Posted inଜାତୀୟ

ଶୋପିଆନ୍‌ରେ ଏନ୍‌କାଉଣ୍ଟର: ୪ ଆତଙ୍କବାଦୀ ନିହତ

ଶ୍ରୀନଗର, ୧୮।୭: ଜମ୍ମୁ-କଶ୍ମୀରରେ ମିଳିତ ସୁରକ୍ଷାକର୍ମୀଙ୍କୁ ଶନିବାର ପୁଣି ସଫଳତା ମିଳିଛି। ଦକ୍ଷିଣ କଶ୍ମୀରର ଶୋପିଆନ୍‌ ଜିଲାର ଆମ୍‌ଶିପୋରା ଅଞ୍ଚଳରେ ମିଳିତ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୪ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଏହି ସର୍ଚ୍ଚ ଅପରେଶନ୍‌ରେ ୬୨-ଆର୍‌ଆର୍‌, ସିଆର୍‌ପିଏଫ୍‌ ଏବଂ ଜମ୍ମୁ-କଶ୍ମୀର ପୋଲିସ ଟିମ୍‌ ମିଳିତ ଭାବେ ଯୋଗଦେଇଛନ୍ତି। ଏବେ ମଧ୍ୟ ୨ରୁ୩ ଜଣ ଆତଙ୍କବାଦୀ ଏକ ଗୁହାଳ ଘରେ ଲୁଚିଥିବା କୁହାଯାଉଛି। ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ କରାଯାଇ ସର୍ଚ୍ଚ ଅପରେଶନ୍‌ ଜାରି ରହିଛି। ସୂଚନାଯୋଗ୍ୟ, ଶୁକ୍ରବାର ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୩ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିବା କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ବର୍ଷରେ ୨୧୪ ଲକ୍ଷ କୋଟିକୁ ଛୁଇଁବ ଭାରତର ଋଣ, GDP’ର ୮୨ ପ୍ରତିଶତ…

ନୂଆଦିଲ୍ଲୀ,୧୧।୨: ନିକଟରେ ଉପସ୍ଥାପିତ କେନ୍ଦ୍ର ବଜେଟ୍ ୨୦୨୬-୨୭ରେ ଦେଶର ଆର୍ଥିକ ସ୍ଥିତି ଓ ଋଣ ଭାରକୁ ନେଇ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। ରିପୋର୍ଟ ଅନୁଯାୟୀ, ଗୋଟିଏ…

ମହିଳାଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତ…

ଦିଗପହଣ୍ଡି,୧୧ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ମଙ୍ଗରାଜପୁର ଗ୍ରାମର ଏମ.ସସ୍ମିତା ରେଡ୍ଡୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ଦିଗପହଣ୍ଡି ପୋଲିସ ବୁଧବାର ଗ୍ରାମର…

ସମ୍ପର୍କରେ କଳଙ୍କ; ବୋହୂଙ୍କୁ ଯୌନ ନିର୍ଯାତନା ଦେଉଥିଲେ ଶ୍ବଶୁର, ଲିଫ୍ଟରେ କରୁଥିଲେ…

ବେଙ୍ଗାଲୁରୁ,୧୧ା୨: ଉତ୍ତର ବେଙ୍ଗାଲୁରୁରୁ ଏକ ଭୟଙ୍କର ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଏକ ଘରୋଇ ସ୍କୁଲରେ ପ୍ରିନ୍ସିପାଲ୍ ଭାବରେ କାର୍ଯ୍ୟ କରୁଥିବା ଜଣେ ମହିଳା ତାଙ୍କ ଶ୍ୱଶୁରଙ୍କ…

କନ୍ଧମାଳରୁ ଭୁବନେଶ୍ୱରକୁ ଚାଲାଣ ହେଉଥିଲା ଗଞ୍ଜେଇ, ରାସ୍ତା ମଝିରେ ଧରିଲା ପୋଲିସ

ଭଞ୍ଜନଗର,୧୧ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଏସ୍‌ଆଇ ଏଲ୍‌. ବିଶ୍ୱାଳଙ୍କ ନେତୃତ୍ୱରେ ନିଧିଆପଲ୍ଲୀ ଛକରେ ଯାନବାହନ ଯାଞ୍ଚ ଚାଲିଥିଲା। ଏହି ସମୟରେ ପୋଲିସ ଏକ ବିଶ୍ୱସ୍ତ…

ଜିରିଡା ପୋଲ ଉପରୁ ୪୦ ଫୁଟ ତଳକୁ ଡେଇଁ ପଡ଼ିଲେ ମହିଳା, ତାପରେ…

ଉଦଳା,୧୧।୨(ସନ୍ତୋଷ କୁମାର ବାଚ୍ଛିନୀ): ପୋଲ ଉପରୁ ନଦୀକୁ ଡେଇଁ ପଡିଲେ ମହିଳା। ନଦୀରେ ଥିବା ମାଛ ଧରାଳି ତାଙ୍କୁ ଉଦ୍ଧାର କରିଛନ୍ତି । ଏଭଳି ଘଟଣା ଘଟିଛି…

ଗୁଗ୍‌ଲକୁ ପଚାରିଲେ ଚୋରି କରିବାର ଉପାୟ, ଲୁଟେରା ପରେ ଯାହା କଲେ ଜାଣିଲେ…

ଜୟପୁର,୧୧ା୨: ଅନେକ ସମୟରେ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା କାହାଣୀଗୁଡ଼ିକ ସିଧାସଳଖ କୌଣସି ଫିଲ୍ମର ସିନ୍‌ ପରି ମନେହୁଏ। ଜୟପୁରରଏକି ଚୋରି ଘଟଣା ଠିକ୍‌ ଫିଲ୍ମର କାହାଣୀ…

ଟି-୨୦ ବିଶ୍ୱକପ୍: ଆହତ ହେଲେ ଅଷ୍ଟ୍ରେଲିଆ ଅଧିନାୟକ, ଷ୍ଟିଭ୍ ସ୍ମିଥ୍‌ଙ୍କୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ,୧୧।୨: ଟି-୨୦ ବିଶ୍ୱକପ୍‌ରେ ଅଷ୍ଟ୍ରେଲିଆର ଅସୁବିଧା ଥମିବାର ନାଁ ନେଉନାହିଁ। ଜସ୍ ହାଜେଲଉଡ୍ ଏବଂ ପ୍ୟାଟ୍ କୁମିନ୍ସ ଆଗରୁ ଆହତ ଥିବାବେଳେ ଏବେ ଅଧିନାୟକ ମିଚେଲ ମାର୍ଶ…

ଭାରତ-ପାକିସ୍ତାନ ମ୍ୟାଚ ପୂର୍ବରୁ ଭାରତୀୟ ଟିମରେ ଖେଳିଗଲା ଖୁସିର ଲହରି!

ନୂଆଦିଲ୍ଲୀ,୧୧।୨: ଭାରତୀୟ ଦଳ ଗୁରୁବାର T20 ବିଶ୍ୱକପ 2026 ରେ ନାମ୍ବିଆର ମୁକାବିଲା କରିବ। ତା’ପରେ ଭାରତୀୟ ଦଳ ଫେବୃଆରୀ ୧୫ରେ ପାକିସ୍ତାନ ସହିତ ମୁକାବିଲା କରିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri