ନିର୍ଦ୍ଦେଶରେ ହେଲା ସଂଶୋଧନ: କର୍ମଚାରୀ ନେଇପାରିବେ ଛୁଟି, ଜରୁରୀ ହେଲେ…

ଭୁବନେଶ୍ୱର,୧୨।୬: ଜୁନ୍‌ ୩୦ ଯାଏ ସରକାରୀ କର୍ମଚାରୀମାନଙ୍କ ଛୁଟି ବାତିଲ ନିର୍ଦ୍ଦେଶରେ ପ୍ରଶାସନ ବୁଧବାର ସଂଶୋଧନ କରିଛି। ମିଳିଥିବା ସୂଚନାନୁଯାୟୀ, ଆବଶ୍ୟକ ପଡ଼ିଲେ ଅଫିସରମାନେ ଛୁଟି ନେଇପାରିବେ। କିନ୍ତୁ ଜରୁରୀ ହେଲେ ତତ୍କାଳ ଯୋଗଦେବେ। ଏପରିକି ଜରୁରୀ ଯୋଗାଯୋଗ ପାଇଁ ନିଜ ମୋବାଇଲ ନମ୍ବର ଆକ୍ଟିଭ ରଖିବେ ବୋଲି ନିର୍ଦ୍ଦେଶାବଳୀରେ କୁହାଯାଇଛି।

ମଙ୍ଗଳବାର ନିର୍ଦ୍ଦେଶ ଦିଆଯାଇଥିଲା କି, ଜୁନ୍‌ ୩୦ ଯାଏ ସରକାରୀ କର୍ମଚାରୀମାନେ ଛୁଟି ନେଇପାରିବେ ନାହିଁ। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଭିନ୍ନ ବିଭାଗ ସଚିବ ଓ ଜିଲାପାଳମାନଙ୍କୁ ଚିଠି ଲେଖି ସୂଚନା ଦିଆଯାଇଥିଲା। ନୂଆ ସରକାର ଗଠନ ହେଉଥିବାରୁ ବିଭିନ୍ନ ସ୍ତରରେ କାର୍ଯ୍ୟକ୍ରମ ଚାଲିବ। ତେଣୁ ୩୦ ପର୍ଯ୍ୟନ୍ତ କାହାରିକୁ ଛୁଟି ନ ଦେବାକୁ ନିର୍ଦ୍ଦେଶନାମା ଜାରି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Justin Trudeau-Katy Perry Relationship: କାନାଡାର ପୂର୍ବତନ ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ-କେଟି ପେରିଙ୍କ ସମ୍ପର୍କର ଖୁଲାସା, ନିଜେ ଶେୟାର କଲେ ଅପଡେଟ ପୋଷ୍ଟ

ଓଟାଓ୍ବା,୭।୧୨: ଆମେରିକୀୟ ପପ ଷ୍ଟାର କେଟି ପେରି ଶେଷରେ ତାଙ୍କ ବ୍ୟକ୍ତିଗତ ସମ୍ପର୍କକୁ ନେଇ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି। ସେ ଇନଷ୍ଟାଗ୍ରାମରେ ଫଟୋ ଏବଂ...

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ତାରିଣୀ ପୀଠର ବିକାଶ ପାଇଁ କଲେ ବଡ଼ ଘୋଷଣା

କେନ୍ଦୁଝର,୭ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଏକ ସ୍ବତନ୍ତ୍ର ହେଲିକପ୍ଟରରେ ଭୁବନେଶ୍ୱରରୁ ଆସି ଘଟଗାଁରେ ପହଞ୍ଚିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ...

ରେକର୍ଡ ଭାଙ୍ଗୁଛି ଶୀତ, ରାଜ୍ୟର ସବୁଠୁ ଥଣ୍ଡା ସହର ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୭ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଶୀତର ଲହରି ରେକର୍ଡ ଭାଙ୍ଗିଛି। ଦିନକୁ ଦିନ ତାପମାତ୍ରା ହ୍ରାସ ପାଇ ରବିବାର ସକାଳ ସୁଦ୍ଧା ୭.୫...

ବିଦ୍ୟାଳୟରେ ପାଇଖାନା ନ ଥିବା ଘଟଣାକୁ ସହୃଦୟର ସହ ନେଲେ ବିଡିଓ, କହିଲେ ୩ ମାସରେ…

ଦାରିଙ୍ଗବାଡି,୮।୧୨ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତ ସୁଜାମାଜୁ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ସ୍ଥାପନ ହେବାର ଏହାରି ମଧ୍ୟରେ ୬...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ଗୁଡ ନ୍ୟୁଜ ଦେଲା ଏୟାର ଇଣ୍ଡିଆ, ଖୁସି ହେବେ ଯାତ୍ରୀ

ନୂଆଦିଲ୍ଲୀ,୭।୧୨: ଦେଶବ୍ୟାପୀ ଅନେକ ଇଣ୍ଡିଗୋ ବିମାନ ବାତିଲ ହେବା ଫଳରେ ଯାତ୍ରା ଗୁରୁତର ଭାବରେ ବାଧାପ୍ରାପ୍ତ ହୋଇଛି। ଏହାର ଜବାବରେ, ଏୟାର ଇଣ୍ଡିଆ ଏବଂ ଏୟାର...

ମୋଦିଙ୍କୁ ପାକିସ୍ତାନୀ ମହିଳାଙ୍କ ଚିଠି, କହିଲେ ମୋ ସ୍ୱାମୀ ଧୋକା ଦେଇଛି…

ନୂଆଦିଲ୍ଲୀ,୭।୧୨: ପାକିସ୍ତାନୀ ମହିଳା ନିକିତା ନାଗଦେବଙ୍କ ଏକ ଭିଡିଓ ସମ୍ପ୍ରତି ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଭିଡିଓରେ, ପାକିସ୍ତାନୀ ମହିଳା ପ୍ରଧାନମନ୍ତ୍ରୀ ମୋଦିଙ୍କଠାରୁ ନ୍ୟାୟ ପାଇଁ...

ଭୁବନେଶ୍ୱରରେ ଖୋଲିବ ଆଉ ଦୁଇ ତହସିଲ୍, ଜମି କିଣାବିକା ପାଇଁ…

ଭୁବନେଶ୍ୱର,୭ା୧୨: ଭୁବନେଶ୍ବରରେ ଆଉ ୨ ନୂଆ ତହସିଲ ଅଫିସ୍‌ ପ୍ରସ୍ତୁତ ହେବାକୁ ଯାଉଛି । ପୁରୁଣା ଭୁବନେଶ୍ବରରେ ଥିବା ତହସିଲ ଅଫିସ୍‌ରେ କ୍ରମାଗତ ଭାବେ ଚାପ ବଢ଼ିବାରେ...

Featured Video Play Icon

ଧରିତ୍ରୀ, ଆଦିତ୍ୟ ବିର୍ଲା ସନ୍‌ଲାଇଫ୍‌ ମ୍ୟୁଚୁଆଲ ଫଣ୍ଡ୍‌ର ‘ଶିକ୍ଷିତ ନିବେଶକ ବିକଶିତ ଭାରତ’ କର୍ମଶାଳା

କଟକ,୭ା୧୨(କାର୍ତ୍ତିକ ସାହୁ): ଭବିଷ୍ୟତ ଆବଶ୍ୟକତାକୁ ଦୃଷ୍ଟିରେ ରଖି ନିଜର ଅର୍ଜିତ ଅର୍ଥକୁ ଖର୍ଚ୍ଚ କରିବା ଜରୁରୀ। ବିଶେଷକରି ପ୍ରଥମେ ସଞ୍ଚୟ ଏବଂ ପରେ ଖର୍ଚ୍ଚ କରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri