Posted inଫୁରସତ

ଛୁଟି ନ ନେଇ ୨୭ ବର୍ଷ କରିଥିଲେ କାମ , ଅବସରବେଳେ କମ୍ପାନୀ ଦେଲା ଏତିକି କୋଟି

ଚାକିରି ପ୍ରତି ଆପଣ ଅନେକ ଲୋକଙ୍କର ଉତ୍ସର୍ଗୀକୃତ ନିଶ୍ଚୟ ଦେଖିଥିବେ, କିନ୍ତୁ ଆମେ କହିବାକୁ ଯାଉଥିବା ବ୍ୟକ୍ତିଙ୍କ ବିଷୟରେ ଯାହାକୁ ଏଭଳି କ୍ୱଚିତ୍‌ ଦେଖିଥିବେ। ବାସ୍ତବରେ, ଆମେ ବରଗର କିଙ୍ଗର ଜଣେ କର୍ମଚାରୀଙ୍କ ବିଷୟରେ କହୁଛୁ ଯିଏ ଛୁଟି ନ ନେଇ ୨୭ ବର୍ଷ କାମ କରିଥିଲେ। ତେବେ ଏହି ବ୍ୟକ୍ତି ସୋସିଆଲ ମିଡିଆରେ ଆଲୋଚନାର ବିଷୟ ପାଲଟିଛନ୍ତି ।

ରିପୋର୍ଟ ଅନୁଯାୟୀ, ଆମେରିକାର ବାସିନ୍ଦା କେବିନ ଫୋର୍ଡ ଛୁଟି ନ ନେଇ ୨୭ ବର୍ଷ କାମ କରିଥିଲେ। ଏହା ପରେ କମ୍ପାନୀ ଅବସର ସମୟରେ ନିଜ କର୍ମଚାରୀଙ୍କୁ ଏକ ଚମତ୍କାର ଉପହାର ଦେଇଛି। ଅବସରପ୍ରାପ୍ତ କର୍ମଚାରୀ କମ୍ପାନୀରୁ ପ୍ରାପ୍ତ ଉପହାରର ଏକ ଭିଡିଓ ପ୍ରସ୍ତୁତ କରି ଏହାକୁ ସୋସିଆଲ ମିଡିଆରେ ଶେୟାର କରିଛନ୍ତି, ଯାହା ବହୁତ ଭାଇରାଲ ହେବାରେ ଲାଗିଛି।
୫୪ ବର୍ଷିୟ କେବିନ ଆମେରିକାର ଲାସ ଭେଗାସର ବାସିନ୍ଦା। ସେ ୨୭ ବର୍ଷ ଧରି ବିରତି ନକରି କାମ କରିଛନ୍ତ। ଏଭଳି ପରିସ୍ଥିତିରେ ସୋସିଆଲ ମିଡିଆ ବ୍ୟବହାରକାରୀମାନେ ତାଙ୍କୁ ବହୁତ ପ୍ରଶଂସା କରୁଛନ୍ତି। କାର୍ଯ୍ୟ ପ୍ରତି ତାଙ୍କର ଉତ୍ସର୍ଗୀକୃତତାକୁ ଦେଖି ଲୋକମାନେ ସ୍ଥିର କଲେ ଯେ ତାଙ୍କୁ ତାଙ୍କ ଉତ୍ସର୍ଗୀକୃତତା ପାଇଁ ସମ୍ମାନିତ କରାଯିବା ଉଚିତ୍‌।

ରିପୋର୍ଟ ଅନୁଯାୟୀ, ବର୍ତ୍ତମାନ କେଭିନ ଖୁବ୍‌ଶୀଘ୍ର କୋଟିପତି ହେବାକୁ ଯାଉଛନ୍ତି। ଲୋକମାନେ କ୍ରାଉଡ ଫଣ୍ଡିଂ ମାଧ୍ୟମରେ ତାଙ୍କୁ ୩ କୋଟି ଟଙ୍କା ଦେବାକୁ ଯୋଜନା କରୁଛନ୍ତି। କ୍ରାଉଡ ଫଣ୍ଡିଂ ମାଧ୍ୟମରେ ମାଧ୍ୟମରେ ଏହି ସମସ୍ତ ଅର୍ଥ ସଂଗ୍ରହ କରାଯାଇଛି। କେବିନଙ୍କ ପାଇଁ ଗୋଫଣ୍ଡ ମେ ଅଭିଯାନ ଆରମ୍ଭ ହୋଇଥିଲା। ଏହି ମାଧ୍ୟମରେ ଲୋକମାନେ ତାଙ୍କ ପାଇଁ ଦାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri