Posted inଜାତୀୟ

ଟଳିଲେ ୩ ଆତଙ୍କବାଦୀ

ଶ୍ରୀନଗର,୭।୧୦: ଜମ୍ମୁ କଶ୍ମୀରର ଶୋପିଆନରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଘଟିଛି। ଶୋପିଆନର ସୁଜନ ଜନପୋରା ଅଞ୍ଚଳରେ ହୋଇଥିବା ଏନକାଉଣ୍ଟରରେ ୩ଜଣ ଆତଙ୍କବାଦୀ ନିହତ ହୋଇଥିବା କୁହାଯାଉଛି। ଏବେ ବି ସେଠାରେ ଅପରେଶନ ଜାରି ରହିଛି। ନିହତ ହୋଇଥିବା ୩ ଆତଙ୍କବାଦୀଙ୍କ ମଧ୍ୟରେ ଅଛନ୍ତି ଜଣେ ଟପ କମାଣ୍ଡର। ଏପର୍ଯ୍ୟନ୍ତ ସୁରକ୍ଷା ବାହିନୀ ଦ୍ୱାରା ଦୁଇଟି ମୃତଦେହ ଉଦ୍ଧାର କରାଯାଇଛି। ପୋଲିସର ମୁଖପାତ୍ର କହିଛନ୍ତି ଯେ ଶୋପିଆନରେ ଆତଙ୍କବାଦୀଙ୍କ ଉପସ୍ଥିତି ସମ୍ପର୍କରେ ସୂଚନା ଦେବା ପରେ ସୁରକ୍ଷା ବାହିନୀ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଡକୋଦଣ୍ଡାରେ ବ୍ୟାପୁଛି ଜଣ୍ଡିସ: ସ୍ଥିତି ଅନୁଧ୍ୟାନ କଲେ ବିଡିଓ-ତହସିଲଦାର

ଭଞ୍ଜନଗର,୮/୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବଡକୋଦଣ୍ଡାରେ ବିଗତ କିଛି ବର୍ଷ ହେବ ଲଗାତାର ଗ୍ରାମର ଲୋକଙ୍କୁ ଜଣ୍ଡିସ ହେଉଛି। ଏହାଦ୍ୱାରା ଗ୍ରାମର ଶିଶୁଠାରୁ ଆରମ୍ଭ…

୧୦ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ମହିଳାଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୮।୬: ରାଜ୍ୟ କ୍ୟାବିନେଟ୍‌ରେ ସୋମବାର ୧୦ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିଛି। ୫ ବିଭାଗର ୧୦ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍‌ରେ ଅନୁମୋଦନ ମିଳିଛି। ଲୋକସେବା ଭବନର…

ପ୍ରକଳ୍ପ ନାହିଁ ତ ଜମି ନାହିଁ, କମ୍ପାନୀ ଉପରେ ନିଆଯିବ କାର୍ଯ୍ୟାନୁଷ୍ଠାନ: ରାଜସ୍ବ ମନ୍ତ୍ରୀ

ଛତ୍ରପୁର,୮।୬(ଦିଲୀପ ସାମଲ): ମହେନ୍ଦ୍ରମେଳାରେ ଯୋଗଦେଇ ଛତ୍ରପୁର ସର୍କିଟ ହାଉସ ଆସିଥିବାବେଳେ କିଛି କମ୍ପାନୀମାନେ ପ୍ରକଳ୍ପ ପାଇଁ ଜମି ନେଇଥିବା ବେଳେ ତାହା କୌଣସି କାର୍ଯ୍ୟକାରୀ କରୁ ନ…

ଜଣକ ପରେ ଜଣେ ୨୦ ଏମ୍‌ପି ଛାଡ଼ିଲେ ସାଥ୍‌, ତଥାପି ‘ଦିଦି’ଙ୍କ ସହ ପାହାଡ଼ ଭଳି ଛିଡ଼ା ହେଲେ ଏହି ୨ ବିହାରୀ ବାବୁ! ଜାଣନ୍ତୁ ସେମାନେ କିଏ…

କୋଲକାତା, ୮।୬: ପଶ୍ଚିମବଙ୍ଗ ରାଜନୀତିରେ ଏହି ସମୟରେ ମମତା ବାନାର୍ଜୀ ଏବଂ ଟିଏମସି (TMC) ଉପରେ ଏକ ବଡ଼ ପ୍ରକମ୍ପନ ସୃଷ୍ଟି ହୋଇଛି। ଏହି ପ୍ରକମ୍ପନ ତୃଣମୂଳ…

ଉଜ୍ଜ୍ୱଳା ଯୋଜନା ହିତାଧିକାରୀଙ୍କୁ ବଡ଼ ଝଟ୍‌କା: କମିଲା ସବ୍‌ସିଡି, ଜାଣନ୍ତୁ ଏବେ କେତେ ମିଳିବ…

ନୂଆଦିଲ୍ଲୀ,୮।୬: ଉଜ୍ଜଳା ହିତାଧିକାରୀଙ୍କୁ ବଡ଼ ଝଟ୍‌କା। ସବ୍‌ସିଡି ସିଲିଣ୍ଡର ସଂଖ୍ୟା ୯ରୁ ୪କୁ ଖସିଲା। ଏହାର ଅର୍ଥ ହେଉଛି ଉଜ୍ଜ୍ୱଳା ଯୋଜନା ଅଧୀନରେ ଆସୁଥିବା ପରିବାରଗୁଡ଼ିକୁ ବର୍ଷକୁ…

ସାଧୁଙ୍କୁ ମାରିଥିଲା କଲରାପତରିଆ ବାଘ: ଶିମିଳିପାଳ ଇତିହାସରେ ପ୍ରଥମ

ବାରିପଦା,୮।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଜାତୀୟ ଉଦ୍ୟାନ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଉତ୍ତର ଡିଭିଜନ ଅନ୍ତର୍ଗତ କୁମୁଦାବଡ଼ି ନିକଟରେ ଜଙ୍ଗଲରୁ ମିଳିଥିବା ଖଣ୍ଡବିଖଣ୍ଡିତ ମୃଦଦେହ ଅଂଶ ସମ୍ବନ୍ଧରେ…

କାଳବୈଶାଖୀ ତାଣ୍ଡବ: ବଜ୍ରପାତରେ ଚାଲିଗଲା ଜଣଙ୍କ ଜୀବନ

ଦିଗପହଣ୍ଡି,୮।୬(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳ ରେ ସୋମବାର ଅପରାହ୍ନ ପ୍ରାୟ ୪ଟାରୁ ସାଢ଼େ ୫ ଟା ଯାଏ କାଳବୈଶାଖୀର ତାଣ୍ଡବ ପ୍ରଭାବରେ…

ରଜକ ସମାଜ ନୂତନ କର୍ମକର୍ତ୍ତା ଚୟନ: ରାଧାମୋହନ-କହ୍ନେଇଙ୍କୁ ବଡ଼ ଦାୟିତ୍ୱ

ଭଞ୍ଜନଗର,୮।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଯୋଗୀମାରୀ ଠାରେ ରଜକ ସମାଜ ଉପରଅଣଗିରୀ ମୁଠାର ବାର୍ଷିକ ବୈଠକ ଓ ନୂତନ କର୍ମକର୍ତ୍ତା ଚୟନ ସୋମବାର ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri