Posted inଜାତୀୟ

କୁପଓ୍ବାଡା ଏନକାଉଣ୍ଟର: ୫ ଆତଙ୍କବାଦୀ ନିହତ

ଶ୍ରୀନଗର,୧୬।୬: ଉତ୍ତର କଶ୍ମୀରର ଏଲଓସିରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ହୋଇଥିବା ଏନକାଉଣ୍ଟରରେ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା ମିଳିଛି। ମୃତ ଆତଙ୍କବାଦୀଙ୍କ ନିକଟରୁ ବହୁ ପରିମାଣରେ ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି।
ଏହି ଘଟଣା ପରେ ସମ୍ପୂର୍ଣ୍ଣ ଉତ୍ତର କଶ୍ମୀରରେ ଏଲଓସିରେ ସୁରକ୍ଷା କଡାକଡି କରାଯାଇଛି। ସେନା ସମସ୍ତ ଫିଲ୍ଡ କମାଣ୍ଡରଙ୍କୁ ଶତ୍ରୁଙ୍କୁ ଯେକୌଣସି ଦୁଃସାହସର ଜବାବ ଦେବାକୁ କହିଛି। ଗତ ୩ ଦିନରେ ଉତ୍ତର କଶ୍ମୀରର କୁପଓ୍ବାଡାରେ ଏହା ଦ୍ୱିତୀୟ ଘଟଣା।
ସୂଚନାଯୋଗ୍ୟ, ଏହା ପୂର୍ବରୁ ଜୁନ ୧୩ରେ ଡୋଗାନାଡ ମଚ୍ଛଲ ସେକ୍ଟରରେ ସେନା ଯବାନଙ୍କ ଦ୍ୱାରା ୨ ଆତଙ୍କବାଦୀ ନିହତ ହୋଇଥିଲେ। ମିଳିଥିବା ସୂଚନା ଅନୁଯାୟୀ, ଏହି ଏନକାଉଣ୍ଟର କୁପଓ୍ବାଡାର ଜମଗୁଂଡ ଅଞ୍ଚଳରେ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri