ବ୍ୟାଙ୍କରୁ ଟଙ୍କା ଚୋରି କରି କର୍ମଚାରୀ ବହିଷ୍କୃତ

ପୁରୀ ଅଫିସ,୧୧।୯: ପୁରୀ ଅର୍ବାନ କୋଅପରେଟିଭ ବ୍ୟାଙ୍କର ମାର୍କେଟ ଛକସ୍ଥିତ ଶାଖା କାର୍ଯ୍ୟାଳୟ ଲକରରୁ ୪୩ ହଜାର ଟଙ୍କା ଚୋରି ଅଭିଯୋଗ ହୋଇଛି। ଖୋଳତାଡ଼ ପରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ଏହି ଟଙ୍କା ନେଇଥିବା ଜଣାପଡ଼ିବା ପରେ ତାଙ୍କୁ ଚାକିରିରୁ ବହିଷ୍କୃତ କରାଯାଇଛି। ଏହି ବ୍ୟାଙ୍କର ଏକ ଲକରରୁ ୧୦ ଟଙ୍କିଆ କଏନର ୪୩ ହଜାର ଟଙ୍କା ଚୋରି ହୋଇଯାଇଥିବା ବୁଧବାର ଜଣାପଡିଥିଲା। ଏ ନେଇ ବ୍ୟାଙ୍କର ସଭାପତି ଦାୟିତ୍ୱରେ ଥିବା ଅତିରିକ୍ତ ଜିଲାପାଳଙ୍କୁ ଅବଗତ କରାଯାଇଥିଲା। ଅତିରିକ୍ତ ଜିଲାପାଳ ମୁଖ୍ୟ ଶାଖାର ସମ୍ପାଦକଙ୍କୁ ଏହାର ତଦନ୍ତ କରି ଜଣାଇବା ସହ ନିଜେ ମଧ୍ୟ ଅନୁଧ୍ୟାନ କରିଥିଲେ। ତଦନ୍ତ ବେଳେ ବ୍ୟାଙ୍କର ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ଲକର ଚାବି ପାଇ ସେଥିରୁ ଟଙ୍କା ନେଇଥିବା ଜଣାପଡିଥିଲା। ଉକ୍ତ କର୍ମଚାରୀ ଟଙ୍କା ଫେରାଇ ଥିବାବେଳେ ତାଙ୍କୁ ଚାକିରିରୁ ବହିଷ୍କାର କରାଯାଇଥିବା ଅତିରିକ୍ତ ଜିଲାପାଳ ପ୍ରଦୀପ ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ପୋଲିସ -ଗ୍ରାମବାସୀ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ମୋହନା ପୋଲିସ ପକ୍ଷରୁ ନୂତନ ଜଳଛତ୍ର ଉଦଘାଟନ: ସଚେତନ ବାର୍ତ୍ତା ଦେଲେ ଥାନା ଅଧିକାରୀ

ମୋହନା,୭।୪: ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲା ମୋହନା ଥାନା ପକ୍ଷରୁ ଆଜି ନୂତନ ଜଳଛତ୍ର ଖୋଲାଯାଇଛି। ଏହି…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri