Posted inଜାତୀୟ

ପାକିସ୍ତାନ ସୀମାରେ ବଡ଼ ଧରଣର ଏନ୍‌କାଉଣ୍ଟର, ଜଣେ ଯବାନ୍‌ ଶହୀଦ, ୪ ଆହତ

ନୂଆଦିଲ୍ଲୀ, ୨୭।୦୭: ଜମ୍ମୁ କଶ୍ମୀରର କୁପୱାଡ଼ା ଜିଲାରେ ବଡ଼ ଧରଣର ଏନ୍‌କାଉଣ୍ଟର ହୋଇଛି । ଲାଇନ୍‌ ଅଫ୍‌ କଣ୍ଟ୍ରୋଲ ବା ଏଲ୍‌ଓସିରେ ପାକିସ୍ତାନ ବର୍ଡର ଆକ୍ସନ ଫୋର୍ସର ଏନ୍‌କାଉଣ୍ଟରରେ ଜଣେ ଯବାନ ଶହୀଦ ହୋଇଥିବା ବେଳେ ମେଜରଙ୍କ ସମେତ ୪ ଜଣ ଆହତ ହୋଇଥିବା ଜଣାପଡ଼ିଛି । ଏଥିସହିତ ଜଣେ ପାକିସ୍ତାନୀ ଆତଙ୍କବାଦୀ ମଧ୍ୟ ନିହତ ହୋଇଛି ।

ଗତ ୩ ଦିନ ଧରି ଏହି ଏନ୍‌କାଉଣ୍ଟର ଜାରି ରହିଛି । ବର୍ଡର ଆକ୍ସନ ଟିମ୍‌ ଆତଙ୍କବାଦୀ ଗତିବିଧିକୁ ନଜର କରି ସ୍ଥଳସେନାକୁ ସୂଚନା ଦେଇଥିଲା । ତେବେ ଏହି ଘଟଣାକୁ ନେଇ ଅଧିକାରୀମାନେ କହିଛନ୍ତି, “କୁପୱାଡ଼ା ସେକ୍ଟରର କୁମକାଡି ଅଞ୍ଚଳରେ ଭାରତୀୟ ସେନା ଏବଂ ପାକିସ୍ତାନୀ ବର୍ଡର ଆକ୍ସନ ଟିମ ମଧ୍ୟରେ ଏହି ଏନ୍‌କାଉଣ୍ଟର ହୋଇଛି । ଏଥିରେ ଜଣେ ଯବାନ ଶହୀଦ ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ିରେ ପ୍ରବଳ କୁଆପଥର ବର୍ଷା, କଳା ମିଚିମିଚି ପିଚୁ ରାସ୍ତାରେ କୁଆପଥର

ଦାରିଙ୍ଗବାଡି,୧୭।୩(ଅରୁଣ ସାହୁ ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ମଙ୍ଗଳବାର ସମ୍ପୂର୍ଣ୍ଣ କଶ୍ମୀରର ଭ୍ରମ ସୃଷ୍ଟି କରିଛି। କାଳ ବୈଶାଖୀ ପ୍ରଭାବରେ ମଙ୍ଗଳବାର ଅପରାହ୍ନରେ ପ୍ରବଳ ମାତ୍ରାରେ କୁଆପଥର…

ତାଣ୍ଡବ ରଚିଲା ଘୂର୍ଣ୍ଣି ଝଡ଼: ଆହତଙ୍କୁ ଭେଟିଲେ ଏମ୍‌ପି ଅନନ୍ତ ନାୟକ

କେନ୍ଦୁଝର,୧୭।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ମୟୂରଭଞ୍ଜ ଜିଲା କରଞ୍ଜିଆ ଅଞ୍ଚଳରେ ତାଣ୍ଡବ ରଚିଛି ଘୂର୍ଣ୍ଣି ଝଡ଼। ଏଥିରେ ୧୦ରୁ ଊର୍ଦ୍ଧ୍ୱ ଆହତ ହୋଇ କେନ୍ଦୁଝର ଧରଣୀଧର ମେଡିକାଲ କଲେଜ…

ଦିଦିଙ୍କ ଗଡ଼ ପାଲଟିଲା ‘ହଟ୍‌-ସିଟ୍‌’: ପୁଣି ମୁହାଁମୁହିଁ ହେବେ ମମତା-ଶୁଭେନ୍ଦୁ, ଭାଜପା କାର୍ଡକୁ କିଭଳି…

କୋଲକାତା,୧୭।୩: ପଶ୍ଚିମବଙ୍ଗ ରାଜନୀତିରେ ପୁଣି ଥରେ ଦୁଇ ମହାରଥୀଙ୍କ ମଧ୍ୟରେ ମହାମୁକାବିଲା ଦେଖିବାକୁ ମିଳିବ। ତୃଣମୂଳ କଂଗ୍ରେସ (TMC) ସୁପ୍ରିମୋ ମମତା ବାନାର୍ଜୀ ଏବଂ ଭାଜପା ନେତା…

ସୁନା ୩୬,୦୦୦ ଟଙ୍କା; ରୁପା ହେଲା ୧୮୭,୦୦୦ ଟଙ୍କା ଶସ୍ତା; ଏକ୍ସପର୍ଟ ଚକିତ, ଆଗକୁ…   

ନୂଆଦିଲ୍ଲୀ,୧୭।୩: ଆମେରିକା-ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ମଧ୍ୟରେ ବିଶ୍ୱ ବଜାରରେ ଏକ ଆଶ୍ଚର୍ଯ୍ୟଜନକ ଚିତ୍ର ସାମ୍ନାକୁ ଆସିଛି। ସାଧାରଣତଃ ଯୁଦ୍ଧ ସମୟରେ ସୁନା…

ଶଳାଙ୍କୁ ପିଟିପିଟି ହତ୍ୟା କଲେ ଭିଣୋଇ: ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ଭେଡେନ ,୧୭।୩(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଚିଚିଣ୍ଡା ହାଇସ୍କୁଲ ପଡ଼ାରେ ମଙ୍ଗଳବାର ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ସୁଦୀପ ବାଗ(୨୮)ଙ୍କୁ ତାଙ୍କ ଭିଣୋଇ ସାଳନା…

LPG ସିଲିଣ୍ଡର ନିୟମରେ ବଡ଼ ପରିବର୍ତ୍ତନ! ସରକାରଙ୍କ ୫ଟି ନିଷ୍ପତ୍ତିର ପଡ଼ିବ ବଡ଼ ପ୍ରଭାବ…

ନୂଆଦିଲ୍ଲୀ,୧୭।୩: ଭାରତରେ ଏଲପିଜି ଗ୍ୟାସ ସିଲିଣ୍ଡର ସମ୍ପର୍କରେ ନୂଆ ନିୟମ ଲାଗୁ କରାଯାଇଛି। ସରକାର ଅନେକ ପ୍ରମୁଖ ନିଷ୍ପତ୍ତି ନେଇଛନ୍ତି, ଯେଉଁଥିରେ ମୂଲ୍ୟ ବୃଦ୍ଧି, ସିଲିଣ୍ଡର ବୁକିଂ…

ଇରାନର ଦ୍ୱିତୀୟ ଶକ୍ତିଶାଳୀ ନେତା ବି ନିହତ! ଇସ୍ରାଏଲ୍‌ କଲା ଦାବି

ତେହରାନ,୧୭।୩: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ହତ୍ୟା ପରେ ଇସ୍ରାଏଲ ଏବେ ତେହରାନର ଦ୍ୱିତୀୟ ସବୁଠାରୁ ଶକ୍ତିଶାଳୀ ନେତା ତଥା ଇରାନର ସର୍ବୋଚ୍ଚ ଜାତୀୟ…

୨୯୧ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା TMC: ନନ୍ଦିଗ୍ରାମ ନୁହେଁ, ଏହି ଆସନରୁ ଲଢିବେ ମମତା ବାନାର୍ଜୀ

କୋଲକାତା,୧୭।୫: ତୃଣମୂଳ କଂଗ୍ରେସ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି। କାଳିଘାଟସ୍ଥିତ ଟିଏମସି କାର୍ଯ୍ୟାଳୟରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର ସୁପ୍ରିମୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri