ଗୁଗଲ ମୁଖ୍ୟଙ୍କୁ ଚିଠି ଲେଖିଲେ କର୍ମଚାରୀ…

ୱାଶିଂଟନ,୨୦ ।୩: ଗୁଗଲର ପ୍ୟାରେଣ୍ଟ କମ୍ପାନୀ ଅଲଫାବେଟର ସିଇଓ ସୁନ୍ଦର ପିଚାଇଙ୍କୁ କମ୍ପାନୀର ୧,୪୦୦ କର୍ମଚାରୀ ଖୋଲା ପତ୍ର ଲେଖିଛନ୍ତି । ଏଥିରେ ସେମାନେ ଲେଖିଛନ୍ତି, ‘ଖରାପ ହୁଅନ୍ତୁ ନାହିଁ’ । ଏହି କର୍ମଚାରୀମାନେ କମ୍ପାନୀରୁ ସେମାନଙ୍କ ସହଯୋଗୀଙ୍କ ଛଟେଇକୁ ନେଇ ନାରାଜ ହୋଇଯାଇଛନ୍ତି । ପତ୍ରରେ ପିଚାଇଙ୍କୁ ସେମାନେ କିଛି ଉପାୟ ମଧ୍ୟ କହିଛନ୍ତି, ଯେଉଁଥିରେ ଛଟେଇକୁ କମ କରାଯାଇ ପାରିବ । ଏହାସହ କିଛି ଦାବି ବି ରଖିଛନ୍ତି ଯାହା ଉପରେ ସର୍ବସାଧାରଣ ପ୍ରତିଶ୍ରୁତି ଦେବାକୁ କହିଛନ୍ତି ।

ସୂଚନାଯୋଗ୍ୟ, ପିଚାଇ ଜାନୁୟାରୀ ୨୦ରେ କର୍ମଚାରୀଙ୍କୁ ଇମେଲ ପଠାଇ ୧୨ ହଜାର ଚାକିରି ଶେଷ କରିବାକୁ ସୂଚନା ଦେଇଥିଲେ । ଏଭଳି ନିର୍ଣ୍ଣୟ ପାଇଁ ସେ ନିଜକୁ ଦାୟୀ କରିଥିଲେ । ଏହାପରେ କେତେଜଣ ଗୁଗଲ କର୍ମଚାରୀ ମୋନଙ୍କ ପରିସ୍ଥିତିକୁ ନେଇ ପ୍ରେସ ଓ ସୋସିଆଲ ମିଡିଆରେ ସୂଚନା ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ଭୁଲ୍‌ ତଥ୍ୟ

ଭଦ୍ରକ,୨୮।୧୨(ସନାତନ ରାଉତ): ୨୦୧୩ ମସିହାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ମୁଦ୍ରିତ ଓ ପ୍ରକାଶିତ ୧୦ମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ...

ସରକାରଙ୍କ ବଡ଼ ଘୋଷଣା, ଅନ୍‌ଲାଇନରେ ହେବନି…

କଟକ,୨୮।୧୨(କାର୍ତ୍ତିକ ସାହୁ): ଏଣିକି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ମୋଟରଯାନ ନିୟମ ଉଲ୍ଲଂଘନରେ ଜାରି ହୋଇଥିବା ଇ-ଚାଲାଣ ବାବଦରେ ନଗଦ ଅର୍ଥ ଅଫ୍‌ଲାଇନରେ ଗ୍ରହଣ କରାଯିବ।...

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri