ନିଜ କଲେଜ ବସ୍‌ ଧକ୍କାରେ ଚାଲିଗଲା କର୍ମଚାରୀଙ୍କ ଜୀବନ

ବ୍ରହ୍ମପୁର ଅଫିସ,୨ା୧- ୧୬ ନମ୍ବର ଜାତୀୟ ରାଜପଥ ହଳଦିଆପଦର ବାଇପାସ ନିକଟରେ ସୋମବାର ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। କଲେଜ ବସ୍‌ ଧକ୍କାରେ ଉକ୍ତ କଲେଜର ଜଣେ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ପୁରୁଷୋତ୍ତମପୁର ଥାନା ଅଧୀନ ଜାମୁନି ଗ୍ରାମର ଦୁର୍ଯ୍ୟେଧନ ବେହେରା। ତାଙ୍କ ସ୍ତ୍ରୀଙ୍କ ଅଭିଯୋଗ ଅନୁଯାୟୀ ପୋଲିସ ଏକ ଦୁର୍ଘଟଣା ମାମଲା(ନଂ.୪/୨୩) ରୁଜୁ କରିଛି। ପୋଲିସ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି।

ପ୍ରକାଶ ଯେ, ଗତ ରବିବାର ମଧ୍ୟାହ୍ନରେ ମଧ୍ୟ ଜାତୀୟ ରାଜପଥ ଲାଞ୍ଜିପଲ୍ଲୀ ବାଇପାସ୍‌ ନିକଟ ଇସ୍କନ ମନ୍ଦିର ସମ୍ମୁଖରେ ଚଳିତ ବର୍ଷ ଆରମ୍ଭରେ ପ୍ରଥମ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ସୋମବାର ପୁଣି ଏକ ଦୁର୍ଘଟଣାରେ ଅନ୍ୟ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ପ୍ରକାଶ ଯେ, ଦୁର୍ଯ୍ୟୋଧନ ସୋମବାର ସକାଳେ କଲେଜକୁ ଯାଉଥିଲେ। କଲେଜ ନିକଟରେ ପଛପଟୁ ଆସୁଥିବା କଲେଜ ବସ ତାଙ୍କୁ ଧକ୍କା ଦେଇଥିଲା। ଫଳରେ ସେ ରାସ୍ତା ଉପରେ ପଡ଼ିଯାଇଥିଲେ। କଲେଜର କେତେକ କର୍ମଚାରୀ ତାଙ୍କୁ ଉଦ୍ଧାର କରି ଏମ୍‌କେସିଜି ମେଡିକାଲରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ ଧକ୍କାରେ ଚାଲିଗଲା ବୃଦ୍ଧଙ୍କ ଜୀବନ, ଘଟଣାସ୍ଥଳରେ ଉତ୍ତେଜନା

ଦିଗପହଣ୍ଡି,୧୯ା୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସିଦ୍ଧେଶ୍ୱର ନୂଆ ସାହିରେ ଥିବା ପ୍ରାଥମିକ ସେବା ସମବାୟ ସମିତି ନିକଟରେ ଏକ ଦୁର୍ଘଟଣା ଘଟିଛି। ଏହି...

ଶ୍ରୀଜଗନ୍ନାଥଙ୍କ ବାହୁଟ ସେବାଲାଗି ବଉଳ ବୃକ୍ଷ ଚିହ୍ନଟ

ସାକ୍ଷୀଗୋପାଳ,୨୯ା୫(ଡି.ଏନ୍‌.ଏ): ଚଳିତବର୍ଷ ସ୍ନାନ ଓ ରଥଯାତ୍ରା ସମୟରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ବଡଠାକୁରଙ୍କ ପହଣ୍ଡି ବିଜେ ନିମନ୍ତେ ଆବଶ୍ୟକ ବାହୁଟ ସେବା ଲାଗି ଶୁକ୍ରବାର ବଉଳବୃକ୍ଷ...

ଚତୁର୍ଥଦିନରେ ସେବା ମହାବିଦ୍ୟାଳୟ ଛାତ୍ରଙ୍କ ଧାରଣା

ବ୍ରହ୍ମପୁର ଅଫିସ,୨୦।୭: ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟ ପରିସରରେ ଥିବା ସେବା ମହାବିଦ୍ୟାଳୟ ଛାତ୍ରଙ୍କ ଧାରଣା ଶନିବାର ଚତୁର୍ଥ ଦିନରେ...

ଧାନ ବିଲ ଭ୍ରମ ସୃଷ୍ଟି କରୁଛି ସ୍ବାସ୍ଥ୍ୟକେନ୍ଦ୍ର ଛାତ

ଖଣ୍ଡପଡା,୧୦ା୮(ସ୍ବ.ପ୍ର.): ସରକାରୀ ବାସଭବନଗୁଡ଼ିକର ମରାମତି ବାବଦରେ ସରକାର ଲକ୍ଷାଧିକ ଟଙ୍କା ବ୍ୟୟ କରୁଛନ୍ତି। ମାତ୍ର ଏଠାରେ ରହୁଥିବା କର୍ମଚାରୀଙ୍କ ଦାୟିତ୍ୱ ହୀନତା ଯୋଗୁ ଏହି ବାସଭବନଗୁଡ଼ିକର...

ଷଷ୍ଠ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ: ଗ୍ରାମରକ୍ଷୀ ଅଟକ

ରଣପୁର,୧୭।୧୨(ସ୍ବ.ପ୍ର.): ଷଷ୍ଠଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରି ନୟାଗଡ ଜିଲା ରଣପୁର ଥାନା ରଘୁନାଥପୁର ଅଞ୍ଚଳର ଗ୍ରାମରକ୍ଷୀ ରମେଶ ଚନ୍ଦ୍ର ବିଶ୍ୱାଳ ଅଟକ ଅଛନ୍ତି। ମଙ୍ଗଳବାର ଛାତ୍ରୀଜଣଙ୍କ...

ବସୁନ୍ଧରା ଯୋଜନା ବାଟବନା:ଘରଡିହ ପାଏବାରୁ ବଁଚିତ୍‌ ଭୂମିହୀନ ପରିବାର

ଲାଠୋର, ୮ା୬ (ଡି.ଏନ.ଏ): ସରକାର ଭୂମିହୀନମାନକୁ ବସୁନ୍ଧରା ଯୋଜନାରେ ସାମିଲ କରି ୪ ଡିସିମିଲ ଘରଡିହ ଯୁଗେଇ ଦେଉଛନ୍‌। ହେଲେ ବିଭାଗୀୟ ଅଧ୍‌କାରୀମାନକର ଖାମଖିଆଲି ମନଭାବ...

୧୨ ବର୍ଷ ପରେ ଗିରଫ ହେଲେ ବଳାତ୍କାର ଅଭିଯୁକ୍ତ

ଗଞ୍ଜାମ,୧୪ା୧୨(ଡି.ଏନ୍‌.ଏ.): ଦୀର୍ଘ ୧୨ବର୍ଷ ହେବ ଫେରାର ଥିବା ଜନୈକ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ଗଞ୍ଜାମ ପୋଲିସ l ଅଭିଯୁକ୍ତ ଜଣଙ୍କ...

ନୟାଗଡ଼ ଜିଲା: ସଙ୍କଟରେ ଚାଷୀ ଓ ଚାଷ  

ନୟାଗଡ଼ ଅଫିସ,୧୫ା୮: କୃଷିପ୍ରଧାନ ନୟାଗଡ଼ ଜିଲାରେ ଚାଷୀ ଓ ଚାଷ ସଙ୍କଟରେ। ପ୍ରତିକାର ନ ଥିବାରୁ ଚାଷୀ ଚାଷ ପ୍ରତି ବୀତସ୍ପୃହ ହୋଇପଡୁଛି। ଏହାର ସମାଧାନ...

Advertisement
Archives

Model This Week