Posted inଜାତୀୟ

ସୁରକ୍ଷାକର୍ମୀଙ୍କୁ ବଡ ସଫଳତା: ୧୨ ଘଣ୍ଟାରେ ୫ ଆତଙ୍କବାଦୀ ମୃତ

ଜମ୍ମୁ,୩୦ ।୧: ଜମ୍ମୁ-କଶ୍ମୀରରେ ଗତ ପ୍ରାୟ ୧୨ ଘଣ୍ଟା ଧରି ଚାଲିଥିବା ଅପରେଶରେ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା ମିଳିଛି । ଏଥିରେ ଲସ୍କଇ-ଇ-ତୋଏବା ଓ ଜୈଶ-ଇ-ମହମ୍ମଦର ୫ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି । କଶ୍ମୀର ଆଇଜିପି ସମାଚାର ଏଜେନ୍ସି ଏଏନ୍‌ଆଇକୁ କହିଛନ୍ତି ମୃତ ଆତଙ୍କବାଦୀଙ୍କ ମଧ୍ୟରେ ଜୈଶ କମାଣ୍ଡର ଓ ଆତଙ୍କବାଦୀ ଜାହିଦ ୱାନି ଓ ପାକିସ୍ତାନ ଆତଙ୍କବାଦୀ ରହିଛନ୍ତି । ସୂଚନାଯୋଗ୍ୟ, ଗତକାଲିଠାରୁ ପୁଲୱାମା ଜିଲାରେ ସୁରକ୍ଷାର୍କମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ସଂଘର୍ଷ ଆରମ୍ଭ ହୋଇଥିଲା । ପୋଲିସ, ସେନା ଓ ସିଆରପିଏଫର ମିଳିତ ଟିମ୍ ଏହି ଅପରେଶନକୁ ସଫଳ କରିଛନ୍ତି । ପୋଲିସକୁ ଜିଲାର ନିୟରା ଅଞ୍ଚଳରେ ଆତଙ୍କବାଦୀ ଲୁଚି ରହିଥିବାର ଖବର ମିଳିଥିଲା । ଏହାରି ଆଧାରରେ ସୁରକ୍ଷାକର୍ମୀଙ୍କ ଟିମ ସର୍ଚ୍ଚ ଅପରେଶନ ଆରମ୍ଭ କରିଦେଇଥିଲେ । ଏହିସମୟରେ ପ୍ରଥମେ ଆତଙ୍କବାଦୀମାନେ ପ୍ରଥମେ ଗୁଳି ଚଳାଇବା ଆରମ୍ଭ କରିଦେଇଥିଲେ । ଏହାର ଜବାବରେ ସଂଘର୍ଷ ଆରମ୍ଭ ହୋଇ ଯାଇଥିଲା । ଶେଷରେ ସୁରକ୍ଷା କର୍ମୀଙ୍କୁ ମିଳିଥିଲା ସଫଳତା ।


Enter your email to get our daily news in your inbox.

All Right Reserved By Dharitri.Com

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁ ଜଣେ ୭…

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ କରିବାକୁ…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେଶନ ପାଇଁ ଚାଷୀ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri