Posted inଜାତୀୟ

ଜମ୍ମୁ-କଶ୍ମୀର ଉରି-ହଥଲଙ୍ଗାରେ ୨ ଆତଙ୍କବାଦୀ ନିହତ, ସର୍ଚ୍ଚ ଅପରେଶନ ଜାରି

ଶ୍ରୀନଗର,୧୬।୯: ଜମ୍ମୁ-କଶ୍ମୀରର ଉରିରେ ଆତଙ୍କବାଦୀ ଏବଂ ସେନା ଯବାନଙ୍କ ମଧ୍ୟରେ ହୋଇଥିବା ଏନକାଉଣ୍ଟରରେ ୨ ଆତଙ୍କବାଦୀ ନିହତ ହୋଇଛନ୍ତି। ସେନା ଏବଂ ପୋଲିସ କର୍ମଚାରୀ ଏହି ଅଞ୍ଚଳରେ ସର୍ଚ୍ଚ ଅପରେସନ ଆରମ୍ଭ କରିଛନ୍ତି। ଜମ୍ମୁ-କଶ୍ମୀର ପୋଲିସ ସୋସିଆଲ ମିଡିଆ ପ୍ଲାର୍ଟଫର୍ମ ‘ଏକ୍ସ’ ରେ କହିଛି ଯେ, ସେନା ଏବଂ ପୋଲିସ କର୍ମଚାରୀ ଜଣେ ଆତଙ୍କବାଦୀଙ୍କୁ ହତ୍ୟା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Blinkit ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ: ସସ୍‌ପେଣ୍ଡ ହେଲା ଲାଇସେନ୍ସ; ସାମ୍ନାକୁ ଆସିଲା ଗୁରୁତର ତ୍ରୁଟି

ନୂଆଦିଲ୍ଲୀ, ୧୧।୮: ମହାରାଷ୍ଟ୍ରରେ IAS ଅଧିକାରୀ ତୁକାରାମ ମୁଣ୍ଡେଙ୍କ ଖରାପ ଓ ଅସୁରକ୍ଷିତ ଖାଦ୍ୟ ପଦାର୍ଥ ବିରୋଧୀ ଅଭିଯାନ ଜାରି ରହିଛି। ଦେଶର ପ୍ରସିଦ୍ଧ କମ୍ପାନୀ Blinkit…

ପୂର୍ବତନ ରାଷ୍ଟ୍ରପତିଙ୍କୁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଲେ କୋର୍ଟ: ଆସିଥିଲା ସାଂଘାତିକ ଅଭିଯୋଗ

ଡାମସକସ୍‌,୧୧।୮: ସିରିଆର ଏକ କୋର୍ଟ ମଙ୍ଗଳବାର ଦେଶର ପୂର୍ବତନ ରାଷ୍ଟ୍ରପତି ବଶର ଅଲ-ଆସାଦ ଏବଂ ତାଙ୍କ ସାନ ଭାଇ ମାହେର ଅଲ-ଆସାଦଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି।…

ବିବାହ ପ୍ରତିଶ୍ରୁତି ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ଏହି କ୍ରିକେଟର୍‌ଙ୍କୁ ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୧।୮: ଇଣ୍ଡିଆନ ପ୍ରିମିୟର ଲିଗ (IPL)ରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳୁଥିବା ବଙ୍ଗଳା କ୍ରିକେଟର ଅଭିଷେକ ପୋରେଲଙ୍କୁ ଜଣେ ଡାକ୍ତରୀ ଛାତ୍ରୀଙ୍କ ଦ୍ୱାରା ଦାୟର କରାଯାଇଥିବା ଆପରାଧିକ…

୧୯୪୭ରେ ଟଙ୍କାକର ମୂଲ୍ୟ କେତେ ଥିଲା? ଜାଣି ତାଜୁବ ହେବେ ୧ଟଙ୍କାରେ ୮ଲିଟର କ୍ଷୀର ଆଉ ସପ୍ତାହକର ଆସୁଥିଲା ରାଶନ…

ନୂଆଦିଲ୍ଲୀ, ୧୧।୮: ୧୫ ଅଗଷ୍ଟ ୧୯୪୭ରେ ଭାରତ ଯେତେବେଳେ ସ୍ୱାଧୀନ ହୋଇଥିଲା, ସେତେବେଳେ ଏହାର ଟଙ୍କା ଆମେରିକାର ଡଲାର ତୁଳନାରେ ବହୁତ ପଛରେ ନ ଥିଲା। ସେତେବେଳେ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରତିମାସରେ କେତେ ଦରମା ମିଳେ? ବଙ୍ଗଳା-ଭତ୍ତା ଛଡା ବେସିକ୍‌ ସାଲାରୀ କେତେ ଜାଣିଲେ ଚମକି ପଡିବେ…

ନୂଆଦିଲ୍ଲୀ, ୧୧।୮: ଆପଣ ଡାକ୍ତର, ଇଞ୍ଜିନିୟର ଏବଂ ସରକାରୀ କର୍ମଚାରୀଙ୍କ ଭଳି ବିଭିନ୍ନ ବୃତ୍ତିଗତଙ୍କ ଦରମା ବିଷୟରେ ଶୁଣିଥିବେ। ଏହି ପରିପ୍ରେକ୍ଷୀରେ, ଭାରତର ପ୍ରଧାନମନ୍ତ୍ରୀଙ୍କ ଦରମା କେତେ…

ପିକଅପ୍‌-କାର ମୁହାଁମୁହିଁ ଧକ୍କା: ଚାଲିଗଲା ଅମିତାଙ୍କ ଜୀବନ

ଭଞ୍ଜନଗର,୧୧।୮(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ମଙ୍ଗଳବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ମହିଳା…

NEET ବିରୋଧରେ ବିଜୟ ସରକାରଙ୍କ ବଡ଼ ପଦକ୍ଷେପ, ବିରୋଧୀ DMK କଲା ସମର୍ଥନ

ନୂଆଦିଲ୍ଲୀ, ୧୧।୮: ତାମିଲନାଡୁର ବିଜୟ ସରକାର ମଙ୍ଗଳବାର ବିଧାନସଭାରେ NEET ପରୀକ୍ଷାକୁ ଉଚ୍ଛେଦ କରିବା ଏବଂ ସ୍ନାତକସ୍ତରୀୟ ମେଡିକାଲ ପାଠ୍ୟକ୍ରମରେ ନାମଲେଖା ପାଇଁ ଦ୍ୱାଦଶ ଶ୍ରେଣୀର ନମ୍ବରକୁ…

ଜାପାନରୁ ଆସୁ ନେତାଜୀଙ୍କ ଅସ୍ଥି: ସୁପ୍ରିମକୋର୍ଟର ଦ୍ବାରସ୍ଥ ହେଲେ ସୁଭାଷ ଚନ୍ଦ୍ର ବୋଷଙ୍କ ଝିଅ, କେନ୍ଦ୍ରକୁ ନୋଟିସ୍!

ନୂଆଦିଲ୍ଲୀ,୧୧।୮: ସ୍ୱାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଅସ୍ଥିକୁ ଜାପାନର ଟୋକିଓ ସ୍ଥିତ ରେଙ୍କୋଜି ମନ୍ଦିରରୁ ଭାରତ ଆଣିବା ଦାବିକୁ ନେଇ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri