Posted inଜାତୀୟ

ଶୋପିଆନ୍‌ରେ ଏନ୍‌କାଉଣ୍ଟର: ୨ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା

ଶ୍ରୀନଗର,୨୮।୩: ଜମ୍ମୁ-କଶ୍ମୀରରେ ମିଳିତ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଶୋପିଆନ୍‌ ଜିଲାର ଓ୍ବାନଗାମ୍‌ ଅଞ୍ଚଳରେ ହୋଇଥିବା ମିଳିତ ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେଶନ୍‌ ସମୟରେ ୨ ଜଣ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ଏହି ଘଟଣାରେ ଜଣେ ଯବାନ ଶହୀଦ୍‌ ହୋଇଛନ୍ତି। ଆତଙ୍କବାଦୀଙ୍କ ପାଖରୁ ଗୋଟିଏ ଆମେରିକାନ୍‌ ଏମ୍‌-୪ ଏବଂ ଏକେ-୪୭ ଜବତ ହୋଇଛି। ଅନ୍ୟ କେତେକ ଆତଙ୍କବାଦୀ ଏହି ଅଞ୍ଚଳରେ ଲୁଛିଥିବା ଖବର ମିଳିଥିବାରୁ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେଶନ୍‌ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କାଲି ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ: ଆକାଶମାର୍ଗରୁ ସ୍ଥିତି ପରଖିବେ ମୋହନ ମାଝୀ

ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା…

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର, ୨୦ ଫୁଟ ତଳକୁ ଖସିଲା କାର୍

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ବିପଦ ସଂକେତ ଟପିଲା କାଂଶବାଂଶ: ନଦୀ ଉପକୂଳବର୍ତ୍ତୀ ଅଞ୍ଚଳ ଜଳମଗ୍ନ

ସିମୁଳିଆ,୨୬।୯(ସନ୍ତୋଷ ନାୟକ): ବାଲେଶ୍ୱର ଜିଲା ସିମୁଳିଆ-ଖଇରା ଏବଂ ସୋର ବ୍ଲକ ମଧ୍ୟରେ ପ୍ରବାହିତ କାଂଶବାଂଶ ନଦୀର ଜଳ ପତ୍ତନ ଶନିବାର ହଠାତ୍‌ ବଢ଼ିବାରେ ଲାଗିଛି। ଫଳରେ ଚତୁର୍ଥ…

କର୍ଲାପାଟ ପୋଲିସକୁ ବଡ଼ ସଫଳତା: ନାକରୁଣ୍ଡି ସଶସ୍ତ୍ର ଡକାୟତି ମାମଲାରେ ୪ ଗିରଫ, ବନ୍ଧୁକ ଓ ଟଙ୍କା ଜବତ

ଥୁଆମୂଳ ରାମପୁର,୨୬।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ ନାକରୁଣ୍ଡି ଗ୍ରାମପଞ୍ଚାୟତର ଆମଝୋଲା ଗ୍ରାମରେ ଘଟିଥିବା ଚାଞ୍ଚଲ୍ୟକର ସଶସ୍ତ୍ର ଡକାୟତି ଘଟଣାର ପର୍ଦ୍ଦାଫାଶ କରିବାରେ…

ଆସନ୍ତା ଦୁର୍ଗା ପୂଜା ପାଇଁ ପ୍ରସ୍ତୁତି ଜୋର୍‌ଦାର: ମୂର୍ତ୍ତି ନିର୍ମାଣରେ ନିମଗ୍ନ କାରିଗର

ଦାରିଙ୍ଗବାଡ଼ି,୨୬ା୯(ଅରୁଣ ସାହୁ): ଆଗକୁ ପାର୍ବଣ ଋତୁ। ଏଥିପାଇଁ ଚାରିଆଡ଼େ ଚଳଚଞ୍ଚଳ। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଏହି ପର୍ବ ପାଳନ ପାଇଁ ମା’…

ବିବାଦ ଭିତରେ ନିର୍ବାଚନ କମିଶନରଙ୍କ ବଡ଼ ବୈଠକ: CEC ଓ ଦୁଇ କମିଶନରଙ୍କ ଉପସ୍ଥିତିରେ ନେଲେ ବଡ଼ ନିଷ୍ପତ୍ତି!

ନୂଆଦିଲ୍‌ଲୀ,୨୬।୯: ଦେଶର ମୁଖ୍ୟ ନିର୍ୱାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଲାଗିରହିଥିବା ବିବାଦ ମଧ୍ୟରେ ନିର୍ୱାଚନ ଆୟୋଗ ଶନିବାର (୨୬ ସେପ୍ଟେମ୍ୱର, ୨୦୨୬) ଏକ ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?