ୍ତୁତି କରି ସଜାଗ ରହିବାକୁ ନିର୍ଦ୍ଦେଶ ପ୍ରଦାନ କରିଛନ୍ତି। ଗଞ୍ଜାମ ଜିଲାରେ ସମୁଦାୟ ୬୧୮୭୫ରୁ ଊର୍ଦ୍ଧ୍ୱ ଲୋକଙ୍କୁ ସନ୍ଧ୍ୟା ସୁଦ୍ଧା ସ୍ଥାନାନ୍ତର କରି ବିଭିନ୍ନ ବାତ୍ୟା ଆଶ୍ରୟସ୍ଥଳୀ ଏବଂ ଉଚ୍ଚ ସ୍ଥାନରେ ଥିବା ବିଦ୍ୟାଳୟଗୁଡ଼ିକରେ ଲୋକଙ୍କୁ ରହିବା ଏବଂ ରନ୍ଧାଖାଦ୍ୟ ଯୋଗାଇବା ନେଇ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏକମାତ୍ର ଦେଶ ଭାବେ ଭାରତ ହରାଇଛି…ଯୁଦ୍ଧ ମଧ୍ୟରେ ୬୦ ଦେଶକୁ ନେଇ ଚାଲିଥିବା ବୈଠକରେ ହୃଦୟର କଥା କହିଲା ଭାରତ

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଇରାନ ନିୟନ୍ତ୍ରଣରେ ଥିବା ହର୍ମୁଜ ପ୍ରଣାଳୀକୁ ପୁନର୍ବାର ଖୋଲିବା ପାଇଁ ଭାରତ ଦାବି କରିଛି। ଭାରତ ଏହା ମଧ୍ୟ…

ପାଳନ ହେବ ଐତିହାସିକ ଜମ୍ବୁ ମହୋତ୍ସବ: ଅଗ୍ନିଶମ, ବିଦ୍ୟୁତ୍‌, ସ୍ବାସ୍ଥ୍ୟ, ପାନୀୟଜଳକୁ ଗୁରୁତ୍ୱ ଦେଇ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ଝାମୁଯାତ୍ରାରେ ଐତିହାସିକ ଜମ୍ବୁ ମହୋତ୍ସବ ପାଳନ କରିବାକୁ ପ୍ରଶାସନିକ…

ସଚେତନତା ହିଁ ଚିନ୍ତାଧାରା ବଦଳାଇବାର ବଡ଼ ମାଧ୍ୟମ

‘ଗୋମାୟା ପେଣ୍ଟ୍‌ସ’ର ପ୍ରତିଷ୍ଠାତା ତଥା ପରିଚାଳନା ନିର୍ଦ୍ଦେଶକ ଦୁର୍ଗା ପ୍ରିୟଦର୍ଶିନୀ ତାଙ୍କ ବ୍ୟବସାୟିକ ଯାତ୍ରା ଆରମ୍ଭ କରିବା ପୂର୍ବରୁ ଜଣେ ଗୃହିଣୀ ଭାବେ ସମାଜ ଓ ପରିବେଶ…

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

IPLରେ ଅଭିଷେକଙ୍କ ବଡ଼ କାରନାମା: ୪ ଛକା ମାରି କଲେ ଅନନ୍ୟ ରେକର୍ଡ

କୋଲକାତା,୩।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ୨୨୮.୫୭ ଷ୍ଟ୍ରାଇକ ରେଟରେ ଖେଳି ଅଭିଷେକ…

ଲୋକ ସଭା ଆସନ ୮୧୬କୁ ବଢ଼ିବ: ୧୬ରୁ ୩ ଦିନ ପାଇଁ ପୁଣି ବଜେଟ ଅଧିବେଶନ

ନୂଆଦିଲ୍ଲୀ,୩ା୪(ପି.ଟି.):ପାର୍ଲାମେଣ୍ଟର ବଜେଟ ଅଧିବେଶନ ସ୍ବଳ୍ପକାଳୀନ ଅବକାଶ ପରେ ଏପ୍ରିଲ ୧୬ରୁ ପୁଣି ଚାଲିବ। ବିଶେଷକରି ଲୋକ ସଭାର ଆସନ ସଂଖ୍ୟା ୫୪୩ରୁ ୮୧୬କୁ ବୃଦ୍ଧି କରାଯିବା ସଂକ୍ରାନ୍ତ…

ଏଇ ଭାରତରେ

ଅସହାୟ ପିଲାଙ୍କ ଆଶାବାଡ଼ି ପୋର୍ତ୍ତିଆ ପୁଟାଟୁଣ୍ଡା। ସେ ତାଙ୍କ ପିତାଙ୍କ ସ୍ମୃତିରେ ଏକ ଆବାସିକ ସ୍କୁଲ ଖୋଲି ମାଗଣାରେ ପିଲାମାନଙ୍କୁ ପଢାଉଛନ୍ତି। ସେମାନଙ୍କୁ ଖାଦ୍ୟ, ଚିକିତ୍ସା, ପୋଷାକ…

ଅଦୃଶ୍ୟ ଈଶ୍ୱରଙ୍କ ଦୃଶ୍ୟ ପ୍ରତିମା

ଭୁ ଯିଶୁଖ୍ରୀଷ୍ଟ ଦୁଇ ହଜାରରୁ ଅଧିକ ବର୍ଷ ତଳେ, ରୋମୀୟ ସାମ୍ରାଜ୍ୟ ସମୟରେ, ନିଜର ପରିଚୟ ଓ ବ୍ୟକ୍ତିତ୍ୱକୁ ଖୋଲାଖୋଲି ଭାବେ ପ୍ରକାଶ କରିଥିଲେ। ତାଙ୍କ ବିରୋଧରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri