Posted inଜାତୀୟ

ବଡଗାମରେ ଏନକାଉଣ୍ଟର ଜାରି, ସୁରକ୍ଷାକର୍ମୀ ରାହୁଲ ଭଟ୍ଟ-ଅମରିନ ଭଟ୍ଟଙ୍କ ହତ୍ୟାକାରୀ ସମେତ ୩ ଜଣଙ୍କ ଉପରେ ନଜର

ଜମ୍ମୁ,୧୦ ।୮: ଜମ୍ମୁ-କଶ୍ମୀରର ବଡଗାମରେ ବୁଧବାର ସକାଳୁ ସୁରକ୍ଷା କର୍ମୀ ପ୍ରବନ୍ଧିତ ଆତଙ୍କବାଦୀ ସଙ୍ଗଠନ ଦ ରେଜିଷ୍ଟେନ୍ସ ଫ୍ରଣ୍ଟ/ଲସ୍କର-ଏ-ତୋଏବାର ଆତଙ୍କବାଦୀଙ୍କୁ ଘେରି ରହିଛନ୍ତି । ଜମ୍ମୁ-କଶ୍ମୀର ପୋଲିସ କହିଛି ରାହୁଲ ଭଟ୍ଟ ଓ ଅମରିନ ଭଟ୍ଟ ସମେତ କେତେଜଣ ସାଧାରଣ ନାଗରକଙ୍କ ହତ୍ୟାରେ ସାମିଲ ଆତଙ୍କବାଦୀ ଲତିଫ ରାଥର ବି ଫସି ରହିଛନ୍ତି ।
ନ୍ୟୁଜ ଏଜେନ୍ସି ଏଏନଆଇର ସୂଚନା ଅନୁଯାୟୀ, କଶ୍ମୀର ଜୋନ ପୋଲିସ ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ(ଏଡିଜିପି) କଶ୍ମୀରଙ୍କ ପକ୍ଷରୁ ଏକ ଟୁଇଟରେ କୁହାଯାଇଛି, ଆତଙ୍କବାଦୀ ଲତିଫ ରାଥର ସମେତ ଆତଙ୍କବାଦୀ ସଙ୍ଗଠନ ଲସ୍କରର ୩ ଆତଙ୍କବାଦୀ ଘେରାବନ୍ଦୀରେ ଫସି ଯାଇଛନ୍ତି । ଆତଙ୍କବାଦୀ ଲତିଫ ରାହୁଲ ଭଟ୍ଟ ଓ ଅମରିନ ଭଟ୍ଟ ସମେତ କେତେଜଣ ସାଧାରଣ ନାଗରିକଙ୍କ ହତ୍ୟାରେ ସାମିଲ ଅଛନ୍ତି ।
କଶ୍ମୀର ଜୋନ ପୋଲିସ ଏକ ଟୁଇଟରେ କହିଛି, ବଡଗାମର ୱାଟରହେଲ ଅଞ୍ଚଳରେ ଏନକାଣ୍ଟର ଆରମ୍ଭ ହୋଇଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ବିନୟ ଦାସ ଦିଲ୍ଲୀର ଓ୍ବାଜିରପୁରରେ ରହୁଥିବା ପ୍ରବାସୀ ଶ୍ରମିକଙ୍କ ପିଲାଙ୍କୁ ମାଗଣାରେ ପଢ଼ାଉଛନ୍ତି। ସେ ୨୦୧୩ରେ ପ୍ରଥମେ ତାଙ୍କ ପଡ଼ିଶା ଘର ପିଲାଙ୍କୁ ପଢ଼ାଇବା ଆରମ୍ଭ କରିଥିଲେ।…

ସୈନିକଙ୍କୁ ଟେଷ୍ଟୋଷ୍ଟେରୋନ୍‌ ଚିକିତ୍ସା

ଦୀର୍ଘଦିନ ହେଲା ଚାଲିଆସିଛି ଆମେରିକା-ଇରାନ ଯୁଦ୍ଧ। ଏଥିପାଇଁ ବିଦେଶ ଭୂଇଁରେ ଥିବା ଆମେରିକୀୟ ସୈନ୍ୟମାନଙ୍କ ମଧ୍ୟରୁ ଅନେକଙ୍କଠାରେ ସୃଷ୍ଟି ହେଉଛି ମାନସିକ ଚାପ। ଏକଥା ଅନୁଭବ କରି…

ଛାତ୍ର ଆନ୍ଦୋଳନ ଓ ପୋଲିସ କାର୍ଯ୍ୟାନୁଷ୍ଠାନ

ସ୍ବାଧୀନତା ପରେ ବିଭିନ୍ନ ସ୍ଥାନୀୟ ଓ ଜାତୀୟ ସମସ୍ୟା ପାଇଁ ଛାତ୍ରମାନେ ଅଣ୍ଟା ଭିଡ଼ିଛନ୍ତି ଏବଂ ପୋଲିସ କାର୍ଯ୍ୟାନୁଷ୍ଠାନର ଶିକାର ହୋଇଛନ୍ତି। ୧୯୬୩ ମସିହାରେ ତତ୍କାଳୀନ କେନ୍ଦ୍ର…

ମୁଣ୍ଡବିନ୍ଧା କରୁଛି ନ୍ୟାୟିକ ମାମଲା, ଆଇନ ବିଭାଗର ସହାୟତା ଲୋଡ଼ିଲା ପୂର୍ତ୍ତ ବିଭାଗ

ଭୁବନେଶ୍ୱର,୧୨ା୧୦(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପ୍ରତ୍ୟେକ ବିଭାଗରେ ନ୍ୟାୟିକ ମାମଲାର ସୁପରିଚାଳନା କରିବାପାଇଁ ସ୍ବତନ୍ତ୍ର ଲିଗାଲ ସେଲ୍‌ ରହିଛି। ହେଲେ ବିଭିନ୍ନ ସମୟରେ ଦାୟିତ୍ୱସମ୍ପନ୍ନ ଅଧିକାରୀମାନେ ଠିକଣା…

ସୋମବାର ବନ୍ଦ ରହିବ ବ୍ୟାଙ୍କ? ଜାଣନ୍ତୁ RBIର ଛୁଟିଦିନ ସମ୍ବନ୍ଧୀୟ ଅପଡେଟ

ନୂଆଦିଲ୍ଲୀ,୧୨।୧୦: ଯଦି ଆପଣ ସୋମବାର, ୧୨ ଅକ୍ଟୋବର ୨୦୨୬ ଦିନ କୌଣସି ଜରୁରୀ ବ୍ୟାଙ୍କ ସମ୍ବନ୍ଧୀୟ କାର୍ଯ୍ୟ କରିବାକୁ ଯୋଜନା କରୁଛନ୍ତି, ତେବେ ଘରୁ ବାହାରିବା ପୂର୍ବରୁ…

ଭାରତରେ ପ୍ରତି ୫ ଜଣରେ ଜଣେ ଝିଅ କରୁଛନ୍ତି ବାଲ୍ୟବିବାହ, ଜାତିସଂଘ ଓ ବିଶେଷଜ୍ଞଙ୍କ ଉଦ୍‌ବେଗ

ନୂଆଦିଲ୍ଲୀ,୧୨ା୧୦(ପି.ଟି.): ୨୦୩୦ ମସିହା ସୁଦ୍ଧା ବିଶ୍ୱରୁ ବାଲ୍ୟବିବାହ ସମ୍ପୂର୍ଣ୍ଣ ନିର୍ମୂଳ କରିବା ପାଇଁ ଜାତିସଂଘ ପକ୍ଷରୁ ଲକ୍ଷ୍ୟଧାର୍ଯ୍ୟ କରାଯାଇଥିବାବେଳେ ବିଶ୍ୱର ମୋଟ ବାଲ୍ୟବିବାହର ଏକ-ତୃତୀୟାଂଶ ଭାରତରେ ସଂଘଟିତ…

ସଞ୍ଜୁଙ୍କ ସ୍ଥାନ ନେବେ କି ବୈଭବ? ଚତୁର୍ଥ T20 ପୂର୍ବରୁ ଆସିଲା ବଡ଼ ଅପଡେଟ୍

ନୂଆଦିଲ୍ଲୀ,୧୨ା୧୦: ଇନ୍ଦୋରରେ ଖେଳାଯାଇଥିବା ତୃତୀୟ ଟି-୨୦ ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ୍‌କୁ ହରାଇ ଭାରତୀୟ ଦଳ ସିରିଜ୍‌ରେ ୨-୧ରେ ଆଗୁଆ ହୋଇଛି । ତେବେ ଦଳର ଓପନିଂ ଯୋଡ଼ିକୁ ନେଇ…

ଜେଜେମା’ଙ୍କ ମୃତ୍ୟୁ ପରେ ଭାଇ ସହ କଥା ହେବାକୁ ଫୋନ୍‌ ଦେଇ ନ ଥିଲା ପୋଲିସ: ଦୀପ୍‌କେ

ନୂଆଦିଲ୍ଲୀ,୧୨ା୧୦: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ନେତୃତ୍ୱରେ ଶନିବାର ନୂଆଦିଲ୍ଲୀର ବିକ୍ଷୋଭ ପୂର୍ବରୁ ଏହାର ନେତା ଅଭିଜିତ୍‌ ଦୀପ୍‌କେଙ୍କୁ ପୋଲିସ ଅଟକ ରଖିଥିଲା। ସେହି ସମୟରେ ଦୀପ୍‌କେଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?