‘ମୋତେ ଦେଖି କୋର୍ଟ କର୍ମଚାରୀ କାନ୍ଦିଲେ’

ଓ୍ବାଶିଂଟନ,୧୩ା୪: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଏକ ଅଜବ କଥା କହି ଟ୍ରୋଲ ହୋଇଛନ୍ତି। ସେ କହିଛନ୍ତି, ଗିରଫ ହେବା ପରେ ତାଙ୍କୁ ନ୍ୟୁୟର୍କ କୋର୍ଟରେ ହାଜର କରାଯିବାବେଳେ କୋର୍ଟ କର୍ମଚାରୀମାନେ କାନ୍ଦୁଥିଲେ।

କୋର୍ଟଙ୍କ ଦ୍ୱାରା ନିର୍ଦ୍ଦୋଷ ପ୍ରମାଣିତ ହେବା ପରେ ଟ୍ରମ୍ପ ପ୍ରଥମ ଥର ପାଇଁ ଏକ ଚ୍ୟାନେଲରେ ସାକ୍ଷାତକାର ପାଇଁ ପହଞ୍ଚିଥିଲେ। ଏହି ସାକ୍ଷାତକାରରେ ଟ୍ରମ୍ପ କହିଛନ୍ତି, ମୁଁ ଯେତେବେଳେ କୋର୍ଟରେ ହାଜର ହେଲି, ସେମାନେ ମୋତେ ସାଇନ ଇନ କଲେ। ସେଠାରେ କାର୍ଯ୍ୟ କରୁଥିବା ସମସ୍ତ କର୍ମଚାରୀ କାନ୍ଦୁଥିଲେ।

ସେ କହିଛନ୍ତି, ‘ଯେଉଁମାନେ ସେଠାରେ ବୃତ୍ତିଗତ ଭାବେ କାମ କରନ୍ତି, ଯେଉଁମାନଙ୍କୁ ହତ୍ୟାକାରୀଙ୍କୁ ଦଣ୍ଡ ଦେବାରେ କୌଣସି ଅସୁବିଧା ନାହିଁ, ସେମାନେ ମୋତେ ଦେଖି ସେଠାରେ କାନ୍ଦୁଥିଲେ। ସେହି କୋର୍ଟ ଏକ କାରାଗାର ପରି, ବହୁତ କଷ୍ଟସାଧ୍ୟ ସ୍ଥାନ ଏବଂ ସେମାନେ କାନ୍ଦୁଥିଲେ। ଟ୍ରମ୍ପ କହିଛନ୍ତି, ସେମାନେ ପ୍ରକୃତରେ କାନ୍ଦୁଥିଲେ ଏବଂ ମୋତେ କ୍ଷମା ମାଗୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

ଚାଇନାକୁ ଅଲ୍ଟିମେଟମ ଦେଲା ଆମେରିକା: ଟ୍ରମ୍ପ କହିଲେ, ନଜର ପକାଇଲେ ଛାଡ଼ିବୁନି

ଓ୍ବାଶିଂଟନ୍‌,୨।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ପାନାମା କେନାଲ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ମନ୍ତବ୍ୟ ଦେଇଛନ୍ତି ଯେ, ଆମେରିକା କେବେବି…

ପଡ଼ୋଶୀ ଦେଶରେ ପେଟ୍ରୋଲ-ଡିଜେଲ ଶସ୍ତା! LPG ସିଲିଣ୍ଡର ଦାମ ୧୦୦ ଟଙ୍କା କମିଲା…

ନୂଆଦିଲ୍ଲୀ, ୨ା୭: ଜୁଲାଇ ପହିଲାରେ ଭାରତରେ ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ ପାଇଥିବା ବେଳେ, ପଡ଼ୋଶୀ ଦେଶ ନେପାଳର ଲୋକମାନଙ୍କୁ ମଧ୍ୟ ଏକ ବଡ଼ ଆଶ୍ୱସ୍ତି…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

ବିନା ବିଦ୍ୟୁତ୍‌ରେ ସମୁଦ୍ର ପାଣି ହେବ ପିଇବାଯୋଗ୍ୟ

ବେଜିଂ, ୨ା୭: ଚାଇନାର ଗବେଷକମାନେ ଏକ ଅଭିନବ ସୌରଶକ୍ତିଚାଳିତ ଜଳ ବିଶୋଧନ ପ୍ରଯୁକ୍ତି ପ୍ରସ୍ତୁତ କରିଛନ୍ତି, ଯାହା ସମୁଦ୍ରର ଲୁଣି ପାଣିକୁ ଅତି ସହଜରେ ପିଇବା ଯୋଗ୍ୟ…

୩ ପରେ ୪ର୍ଥ

ଭୁବନେଶ୍ୱର,୨।୭(ସୁନିତ୍‌ ମିଶ୍ର): ଭାଜପାର ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ଗତ ୨୫ ତାରିଖରେ ଚୌଦ୍ୱାର ଥାନାରେ ଜେଲ ଡିଜିଙ୍କ ବିରୋଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri