ଗୁଗଲ ମୁଖ୍ୟଙ୍କୁ ଚିଠି ଲେଖିଲେ କର୍ମଚାରୀ…

ୱାଶିଂଟନ,୨୦ ।୩: ଗୁଗଲର ପ୍ୟାରେଣ୍ଟ କମ୍ପାନୀ ଅଲଫାବେଟର ସିଇଓ ସୁନ୍ଦର ପିଚାଇଙ୍କୁ କମ୍ପାନୀର ୧,୪୦୦ କର୍ମଚାରୀ ଖୋଲା ପତ୍ର ଲେଖିଛନ୍ତି । ଏଥିରେ ସେମାନେ ଲେଖିଛନ୍ତି, ‘ଖରାପ ହୁଅନ୍ତୁ ନାହିଁ’ । ଏହି କର୍ମଚାରୀମାନେ କମ୍ପାନୀରୁ ସେମାନଙ୍କ ସହଯୋଗୀଙ୍କ ଛଟେଇକୁ ନେଇ ନାରାଜ ହୋଇଯାଇଛନ୍ତି । ପତ୍ରରେ ପିଚାଇଙ୍କୁ ସେମାନେ କିଛି ଉପାୟ ମଧ୍ୟ କହିଛନ୍ତି, ଯେଉଁଥିରେ ଛଟେଇକୁ କମ କରାଯାଇ ପାରିବ । ଏହାସହ କିଛି ଦାବି ବି ରଖିଛନ୍ତି ଯାହା ଉପରେ ସର୍ବସାଧାରଣ ପ୍ରତିଶ୍ରୁତି ଦେବାକୁ କହିଛନ୍ତି ।

ସୂଚନାଯୋଗ୍ୟ, ପିଚାଇ ଜାନୁୟାରୀ ୨୦ରେ କର୍ମଚାରୀଙ୍କୁ ଇମେଲ ପଠାଇ ୧୨ ହଜାର ଚାକିରି ଶେଷ କରିବାକୁ ସୂଚନା ଦେଇଥିଲେ । ଏଭଳି ନିର୍ଣ୍ଣୟ ପାଇଁ ସେ ନିଜକୁ ଦାୟୀ କରିଥିଲେ । ଏହାପରେ କେତେଜଣ ଗୁଗଲ କର୍ମଚାରୀ ମୋନଙ୍କ ପରିସ୍ଥିତିକୁ ନେଇ ପ୍ରେସ ଓ ସୋସିଆଲ ମିଡିଆରେ ସୂଚନା ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ମଝି ଚିଲିକାରେ ଦୋହଲିଲା ଯାତ୍ରୀବାହୀ ଲଞ୍ଚ୍‌: ହୋହଲ୍ଲା ପରେ…

କୃଷ୍ଣପ୍ରସାଦ,୯।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ଜିଲା ବାଲୁଗାଁଠାରୁ ପୁରୀ ଜିଲା କୃଷ୍ଣପ୍ରସାଦ ଗଡ଼ ଯାଏ ଓଡିଶା ବନ୍ଦର ଅନ୍ତରଦେଶୀୟ ଜଳପଥ ପରିବହନ ବିଭାଗ ତରଫରୁ ପ୍ରତିଦିନ ଯାତ୍ରୀବାହୀ ଲଞ୍ଚ…

ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ: ଉଭୟ ପକ୍ଷ ମଧ୍ୟରେ ମାଡ଼ ପିଟ

ମହାକାଳପଡ଼ା,୯ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ କଣ୍ଡରାପାଟିଆ ଗ୍ରାମର ୭୭ ପରିବାର ଦୀର୍ଘ ବର୍ଷ ଧରି ୧୭୦ ଏକର ସରକାରୀ…

ଇରାନ ଉପରେ ଆମେରିକାର ଜୋରଦାର ଆକ୍ରମଣ: ଚାରିଆଡ଼େ ଧୂଆଁଧୂଆଁ

ଓ୍ବାଶିଂଟନ୍‌,୯।୭: ପଶ୍ଚିମ ଏସିଆରେ ଉତ୍ତେଜନା ପୁଣି ଥରେ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ଆମେରିକା ଇରାନ ଉପରେ ଘନ ଘନ ଆକ୍ରମଣ କରୁଛି। ଦକ୍ଷିଣପୂର୍ବ ଇରାନର ଇରାନଶାହରରେ ଅବସ୍ଥିତ…

ଏସ.ଆଇ.ଆର୍‌ ନେଇ ସଚେତନ ହେବା ଜରୁରୀ: ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ-ଚିତ୍ରାଙ୍କନ ପ୍ରତିଯୋଗିତା

ଭଞ୍ଜନଗର,୯।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ.ଆଇ.ଆର୍‌ ୨୦୨୬ ଉପରେ ଅଧିକରୁ ଅଧିକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଏହାଦ୍ୱାରା ଲୋକେ ଭୋଟର ତାଲିକା ଉପରେ…

ପଥର ଚିପ୍ସ ବୋଝେଇ ହାଇୱା ଉପରକୁ ଗୁଳିମାଡ଼: ଜୀବନ ରକ୍ଷା ଭୟରେ ଡ୍ରାଇଭର୍‌…

କୁତ୍ରା,୯।୭(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ଥାନା ଅନ୍ତର୍ଗତ ଲିଟିବେଡ଼ା ଜଙ୍ଗଲ ନିକଟରେ ଆଜି ଭୋର ପ୍ରାୟ ୩ ଟା ୨୦ ମିନିଟ ସମୟରେ ଗୁଳିମାଡ଼ ହୋଇଥିବା…

ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା: ୩୦ରୁ ୪୦ କିମି ବେଗରେ ବହିବ ପଦନ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୯ା୭(ସୌମ୍ୟରଞ୍ଜନ ରାଉତ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ବର୍ତ୍ତମାନ ସଦୃଶ ଲଘୁଚାପ…

ଠିକା କର୍ମଚାରୀ ହେବେ ନିୟମିତ: ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର, ୯ା୭ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଦୀର୍ଘବର୍ଷ ଧରି କାର୍ଯ୍ୟରତ ଠିକା କର୍ମଚାରୀଙ୍କୁ ନିୟମିତ କରିବା ପାଇଁ ଦାବିହୋଇ ଆସୁଥିବାବେଳେ ଏହାକୁ ସରକାର ଗୁରୁତ୍ୱର…

ସକାଳୁ ସକାଳୁ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ: କୋଲକାତାର ଯୁବକଙ୍କୁ ଅଟକ ରଖିଲା ପୋଲିସ

ପୁରୀ, ୯।୭(ଅଜିତ୍‌ କୁମାର ମହାନ୍ତି): ପୁଣି ଶ୍ରୀମନ୍ଦିରେ ଉପରେ ଉଡିଲା ଡ୍ରୋନ। ଗୁରୁବାର ସକାଳ ପ୍ରାୟ ୫:୩୦ ମିନିଟ ସମୟରେ ଶ୍ରୀମନ୍ଦିର ପରିସରରେ ଏକ ଡ୍ରୋନ ଉଡ଼ୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri