ସକାଳୁ ସକାଳୁ ଏନ୍‌କାଉଣ୍ଟର: ଜଣେ ନୁହେଁ ଏକାବେଳକେ ତିନି ତିନି ଜଣଙ୍କ ଦେହରେ ବାଜିଲା ଗୁଳି

ରାଉରକେଲା,୨୩।୧୧(ସଂଗୀତା ଜେନା): ସକାଳୁ ସକାଳୁ ବଡ଼ ଧରଣର ଏନ୍‌କାଉଣ୍ଟର। ଜଣଙ୍କୁ ନୁହେଁ ଏକାବେଳକେ ତିନି ତିନି ଜଣଙ୍କ ଦେହରେ ବାଜିଲା ଗୁଳି। ଏଭଳି ଘଟଣା ଘଟିଛି ରାଉରକେଲା ଲାଠିକଟା ଥାନା ଓ ଚାନ୍ଦିପୋଷ ଥାନା ଅନ୍ତର୍ଗତ କୁଚେଇତା ଓ ଲାମ୍ସୀ ନିକଟରେ। ସେମାନଙ୍କୁ କଡା ପୋଲିସ ସୁରକ୍ଷା ବଳୟରେ ରାଉରକେଲା ସରକାରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ବଣାଇ ଏସ୍ଡିପିଓ ରାମଚନ୍ଦ୍ର ବିଶ୍ୱାଳଙ୍କ ସୂଚନା ଅନୁଯାୟୀ, ସେମାନଙ୍କର କୋଇଡ଼ା ଓ ବିଭିନ୍ନ ଖଣି ଅଞ୍ଚଳରୁ ଡକାୟତି ଘଟଣାରେ ସଂପୃକ୍ତି ରହିଛି। ଗୁପ୍ତ ସୂଚନା ଅନୁଯାୟୀ ଶନିବାର ରାତିରେ ଲାଠିକଟା ଥାନା ଏବଂ ଚାନ୍ଦିପୋଷ ଥାନାରେ ସେମାନେ ସକ୍ରିୟ ଥିବା ଜାଣି ପୋଲିସ ଗିରଫ କରିବାକୁ ଗଲା ବେଳେ ସେମାନେ ଫେରାର ହେବାକୁ ଚେଷ୍ଟା କଲେ। ସେମାନଙ୍କୁ ଏନକାଉଣ୍ଟର କରାଯାଇଥିଲା ଡକାୟତି ଗ୍ୟାଙ୍ଗର ଅନ୍ୟ ୫ ଗିରଫ, ୩ଟି ପିସ୍ତଲ ଓ ଗୋଟିଏ ବାଇକ ଜବତ ହୋଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବୈତରଣୀରେ ନିର୍ମାଣ ହେବ ବ୍ୟାରେଜ୍‌

ପାଟଣା,୫ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ପାଇଁ ମୁଖ୍ୟମନ୍ତ୍ରୀ ଏକ ବଡ଼ ଘୋଷଣା କରିଛନ୍ତି। ତହସିଲ ରାଜନଗର ବୈତରଣୀ ନଦୀରେ ଭୀମକୁଣ୍ଡ ବ୍ୟାରେଜ ନିର୍ମାଣ ହେବାର...

ଗଞ୍ଜେଇ ହେରଫେର: ଫୁଲବାଣୀ ସଦର ଥାନା ଅଧିକାରୀ ନିଲମ୍ବିତ

ଫୁଲବାଣୀ,୫ା୧୨(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଫୁଲବାଣୀ ସଦର ଥାନା ଅଧିକାରୀ ସତୀଶ ଚନ୍ଦ୍ର ନାୟକଙ୍କୁ ରାଜ୍ୟ ଗୃହ ବିଭାଗ ନିଲମ୍ବନ କରିଛି। ତାଙ୍କ ନାମରେ...

ଏହି ଭୟଙ୍କର ଜୀବର ଚମଡ଼ାରୁ ତିଆରି ଘଣ୍ଟା ପିନ୍ଧନ୍ତି ପୁଟିନ୍‌, ଦାମ୍‌ ଜାଣିଲେ…

ମସ୍କୋ,୫ା୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ଏହି ଗସ୍ତ ଉଭୟ ଦେଶ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି।...

୧.୫ ବର୍ଷର ନିଜ ଝିଅକୁ ଗଛରେ ଝୁଲାଇ ହତ୍ୟା କଲା ପିଶାଚୀ ମା’

ପୁରୀ,୫।୧୨: ପାରିବାରିକ କଳହର ଏକ ଅତ୍ୟନ୍ତ ଦୁଃଖଦ ପରିଣାମରେ, ପୁରୀ ଜିଲା ଡେଲାଙ୍ଗ ଅଞ୍ଚଳରେ ଜଣେ ମା’ ନିଜର ଦେଢ଼ ବର୍ଷର ଶିଶୁ କନ୍ୟାକୁ ହତ୍ୟା...

ପୁଟିନଙ୍କ ଭାରତ ଗସ୍ତକୁ ଦେଖି ଚିଡି ଗଲାଣି ପାକିସ୍ତାନ, କହିଲା ଆମର ବି ଏଠିକୁ ଆସୁଛନ୍ତି ରାଜା…

ଇସଲାମାବାଦ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତ ପାକିସ୍ତାନବାସୀଙ୍କୁ ଚିନ୍ତାରେ ପକାଇବା ସହ ବିଚଳିତ କରିଛି ଯେ ପୁଟିନ କାହିଁକି କେବେ ସେମାନଙ୍କ ଦେଶକୁ...

ଇଣ୍ଡିଗୋ ବିମାନ ବାତିଲ୍; ନିଜ ରିସେପ୍ସନ୍‌ରେ ଅନ୍‌ଲାଇନ୍ ସାମିଲ ହେଲେ ଓଡ଼ିଶାର ଏହି ଦମ୍ପତି

ଭୁବନେଶ୍ୱର,୫।୧୨: ବିମାନ ବାତିଲ୍ ଯୋଗୁଁ କର୍ଣ୍ଣାଟକର ହୁବଳିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଇଣ୍ଡିଗୋ ଏୟାରଲାଇନ୍ସର ବ୍ୟାପକ ବିମାନ ବାତିଲ୍ ହେତୁ ଜଣେ ନବ...

ଜଲଓ୍ବା ଦେଖାଇଲେ ନୀଳନୟନା: ମୋହିତ ପ୍ରଶଂସକ

ବଲିଉଡର ନୀଳନୟନା ଐଶ୍ୱର୍ଯ୍ୟା ରାୟ। ବଲିଉଡ୍‌ର ହଲିଉଡ ଯାଏ, ସବୁଠି ତାଙ୍କ ଜଲଓ୍ବା। ଇଏ ଏମିତି ଜଣେ ନାୟିକା, ଯିଏ ତାଙ୍କ ପର୍ସନାଲ ଏବଂ ପ୍ରଫେସନାଲ...

ଖେଳୁଖେଳୁ ପୋଖରୀରେ ପଡ଼ିଗଲା ଶିଶୁପୁତ୍ର, ଖୋଜାଖୋଜି କରିବାରୁ…

ତିହିଡ଼ି,୫ା୧୨(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା କାଁପଡ଼ା ପଞ୍ଚାୟତ ଅଧୀନ ଚିଲପଦା ଗ୍ରାମରେ ଶୁକ୍ରବାର ଏକ ଦୁଃଖଦ ଘଟଣା ଘଟିଛି। ଏକ ପୋଖରୀରୁ ଆଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri