Posted inଜାତୀୟ

ଅନନ୍ତନାଗରେ ଏନ୍‌କାଉଣ୍ଟର: ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା

ଶ୍ରୀନଗର,୧୧।୩: ଜମ୍ମୁ-କଶ୍ମୀରର ଅନନ୍ତନାଗରେ ଏନ୍‌କାଉଣ୍ଟରରେ ୨ ଜଣ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ସେମାନେ ଜୈଶ୍‌-ଇ-ମହମ୍ମଦ ଆତଙ୍କବାଦୀ ସଂଗଠନର ସଦସ୍ୟ ବୋଲି ଜଣାପଡ଼ିଛି। ସେନା, ସିଆର୍‌ପିଏଫ୍‌ ଏବଂ କାମୀର ଜୋନ୍‌ ପୋଲିସ ଦ୍ୱାରା ସ୍ଥାନୀୟ ବିଜ୍‌ବେହାରା ଅଞ୍ଚଳର କାନ୍ଦିପୋରାରେ ହୋଇଥିବା ସର୍ଚ୍ଚ ଅପରେଶନ୍‌ରେ ଏହି ସଫଳତା ମିଳିଛି। ଏଠାରେ କିଛି ଆତଙ୍କବାଦୀ ଲୁଚି ଥିବା ଖବର ମିଳିବା ପରେ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ କରାଯାଇ ସର୍ଚ୍ଚ ଅପରେଶନ୍‌ ଆରମ୍ଭ କରାଯାଇଥିଲା। ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ ବାରମ୍ବାର ସତର୍କ ସୂଚନା ଜାରି କରାଯାଇଥିଲା। ତେବେ ଏଥିରେ କୌଣସି ସୁଫଳ ମିଳି ନ ଥିଲା। ଆତଙ୍କବାଦୀମାନେ ମିଳିତ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳି ଚାଳନା କରିଥିଲେ। ଏହାପରେ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଆକ୍ରମଣ କରାଯାଇଥିବା କଶ୍ମୀର ଜୋନ୍‌ ପୋଲିସ ଆଇଜି ବିଜୟ କୁମାରଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସୁରକ୍ଷା ଦୃଷ୍ଟିରୁ ସ୍ଥାନୀୟ ଅଞ୍ଚଳରେ ଇଣ୍ଟରନେଟ୍‌ ସେବାକୁ ସାମୟିକ ଭାବେ ବନ୍ଦ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଣେ ମନ୍ତ୍ରୀ ଇସ୍ତଫା ଦେଇଦେଲେ ସରକାର ଭୁଶୁଡ଼ି ପଡ଼େ ନାହିଁ: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚିଠି ଲେଖି ଏମିତି ଅପିଲ୍‌ କଲେ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ NEET ପ୍ରଶ୍ନପତ୍ର ଲିକ୍‌ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିକୁ ନେଇ ଜାରି ରହିଥିବା ଆନ୍ଦୋଳନ ମଧ୍ୟରେ ପ୍ରସିଦ୍ଧ ସମାଜସେବୀ ଅନ୍ନା…

ହସ୍ପିଟାଲରୁ ପ୍ରଥମ Video ଜାରିକଲେ ସୋନମ ୱାଙ୍ଗଚୁକ୍, ସରକାରଙ୍କୁ କହିଲେ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ ହେବା ପରେ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ୍ ତାଙ୍କର ପ୍ରଥମ ଭିଡିଓ ବାର୍ତ୍ତା ଜାରି କରିଛନ୍ତି…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

ଲଗାଣ ବର୍ଷାରେ ଭୁଶୁଡ଼ିଲା ବାଞ୍ଛା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ହାଟହାଟଡିହୀ/ଛେନାପଦୀ,୨୨ା୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ପରିସ୍ଥିତି ସଙ୍ଗୀନ ହୋଇ ପଡିଛି । ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି…

ଚାଇନା ବିରୋଧରେ ଚନ୍ଦ୍ରଗିରିରେ ତିବତୀୟ ୟୁଥ୍ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ, ଦାବି ରଖି…

ମୋହନା,୨୨ା୭( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରିରେ ବସବାସ କରୁଥିବା ତିବତୀୟ ଶରଣାର୍ଥୀମାନେ ଚାଇନାର କଥିତ ଦମନ ନୀତିକୁ ବିରୋଧ କରି ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା…

୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….

ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ…

ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ଘୋଷଣା, ଜେନେରିକ୍ ଔଷଧ ଉପରେ ଲାଗିବ ଏତିକି % ଶୁଳ୍କ

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜେନେରିକ୍ ଔଷଧ ଆମଦାନୀ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ ଆଗାମୀ ଦୁଇ ବର୍ଷ ପାଇଁ…

୮ମ ଶ୍ରେଣୀ ଛାତ୍ରଙ୍କ ବେକରେ ଗୁଡାଇ ହୋଇଗଲା ଦୋଳି; ଅଚେତ ହୋଇ ତଳେ ପଡିଗଲେ ଛାତ୍ର, ତାପରେ…

ଦିଗପହଣ୍ଡି,୨୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରା ପଦର ପଞ୍ଚାୟତ ଭୁଡୁକି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ୮ମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri