ସକାଳୁ ସକାଳୁ ଏନ୍‌କାଉଣ୍ଟର: ଜଣେ ନୁହେଁ ଏକାବେଳକେ ତିନି ତିନି ଜଣଙ୍କ ଦେହରେ ବାଜିଲା ଗୁଳି

ରାଉରକେଲା,୨୩।୧୧(ସଂଗୀତା ଜେନା): ସକାଳୁ ସକାଳୁ ବଡ଼ ଧରଣର ଏନ୍‌କାଉଣ୍ଟର। ଜଣଙ୍କୁ ନୁହେଁ ଏକାବେଳକେ ତିନି ତିନି ଜଣଙ୍କ ଦେହରେ ବାଜିଲା ଗୁଳି। ଏଭଳି ଘଟଣା ଘଟିଛି ରାଉରକେଲା ଲାଠିକଟା ଥାନା ଓ ଚାନ୍ଦିପୋଷ ଥାନା ଅନ୍ତର୍ଗତ କୁଚେଇତା ଓ ଲାମ୍ସୀ ନିକଟରେ। ସେମାନଙ୍କୁ କଡା ପୋଲିସ ସୁରକ୍ଷା ବଳୟରେ ରାଉରକେଲା ସରକାରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ବଣାଇ ଏସ୍ଡିପିଓ ରାମଚନ୍ଦ୍ର ବିଶ୍ୱାଳଙ୍କ ସୂଚନା ଅନୁଯାୟୀ, ସେମାନଙ୍କର କୋଇଡ଼ା ଓ ବିଭିନ୍ନ ଖଣି ଅଞ୍ଚଳରୁ ଡକାୟତି ଘଟଣାରେ ସଂପୃକ୍ତି ରହିଛି। ଗୁପ୍ତ ସୂଚନା ଅନୁଯାୟୀ ଶନିବାର ରାତିରେ ଲାଠିକଟା ଥାନା ଏବଂ ଚାନ୍ଦିପୋଷ ଥାନାରେ ସେମାନେ ସକ୍ରିୟ ଥିବା ଜାଣି ପୋଲିସ ଗିରଫ କରିବାକୁ ଗଲା ବେଳେ ସେମାନେ ଫେରାର ହେବାକୁ ଚେଷ୍ଟା କଲେ। ସେମାନଙ୍କୁ ଏନକାଉଣ୍ଟର କରାଯାଇଥିଲା ଡକାୟତି ଗ୍ୟାଙ୍ଗର ଅନ୍ୟ ୫ ଗିରଫ, ୩ଟି ପିସ୍ତଲ ଓ ଗୋଟିଏ ବାଇକ ଜବତ ହୋଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ପାକିସ୍ତାନରେ ବାରମ୍ବାର କମୁଛି ପେଟ୍ରୋଲ ଦର? ପୁଣି ୪ ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଡିଜେଲ ଦର ଅପରିବର୍ତ୍ତିତ

ଇସଲାମାବାଦ,୬।୬: ଇରାନ-ଆମେରିକା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସଙ୍କଟ ମଧ୍ୟରେ, ପାକିସ୍ତାନ ସରକାର ପେଟ୍ରୋଲର ମୂଲ୍ୟ ଲିଟର ପିଛା ୪ ଟଙ୍କା ହ୍ରାସ କରି ଜନସାଧାରଣଙ୍କୁ କିଛି…

୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! IMDର ପୂର୍ବାନୁମାନ

ଭୁବନେଶ୍ୱର,୬।୬: ୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! ପ୍ରବଳ ଗରମ ଓ ଗୁଳୁଗୁଳିରୁ ଶୀଘ୍ର ମିଳିପାରେ ମୁକ୍ତି। ଆଗାମୀ ୬ରୁ ୮ ଦିନ ମଧ୍ୟରେ ଓଡ଼ିଶା…

ବ୍ରିଜ ଉପରୁ ୪୦ ଫୁଟ ତଳକୁ ଡେଇଁ ଆତ୍ମହତ୍ୟା କଲେ ବ୍ୟକ୍ତି

ପାଟଣା,୬ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟ ବୈତରଣୀ ନଦୀ ବ୍ରିଜ୍‌ ଉପରୁ ୪୦ଫୁଟ ତଳକୁ ଶନିବାର ୨ଟା ବେଳେ ଡେଇଁ ଜଣେ ୫୫ ବର୍ଷୀୟ…

ରାଜରାସ୍ତାରେ ଯୁବତୀଙ୍କ ବେକରେ ଖଣ୍ଡା ଲଗାଇଲେ ଯୁବକ, ମୋତେ ବାହା ନ ହେଲେ ହାଣିଦେବି କହି…

ଡେରାବିଶ,୬ା୬(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ କଲେଜ ପରିସରରେ ଶନିବାର ଏକ ଅଭାବନୀୟ ଘଟଣା କ୍ରମରେ ପ୍ରେମ ପ୍ରତାରଣାର କରୁଣ ପରିଣତି ଦେଖିବାକୁ ମିଳିଛି। ଯୁକ୍ତ…

ସୂର୍ଯ୍ୟକୁମାରଙ୍କୁ ବଦଳାଇ ଶ୍ରେୟସ ଆୟରଙ୍କୁ କାହିଁକି କରାଗଲା ଅଧିନାୟକ ପ୍ରକୃତ କାରଣ କହିଲେ ଅଜିତ ଅଗରକର

ନୂଆଦିଲ୍ଲୀ,୬।୬: ଶନିବାର ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ପାଇଁ ଭାରତର ଟି-୨୦ ଦଳ ଘୋଷଣା କରିଥିଲେ, ସେତେବେଳେ ତାଲିକାରୁ ଅଧିନାୟକ…

ଦୁଇ ଦୋକାନରୁ ଚୋରି, ଚାରିଆଡ଼େ ପଡ଼ିଛି ରକ୍ତର ଛିଟା

ଆଳି,୬ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ଥାନାଠାରୁ ମାତ୍ର ଦୁଇଶହ ମିଟର ଦୂରରେ ଥିବା ମହାବୀର ବଜାରର ଦୁଇଟି ଦୋକାନରୁ ଚୋରି ହୋଇଛି। ମହାବୀର ବଜାରରେ ଥିବା…

ବକ୍ସ ଅଫିସରେ ଧମାକା କଲା ‘ପେଡ୍ଡି’: କ୍ଷମା ମାଗିଲେ ନିର୍ଦ୍ଦେଶକ

ତେଲୁଗୁ ସ୍ପୋଟର୍‌ସ ଆକ୍ସନ ଡ୍ରାମା ‘ପେଡ୍ଡି’ ରିଲିଜ ହେବାର ମାତ୍ର ଦୁଇ ଦିନ ମଧ୍ୟରେ ଭାରତୀୟ ବକ୍ସ ଅଫିସରେ ଧମାକା କରିଛି। ରାମ ଚରଣ ଏବଂ ଜାହ୍ନବୀ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଟିମ ଇଣ୍ଡିଆରେ କାହିଁକି ମିଳିଲା ସୁଯୋଗ? ଏମିତି କହିଲେ ଅଗରକର

ନୂଆଦିଲ୍ଲୀ,୬।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଏବେ ତାଙ୍କର ଅନ୍ତର୍ଜାତୀୟ ଡେବ୍ୟୁ କରିବାକୁ ପ୍ରସ୍ତୁତ ଏବଂ ସେ ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବେ ବୋଲି ଚର୍ଚ୍ଚା ଯୋର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri