Posted inଫୁରସତ

ଖ୍ରୀଷ୍ଟମାସ ବୋନସରେ କମ୍ପାନୀ ଦେଲା ସିଝା ଆଳୁ

ଦଶହରା ହେଉ କି ଦୀପାବଳି ଅବସରରେ କିଛି କମ୍ପାନୀ ଉପହାର ସ୍ବରପ କର୍ମଚାରୀଙ୍କୁ ବୋନସ ଦେଇଥାନ୍ତି। ବିଦେଶରେ ଖ୍ରୀଷ୍ଟମାସରେ ଲୋକେ ନିଜ ପ୍ରିୟଜନ କିମ୍ବା ବନ୍ଧୁଙ୍କୁ ଉପହାର ଦେଇଥାନ୍ତି। ନିକଟରେ ଗୋଟିଏ କମ୍ପାନୀ ଖ୍ରୀଷ୍ଟମାସ ଅବସରରେ କର୍ମଚାରୀଙ୍କୁ କିଛି ଏପରି ବନୋସ ଦେଇଛି ଯାହା ଶୁଣି ଆପଣ ତାଜୁବ ହୋଇଯିବେ। ଏସମ୍ପର୍କରେ କର୍ମଚାରୀଜଣକ ସୋସିଆଲ ମିଡିଆରେ ପୋଷ୍ଟ କରିଛନ୍ତି।

ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି ‘ଅମାଣ୍ଡ ବେ’ ନାମକ ୟୁଜର ଏହି ବିଷୟରେ କହିଛନ୍ତି। ସେ କହିଛନ୍ତି, ମୁଁ ଏକ ହସ୍ପିଟାଲରେ କାମ କରୁଛି। ଏଥର ଖ୍ରୀଷ୍ଟମାସ ଉପଲକ୍ଷେ ଆମକୁ ବୋନସ ରୂପେ ସିଝା ଆଳୁ ଦିଆଯାଇଥିଲା। ଏହାର ଆମେରିକୀୟ ମୂଲ୍ୟ ୧୫ଡଲାର। ବୋନସ ଭାବେ ଏହାକୁ ଦେଲେ ମଧ୍ୟ ଏଥିରେ ଟ୍ୟାକ୍ସ ମଧ୍ୟ ଲଗାଯିବ। ଚାକିରିକୁ ନେଇ ମୁଁ ବହୁତ ଚିନ୍ତିତ ଅଛି। ଆପଣଙ୍କ ପାଖରେ ଆସିଷ୍ଟାଣ୍ଟ ଭାବେ କୌଣସି ପଦ ଖାଲି ଅଛି କି? ମୋତେ ଜଣାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri