Posted inଜାତୀୟ

କୁଲଗାମରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

କୁଲଗାମ,୩୦।୬: ଜମ୍ମୁ-କଶ୍ମୀର କୁଲଗାମ ଜିଲାର ଚିମର ଅଞ୍ଚଳରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏହି ଏନ୍‌କାଉଣ୍ଟରରେ ୨ଆତଙ୍କବାଦୀ ନିହତ ହୋଇଥିବା ଜଣାପଡ଼ିଛି। ଏଥିସହ ସମସ୍ତ ଅଞ୍ଚଳକୁ ଘେରାବନ୍ଦୀ କରାଯାଇ ସର୍ଚ୍ଚ ଅପରେଶନକୁ ଜୋରଦାର କରାଯାଇଛି। ସୂଚନାଯୋଗ୍ୟ, ଚିମର ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚିରହିଥିବା ନେଇ ଏକ ବିଶ୍ୱସ୍ତ ସୂତ୍ରରୁ ସୁରକ୍ଷାକର୍ମୀଙ୍କୁ ସୂଚନା ମିଳିଥିଲା। ଏହାପରେ ସୁରକ୍ଷାକର୍ମୀ ଉକ୍ତ ଅଞ୍ଚଳକୁ ଘେରାବନ୍ଦୀ କରି ସର୍ଚ୍ଚ ଅପରେଶନ କରିଥିଲେ। ଏହି ସମୟରେ ଆତଙ୍କବାଦୀମାନେ ଭୟଭୀତ ହୋଇପଡ଼ି ସୁରକ୍ଷାକର୍ମୀଙ୍କ ଉପରେ ଆଖିବୁଜା ଗୁଳି ଚାଳନା କରିଥିଲେ। ଏହାପରେ ସୁରକ୍ଷାକର୍ମୀ ମଧ୍ୟ ପାଲଟା ଜବାବରେ ପ୍ରତି ଆକ୍ରମଣ କରିଥିଲେ। ତେବେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨ଆତଙ୍କବାଦୀ ଟଳି ପଡ଼ିଛନ୍ତି। ଆହୁରି ଆତଙ୍କବାଦୀ ଲୁଚି ରହିଥିବା ସନ୍ଦେହରେ ଉକ୍ତ ଅଞ୍ଚଳକୁ ଘେରାବନ୍ଦୀ କରାଯାଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେଶନ୍‌ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri