Posted inଜାତୀୟ

ଟଳିପଡିଲେ ୨ ଆତଙ୍କବାଦୀ

ଶ୍ରୀନଗର,୨୪।୪: ପୁଲୱାମାର ପାହୁ ଅଞ୍ଚଳରେ ରବିବାର ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ଏଥିରେ ଦୁଇଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଅନ୍ୟ ଆତଙ୍କବାଦୀଙ୍କ ସନ୍ଧାନ ଚାଲିଛି। ସୁରକ୍ଷା ବାହିନୀ ସେମାନଙ୍କୁ ଘେରି ରହିଛନ୍ତି। ଉଭୟ ପାର୍ଶ୍ୱରୁ ଗୁଳି ବିନିମୟ ଜାରି ରହିଛି। ସୁରକ୍ଷା ବାହିନୀ ଆତଙ୍କବାଦୀଙ୍କୁ ସତର୍କତାର ସହ ଜବାବ ଦେଉଛନ୍ତି। କଶ୍ମୀର ଆଇଜିପି ବିଜୟ କୁମାର କହିଛନ୍ତି, ପୁଲୱାମାରେ ତିନି ଜଣ ଲଶ୍କର-ଇ-ତୋଇବା ଆତଙ୍କବାଦୀ ଲୁଚି ରହିଥିବା ସୂଚନା ପରେ ଏହି ଅପରେସନ ଆରମ୍ଭ କରାଯାଇଛି।
ଏହାପୂର୍ବରୁ ଶନିବାର ସାରେ ଦକ୍ଷିଣ କଶ୍ମୀରର କୁଲଗାମରେ ହୋଇଥିବା ଏକ ଏନକାଉଣ୍ଟରରେ ଆତଙ୍କବାଦୀ ସଂଗଠନ ଜୈଶ-ଏ-ମହମ୍ମଦର ୨ ଆତଙ୍କବାଦୀ ନିହତ ହୋଇଥିଲେ। ତିନି ଦିନ ମଧ୍ୟରେ ଉପତ୍ୟକାରେ ଦୁଇଟି ପୃଥକ ଗୁଳିବିନିମୟରେ ସୁରକ୍ଷା ବାହିନୀ ୬ ଜଣ ଆତଙ୍କବାଦୀଙ୍କୁ ଟଳି ପଡିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇମରଜେନ୍ସି ଲାଇଟ୍‌ ଭିତରେ ସୁନାଇଟା ଚୋରା ଚାଲାଣ

ଜୟପୁର, ୪।୭: ରାଜସ୍ଥାନର ଜୟପୁରରେ ଏକ ବଡ଼ ଧରଣର ସୁନାଇଟା କାରବାର ଧରା ପଡ଼ିଛି। ୩୧.୯୯ କିଲୋଗ୍ରାମ୍‌ର ସୁନାଇଟା ଚୋରା ଚାଲାଣ ହେଉଥିବାବେଳେ କଷ୍ଟମ ଅଫିସର...

ଅଶ୍ୱିନୀଙ୍କୁ ରେଳ ଓ ଆଇଟି

ନୂଆଦିଲ୍ଲୀ,୭।୭: ବୁଧବାର କେନ୍ଦ୍ର ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ୪୩ ଜଣ ମନ୍ତ୍ରୀ ଶପଥ ଗ୍ରହଣ କରିଛନ୍ତି। ଏଥିରେ ଓଡ଼ିଶାର ଭାଜପା ନେତା...

ବିବାହ କରି ସାରିଛି, ତେଣୁ ରାଗୁ ନାହିଁ: ଖାର୍ଗେଙ୍କୁ ଧନକରଙ୍କ ମଜାଳିଆ ଜବାବ…

ନୂଆଦିଲ୍ଲୀ,୩।୮ : ମଣିପୁର ହିଂସା ପ୍ରସଙ୍ଗରେ ସଂସଦରେ ହଟ୍ଟଗୋଳ ଥମିବାର ନାମ ନେଉ ନାହିଁ। ବିରୋଧୀ ଧାରା ୨୬୭ ଅଧୀନରେ ଲଗାତାର ଆଲୋଚନା ପାଇଁ ଦାବି...

ଡ୍ୟାନ୍ସ ଭିଡିଓ ଶେୟାର କରି ପ୍ରିୟଙ୍କାଙ୍କୁ ଟାର୍ଗେଟ କଲେ ଅମିତ ମାଳବିୟ, ଜନତା ଶେୟାର କଲେ ସିନ୍ଧିଆଙ୍କ ଫଟୋ

ନୂଆଦିଲ୍ଲୀ,୧୧ ।୧୨: ଦେଶର ପ୍ରଥମ ସିଡିଏସ୍ ବିପିନ ରାୱତ ଓ ତାଙ୍କ ପତ୍ନୀ ମଧୁଲିକା ରାୱତଙ୍କ ସମେତ ୧୩ ଜଣଙ୍କର ହେଲିକପ୍ଟର ଦୁର୍ଘଟଣା ଜନିତ ମୃତ୍ୟୁ...

କର୍ନାଟକରେ ସୋମବାରଠୁ ଖୋଲିବ ସ୍କୁଲ

ବେଙ୍ଗାଲୁରୁ,୧୦।୨: କର୍ନାଟକରେ ହିଜାବ ପିନ୍ଧିବାକୁ ନେଇ ସ୍କୁଲ, କଲେଜ ବନ୍ଦ କରାଯାଇଥିଲା। ଗୁରୁବାର ରାଜ୍ୟ ସରକାର ନବମ ଓ ଦଶମ ଶ୍ରେଣୀ ପାଇଁ ସୋମବାରଠାରୁ ସ୍କୁଲ...

ତାଜମହଲକୁ ୨ କୋଟିର ପାଣି ଟିକସ ନୋଟିସ

ଆଗ୍ରା,୨୧।୧୨: ବିଶ୍ୱପ୍ରସିଦ୍ଧ କୀର୍ତ୍ତିରାଜି ତାଜମହଲକୁ ପାଖାପାଖି ୨ କୋଟି ଟଙ୍କାର ପାଣି ବିଲ୍‌ ସହ ୧.୫ ଲକ୍ଷ ଟଙ୍କା ଖଜଣା ଏବଂ ୫ କୋଟି ଟଙ୍କା...

କରୋନା ମହାମାରୀ ମଧ୍ୟରେ ଆରମ୍ଭ ହେଲା ବିଘ୍ନବିନାଶକଙ୍କ ଆରାଧନା, ମୁମ୍ବାଇ ପେଣ୍ଡାଲରେ ଦର୍ଶନ ମନା

ମୁମ୍ବାଇ,୧୦ ।୯: କରୋନା ମହାମାରୀ ମଧ୍ୟରେ ସମସ୍ତ ବିଘ୍ନବିନାଶକାରୀ ବିନାୟକଙ୍କ ପୂଜା ଆରମ୍ଭ ହୋଇଛି । ଭାଦ୍ରବ ମାସ ଶୁକ୍ଳପକ୍ଷ ଚତୁର୍ଥୀ ତିଥିରେ ଗଣେଶଙ୍କ ପୂଜାକୁ...

ମନୋଜ ତିଓ୍ବାରିଙ୍କୁ ହତ୍ୟା ଧମକ

ନୂଆଦିଲ୍ଲୀ,୨୩।୬: ଦିଲ୍ଲୀର ଭାଜପା ଅଧ୍ୟକ୍ଷ ମନୋଜ ତିଓ୍ବାରିଙ୍କୁ ହତ୍ୟା ଧମକ ମିଳିଥିବା ନିଜେ ମନୋଜ କହିଛନ୍ତି। ତାଙ୍କ ଫୋନକୁ ଏକ ଏସ୍‌ଏମ୍‌ଏସ୍‌ ଦେଇ ଜଣେ ବ୍ୟକ୍ତି...

Advertisement
Archives

Model This Week