କାର୍ଯ୍ୟାଳୟରେ କର୍ମଚାରୀ ପିନ୍ଧିଲେ ସମ୍ବଲପୁରୀ ବସ୍ତ୍ର

କୋରାପୁଟ,୩ା୪: ରାଜ୍ୟ ସରକାରଙ୍କ ଦ୍ୱାରା ପାରମ୍ପରିକ ବସ୍ତ୍ର ପରିଧାନ ନେଇ ଘେଷଣା ପରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ପତ୍ର ସଂଖ୍ୟା ୩୬୧/୨୦୨୫ ତା ୨/୪/୨୫ରେ ଏକ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଏହି ନିର୍ଦ୍ଦେଶନାମା ଅନୁଯାୟୀ ଗୁରୁବାର ପାରମ୍ପରିକ ପୋଷାକ ପରିଧାନ ଦିବସ ଆମ ପୋଷାକ ଆମ ପରିଚୟ ଭାବରେ ପାଳନ କରାଯାଉଥିବା ବେଳେ ଏଥିନେଇ କୋରାପୁଟ ଜିଲାର ସମସ୍ତ ସରକାରୀ କାର୍ଯ୍ୟାଳୟଗୁଡ଼ିକରେ କାର୍ଯ୍ୟରତ କର୍ମଚାରୀମାନଙ୍କୁ ଓଡ଼ିଶାର ପାରମ୍ପରିକ ବସ୍ତ୍ର ଯଥା କୋଟପାଡ଼, ସମ୍ବଳପୁରୀ ରେଶମ/ଖଦି ଇତ୍ୟାଦି ପରିଧାନ କରି ନିଜ ନିଜ କାର୍ଯ୍ୟଳୟକୁ ଆସିବାକୁ ନିର୍ଦ୍ଦେଶନାମା ଜାରି କରିଥିଲେ। ଗୁରୁବାର କୋରାପୁଟ ଜିଲା ସୁଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ସମ୍ବଲପୁରୀ ପୋଷାକ ପିନ୍ଧି କାର୍ଯ୍ୟାଳୟକୁ ଆସି କାର୍ଯ୍ୟ କରୁଥିବା ଦେଖାଯାଇଛି। ଜିଲା ପ୍ରଶାସନର ନିର୍ଦ୍ଦେଶନାମା ମାନି ଜିଲାର ଅନ୍ୟ ସମସ୍ତ ସରକାରୀ କାର୍ଯ୍ୟାଳୟରେ ମଧ୍ୟ କର୍ମଚାରୀମାନେ ସମ୍ବଲପୁରୀ ଓ ଖଦଡ଼ ଆଦି ପୋଷାକମାନ ପିନ୍ଧି ରାଜ୍ୟ ସରକାରଙ୍କ ଏହି ଦିବସକୁ ସଫଳ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ସଂଘବଦ୍ଧ ଆକ୍ରମଣ: ପୁଅଙ୍କୁ ବଞ୍ଚାଇବାକୁ ଯାଇ ବାପା-ମା’ ଆହତ, ଗୁରୁତର… 

ଦିଗପହଣ୍ଡି,୨୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମରେ ବ୍ୟବସାୟିକ ଶତ୍ରୁତାକୁ ନେଇ ଗୋଟିଏ ପରିବାରର ବାପ,ମା ଓ ପୁଅଙ୍କୁ...

ଆଗକୁ ପଞ୍ଚାୟତ ନିର୍ବାଚନ: ସାଙ୍ଗଠନିକ ବୈଠକରେ ବାଜିଲା ଭାଜପାର ବିଗୁଲ… 

କୋରାପୁଟ,୨୦।୧(ଅମିତାଭ ବେହେରା): ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ କୋରାପୁଟରେ ଭାଜପାର ସାଙ୍ଗଠନିକ  ଭିତ୍ତିଭୂମିକୁ  ଅଧିକ ସୁଦୃଢ କରିବା ଲକ୍ଷ୍ୟରେ ମଙ୍ଗଳବାର ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ...

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri