ଭୁବନେଶ୍ୱର,୨୩।୯: ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ମସାଇ ସ୍କୁଲ ସମଗ୍ର ଭାରତ ବର୍ଷରେ ଏକ ନୂଆ ସମ୍ଭାବନା ସୃଷ୍ଟି କରିଛି। ଏପରିକି ଖୁବ୍ କମ୍ ଦିନ ମଧ୍ୟରେ ସ୍କୁଲ ୫୦୦୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କୁ ପ୍ରଯୁକ୍ତି ସହାୟତାରେ ସଶକ୍ତୀକରଣ କରାଇବା ସହିତ ଲକ୍ଷାଧିକ ଛାତ୍ରୀଛାତ୍ରଙ୍କ ସ୍ବପ୍ନକୁ ବାସ୍ତବ ରୂପ ଦେବାରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିପାରିଛି। ସେହିଭଳି ୧୦୦ରୁ ଅଧିକ ଦଳଙ୍କୁ ପ୍ରଶିକ୍ଷିତ କରିବା ସହିତ ବିଭିନ୍ନ ସ୍ତରରେ ନିୟୋଜିତ କରିପାରିଛି। ବର୍ତ୍ତମାନ ୬୦୦୦ରୁ ଊର୍ଦ୍ଧ୍ୱ ପିଲା (ଛାତ୍ରୀଛାତ୍ର) ନାମ ଲେଖା ପାଇଁ କୃତକାର୍ଯ୍ୟ ହାଇପାରିଛନ୍ତି। ଏ ସମ୍ପର୍କରେ ମସାଇ ସ୍କୁଲର ସହ-ପ୍ରତିଷ୍ଠାତା ତଥା ସିଇଓ ପ୍ରତୀକ୍ ଶୁକ୍ଳା କହିଛନ୍ତି, ଆମେ କେବଳ ଛାତ୍ରୀଛାତ୍ରମାନଙ୍କୁ ଉପଯୁକ୍ତ ପ୍ଲାଟଫର୍ମ ଯୋଗାଇ ଦେଇଥାଉ। ଫଳରେ ସେମାନେ ତାଙ୍କର ଦକ୍ଷତା ଓ କୌଶଳ ପ୍ରଦର୍ଶନ କରିଥାନ୍ତି। ଏପରିକି ଯୋଜନାକୁ ରୂପରେଖ ଦେବା ସହିତ ଶିଳ୍ପ କ୍ଷେତ୍ରରେ ରହିଥିବା ଅନେକ ପ୍ରମୁଖ ପ୍ରତିଷ୍ଠାନ ସହିତ ହାତ ମିଳାଇ ମସାଇ ସ୍କୁଲ ସହଭାଗିତାର ବିକାଶକୁ ଆଗକୁ ନେଇପାରିଛି। ସେଥିମଧ୍ୟରେ ଆଇଆଇଟି ଗୁଆହାଟୀ, ଆଇଆଇଟି ମଣ୍ଡି ଏବଂ ଆଇଆଇଟି ରୋପାର ସମେତ ନ୍ୟାଶନାଲ ସ୍କ୍ରିଲ ଡେଭଲପମେଣ୍ଟ କର୍ପୋରେଶନ (ଏନଏସଡିସି) ଭଳି ଶିକ୍ଷାନୁଷ୍ଠାନ ସାମିଲ ରହିଛି, ଯାହାକୁ ସାଙ୍ଗରେ ନେଇ ରହିଥିବା ବାଧାକୁ ଦୂର କରି ମସାଇ ସ୍କୁଲ ଅସମ୍ଭବକୁ ସମ୍ଭବରେ ପରିଣତ କରିପାରିଛି।
ବଦଳିଲେ ଓଡ଼ିଶାର ରାଜ୍ୟପାଳ: ହରିବାବୁ କମ୍ଭମପାଟିଙ୍କ ସ୍ଥାନ ନେଲେ…
ଭୁବନେଶ୍ୱର,୧୨।୧୦: ରାଜ୍ୟପାଳ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଓଡ଼ିଶା ସମେତ ୬ଟି ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦିଆଯାଇଛି। ଏହି ଅଦଳବଦଳରେ ବର୍ତ୍ତମାନର…
ଜଙ୍ଗଲକୁ କାଠ ପାଇଁ ଯାଉଥିଲେ ସୁଲୋଚନା, ନଦୀ ପାର୍ ହେବା ସମୟରେ ଘଟିଲା…
ମୋହନା.,୧୨।୧୦(ମନ୍ମଥ ମିଶ୍ର): ନଦୀ ପାର ହେବା ସମୟରେ ଭାସି ଯାଇ ମହିଳାଙ୍କ ମୃତ୍ୟୁ ଘଟିଛି l ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ରା…
ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ
ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ…
ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ
ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ…
ଇନ୍ଷ୍ଟାଗ୍ରାମରୁ ପ୍ରେମ, ପରେ ପ୍ରତାରଣା ଦେଲେ କହ୍ନେଇ: ବିଧବାଙ୍କୁ ବଳାତ୍କାର ପରେ…
ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ. ନୂଆଗାଁ ଥାନା ପୋଲିସ କହ୍ନେଇ ମହାନ୍ତି(୨୬) ନାମକ ଜଣେ ଯୁବକଙ୍କୁ ବଳାତ୍କାର ଓ ଠକେଇ ମାମଲାରେ ଗିରଫ କରି…
୧୫୦ ବର୍ଷ ଟେଷ୍ଟ କ୍ରିକେଟ୍ ଇତିହାସରେ ଦ୍ୱିତୀୟଥର ଘଟିଲା ଏହି ଘଟଣା: ବିରଳ ରେକର୍ଡ କଲେ ଏହି ବ୍ୟାଟ୍ସମ୍ୟାନ୍
ଡର୍ବାନ,୧୨।୧୦:ଟେଷ୍ଟ କ୍ରିକେଟ୍ରେ ବେଳେବେଳେ ଏପରି କିଛି ବିରଳ ରେକର୍ଡ ଦେଖିବାକୁ ମିଳେ, ଯାହା କ୍ରିକେଟ୍ପ୍ରେମୀଙ୍କୁ ଆଶ୍ଚର୍ଯ୍ୟ କରିଦିଏ। ଅଷ୍ଟ୍ରେଲିଆ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଡର୍ବାନର କିଙ୍ଗ୍ସମିଡ…
ମାତ୍ର ୩୫ ପଇସାରେ ୧୦ ଲକ୍ଷର ବୀମା କଭର୍! କାହାକୁ ମିଳିବ ଏହି ଲାଭ, ଜାଣନ୍ତୁ ରେଳବାଇର ନିୟମ
ନୂଆଦିଲ୍ଲୀ, ୧୨।୧୦: ଯଦି ଆପଣ ନିୟମିତ ଟ୍ରେନରେ ଯାତ୍ରା କରୁଛନ୍ତି ଏବଂ ଅନଲାଇନରେ ଟିକେଟ ବୁକ କରୁଛନ୍ତି, ତେବେ ଟିକେଟ ବୁକିଂ ସମୟରେ ମିଳୁଥିବା ରେଳ ଯାତ୍ରା…
ମୁହଁତୋଡ ଜବାବ ଦେଲେ କ୍ୟାଟ୍ରିନା: କହୁ କହୁ କହିଦେଲେ…
ପୁଣି ଚର୍ଚ୍ଚାରେ ବଲିଉଡ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍। ଓଜନ ବୃଦ୍ଧିକୁ ନେଇ ସୋସିଆଲ ମିଡିଆରେ ଟ୍ରୋଲ ହେବାପରେ ଏବେ ସେ ନିଜ ଷ୍ଟାଇଲିସ ଲୁକକୁ ନେଇ ସାଉଁଟିଛନ୍ତି…

