Posted inଜାତୀୟ

କୁପଓ୍ବାରାରେ ଏନକାଉଣ୍ଟର, ୪ ଆତଙ୍କବାଦୀ ନିହତ, ୨୦ ଦିନରେ ୨୩ ଆତଙ୍କବାଦୀଙ୍କ ମୁଣ୍ଡଗଡ଼ିଛି…

ଶ୍ରୀନଗର, ୨୦।୬ : ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଅଭିଯାନ ଅପରେଶନ୍‌ ଅଲଆଉଟ୍‌ ଜାରି ରହିଛି। କୁପୱାରା ଏବଂ କୁଲଗାମ ଜିଲାରେ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଚାଲିଥିବା ଦୁଇଟି ଆତଙ୍କବାଦୀ ବିରୋଧୀ ଅପରେଶନରେ ଏପର୍ଯ୍ୟନ୍ତ ଚାରିଜଣ ଆତଙ୍କବାଦୀଙ୍କୁ ଏନ୍‌କାଉଣ୍ଟର କରାଯାଇଛି।

ଗତ ୧୮ ଘଣ୍ଟା ମଧ୍ୟରେ ୩ ଟି ଏନକାଉଣ୍ଟର ହୋଇଛି ଯେଉଁଥିରେ ୭ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଗତ ୨୦ ଦିନ ମଧ୍ୟରେ ମୋଟ ୨୩ ଆତଙ୍କବାଦୀଙ୍କୁ ଏନ୍‌କାଉଣ୍ଟର କରାଯାଇଛି। ନ୍ୟୁଜ୍‌ ଏଜେନ୍ସି ଏଏନଆଇ ଅନୁସାରେ କୁପୱାରା ଏନକାଉଣ୍ଟରରେ ୪ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଜମ୍ମୁ-କଶ୍ମୀର ପୋଲିସ କହିଛି ଯେ ଏହି ଏନକାଉଣ୍ଟରରେ ନିହତ ହୋଇଥିବା ଆତଙ୍କବାଦୀ ଲଶ୍କର-ଇ-ତୋଏବା ସଂଗଠନର ସଦସ୍ୟ। ସେ ପାକିସ୍ତାନର ବାସିନ୍ଦା।

ଇନ୍ସପେକ୍ଟର ଜେନେରାଲ ପୋଲିସ (କାଶ୍ମୀର) ବିଜୟ କୁମାରଙ୍କ ଅନୁଯାୟୀ, ନିହତ ହୋଇଥିବା ଆତଙ୍କବାଦୀଙ୍କ ମଧ୍ୟରୁ ଜଣେ ପାକିସ୍ତାନୀ ନାଗରିକ ବୋଲି ସେ କହିଛନ୍ତି। ସେ କହିଛନ୍ତି ଯେ ଗିରଫ ହୋଇଥିବା ଆତଙ୍କବାଦୀଙ୍କ ସହ ଅନ୍ୟ ଦୁଇ ଜଣ ଆତଙ୍କବାଦୀଙ୍କୁ ଏନକାଉଣ୍ଟର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି! ଶସ୍ତା ହେବ ମୋବାଇଲ୍-ଲାପ୍‌ଟପ୍‌, ସରକାର ନେଲେ ଏହି ପଦକ୍ଷେପ

ନୂଆଦିଲ୍ଲୀ,୯।୭: କେନ୍ଦ୍ର ସରକାର ସ୍ମାର୍ଟଫୋନ୍, ୱାୟାରଲେସ୍ ଚାର୍ଜର୍, କମ୍ପ୍ୟୁଟର, ଲାପଟପ୍, ସ୍ମାର୍ଟ ଟିଭି, ସ୍ମାର୍ଟୱାଚ୍ ଏବଂ ଫିଟନେସ୍ ବ୍ୟାଣ୍ଡ ଭଳି ଇଲେକ୍ଟ୍ରୋନିକ୍ ଜିନିଷରେ ବ୍ୟବହୃତ ଉପାଦାନଗୁଡ଼ିକ ଉପରେ…

ପାଠ ପଢ଼ିବାକୁ ଭୁବନେଶ୍ବର ଆସିଥିଲେ ଝିଆରୀ; ବଳାତ୍କାର କରୁଥିଲେ ମଉସା, ସହଯୋଗ କରୁଥିଲେ ମାଉସୀ

ଭୁବନେଶ୍ୱର,୯।୭(ପ୍ରସନଜିତ୍‌ ସାହୁ): ରାଜଧାନୀ ଭୁବନେଶ୍ୱରରେ ଏକ ବଳାତ୍କାର ଘଟଣା ସାମ୍ନାକୁ ଆସିଛି। ନୟାପଲ୍ଲୀ ଥାନା ଅନ୍ତର୍ଗତ ନୂଆସାହିସ୍ଥିତ ଏକ ଆପାର୍ଟମେଣ୍ଟରେ ଜଣେ ନାବାଳିକା ଝିଆରୀଙ୍କୁ ତାଙ୍କ ମଉସା…

ଇଟାର ଜବାବ ପଥରରେ ଦେବୁ: ଆମେରିକାକୁ ଚେତାବନୀ ଦେଲା ଇରାନ

ଓ୍ବାଶିଂଟନ୍‌,୯।୭: ଆମେରିକା ପୁଣିଥରେ ଇରାନର ଅନେକ ସ୍ଥାନକୁ ଟାର୍ଗେଟ କରିଛି। ଇରାନ ଜୋରଦାର ପ୍ରତିକ୍ରିୟା ଦେଇ ବାହାରିନ ଏବଂ କୁଏତରେ ଥିବା ସ୍ଥାନଗୁଡ଼ିକୁ ଆକ୍ରମଣ କରିଛି। ଏହା…

ଲୋୟର ସୁକ୍‌ତେଲ ଜଳଭଣ୍ଡାର: ବଢୁଛି ଜଳସ୍ତର, ଲୋକେ ଅଟଳ

ବଲାଙ୍ଗୀର,୯ା୭(ବୀରେନ୍ଦ୍ର କୁମାର ଝାଙ୍କର):ଗତ କିଛି ଦିନର ଲଗାଣ ବର୍ଷା ଫଳରେ ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ଡ୍ୟାମ୍‌ରେ କ୍ଷୀପ୍ର ଗତିରେ ଜଳସ୍ତର ବଢ଼ିବାରେ ଲାଗିଛି। ଜଳସ୍ତର ବଢ଼ିବା…

ମଝି ଚିଲିକାରେ ଦୋହଲିଲା ଯାତ୍ରୀବାହୀ ଲଞ୍ଚ୍‌: ହୋହଲ୍ଲା ପରେ…

କୃଷ୍ଣପ୍ରସାଦ,୯।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ଜିଲା ବାଲୁଗାଁଠାରୁ ପୁରୀ ଜିଲା କୃଷ୍ଣପ୍ରସାଦ ଗଡ଼ ଯାଏ ଓଡିଶା ବନ୍ଦର ଅନ୍ତରଦେଶୀୟ ଜଳପଥ ପରିବହନ ବିଭାଗ ତରଫରୁ ପ୍ରତିଦିନ ଯାତ୍ରୀବାହୀ ଲଞ୍ଚ…

ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ: ଉଭୟ ପକ୍ଷ ମଧ୍ୟରେ ମାଡ଼ ପିଟ

ମହାକାଳପଡ଼ା,୯ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ କଣ୍ଡରାପାଟିଆ ଗ୍ରାମର ୭୭ ପରିବାର ଦୀର୍ଘ ବର୍ଷ ଧରି ୧୭୦ ଏକର ସରକାରୀ…

ଇରାନ ଉପରେ ଆମେରିକାର ଜୋରଦାର ଆକ୍ରମଣ: ଚାରିଆଡ଼େ ଧୂଆଁଧୂଆଁ

ଓ୍ବାଶିଂଟନ୍‌,୯।୭: ପଶ୍ଚିମ ଏସିଆରେ ଉତ୍ତେଜନା ପୁଣି ଥରେ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ଆମେରିକା ଇରାନ ଉପରେ ଘନ ଘନ ଆକ୍ରମଣ କରୁଛି। ଦକ୍ଷିଣପୂର୍ବ ଇରାନର ଇରାନଶାହରରେ ଅବସ୍ଥିତ…

ଏସ.ଆଇ.ଆର୍‌ ନେଇ ସଚେତନ ହେବା ଜରୁରୀ: ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ-ଚିତ୍ରାଙ୍କନ ପ୍ରତିଯୋଗିତା

ଭଞ୍ଜନଗର,୯।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ.ଆଇ.ଆର୍‌ ୨୦୨୬ ଉପରେ ଅଧିକରୁ ଅଧିକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଏହାଦ୍ୱାରା ଲୋକେ ଭୋଟର ତାଲିକା ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri