Posted inଜାତୀୟ

ଶୋପିଆନ୍‌ରେ ଏନ୍‌କାଉଣ୍ଟର: ୨ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା

ଶ୍ରୀନଗର, ୨୦।୧୦: ଜମ୍ମୁ-କଶ୍ମୀରରେ ମିଳିତ ସୁରକ୍ଷାକର୍ମୀଙ୍କୁ ପୁଣି ସଫଳତା ମିଳିଛି। ଶୋପିଆନ୍‌ର ମଲହୋରା ଅଞ୍ଚଳରେ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ହୋଇଥିବା ସର୍ଚ୍ଚ ଅପରେଶନ୍‌ରେ ୨ ଆତଙ୍କବାଦୀଙ୍କୁ ଏନ୍‌କାଉଣ୍ଟର କରାଯାଇଛି। ସେମାନଙ୍କଠାରୁ ଏ.କେ-୪୭ ରାଇଫଲ ଏବଂ ପିସ୍ତଲ ଜବତ କରାଯାଇଛି। ଏଠାରେ ଆତଙ୍କବାଦୀ ଲୁଚିଥିବା ଖବର ପାଇବା ପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ କରାଯାଇ ସର୍ଚ୍ଚ ଅପରେଶନ୍‌ ଆରମ୍ଭ ହୋଇଥିଲା। ଆତଙ୍କବାଦୀମାନେ ଖସି ପଳାଇବା ଲାଗି ସୁରକ୍ଷାକର୍ମୀଙ୍କୁ ଉପରକୁ ଆଖିବୁଜା ଗୁଳିମାଡ଼ କରିଥିଲେ। ଏହାର ଜବାବରେ ଜମ୍ମ-କଶ୍ମୀର ପୋଲିସ ଏବଂ ସିଆର୍‌ପିଏଫ୍‌ ଯବାନଙ୍କ ପକ୍ଷରୁ ପାଲଟା ଗୁଳି ଚାଳନା କରାଯାଇଥିଲା। ଏନେଇ କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ପରେ ରାଜ୍ୟ ସଭାରେ ବି ମୋହର; ପାରିତ ହେଲା ‘ଆଣ୍ଟି-ପେପର ଲିକ୍ ବିଲ୍’, ଦୋଷୀଙ୍କୁ ହେବ ୧୦ ବର୍ଷ ଜେଲ୍

ନୂଆଦିଲ୍ଲୀ,୩୦।୭: ଲୋକ ସଭାରେ ଆଣ୍ଟି-ପେପର ଲିକ୍ ବିଲ୍ ଗୃହୀତ ହେବା ପରେ, ରାଜ୍ୟ ସଭାରେ ପାସ୍ ହୋଇଛି। ଅଧ୍ୟକ୍ଷ ସି.ଭି. ରାଧାକୃଷ୍ଣନ୍ ଏହାକୁ ଭଏସ୍ ଭୋଟ୍ ଦ୍ୱାରା…

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

୪୮ ଘଣ୍ଟା ପାଇଁ ଧବଳେଶ୍ବର ପୀଠକୁ ଯିବା ମନା: ଲାଗିଲା ପ୍ରଶାସନିକ କଟକଣା

ଆଠଗଡ଼, ୩୦।୭: ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବରଙ୍କ ପୀଠକୁ ଗୁରୁବାର ଅପରାହ୍ଣ ୪ଟାରୁ ପରବର୍ତ୍ତୀ ୪୮ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ଯିବା ଆସିବା ସମ୍ପୂର୍ଣ୍ଣ ବାରଣ…

କକରୋଚ୍ ଜନତା ପାର୍ଟି ଆନ୍ଦୋଳନ ଉପରେ ହେବ ଫିଲ୍ମ: ୨୦୨୭ରେ ହେବ ରିଲିଜ୍‌, ଜାଣନ୍ତୁ କିଏ କରିବେ ଅଭିନୟ?

ଦିଲ୍ଲୀର ଜନ୍ତର-ମନ୍ତରରେ ‘କକରୋଚ୍ ଜନତା ପାର୍ଟି’ (CJP) ର ଆନ୍ଦୋଳନ ସାରା ଦେଶର ଧ୍ୟାନ ଆକର୍ଷଣ କରିଥିଲା। ଦେଶସାରାର ଯୁବକମାନେ ଏହି ଆନ୍ଦୋଳନର ଅଂଶବିଶେଷ ହୋଇଥିଲେ ଏବଂ…

ସାହସ ଦେଖି ସମସ୍ତେ ଆଶ୍ଚର୍ଯ୍ୟ! ଚଳନ୍ତା ବସ୍‌ ଆଗରେ ଛିଡା ହୋଇଗଲେ ACP ମୋନିକା, ଜାଣନ୍ତୁ କାରଣ

ଭୋପାଳ,୩୦।୭: ମଧ୍ୟପ୍ରଦେଶର ଭୋପାଳରେ କୃଷକ ଆନ୍ଦୋଳନ ସମୟରେ ACP ମୋନିକା ଶୁକ୍ଲାଙ୍କ ସାହସିକ ପଦକ୍ଷେପ ଏବେ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛି । ଆନ୍ଦୋଳନକାରୀମାନେ ବ୍ୟାରିକେଡ୍…

ସମୁଦ୍ର ଗଭୀରରେ ଭାରତର ସବୁଠାରୁ ବଡ଼ ସନ୍ଧାନ! ମିଳିବ କି ଶ୍ରୀକୃଷ୍ଣଙ୍କ ଦ୍ୱାରକା? ୨୦୩୦ ଯାଏଁ ଚାଲିବ…

ସମୁଦ୍ରର ଗଭୀରତାରେ ଲୁଚି ରହିଥିବା ଭାରତର ପ୍ରାଚୀନ ଇତିହାସକୁ ସାମ୍ନାକୁ ଆଣିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ଅଭିଯାନ ଆରମ୍ଭ କରିଛନ୍ତି। ବର୍ଷ ୨୦୩୦ ପର୍ଯ୍ୟନ୍ତ…

ଗୋରୁ ବୋଝେଇ ଗାଡ଼ି ସହ ୨ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ, ହାଟରେ ବିକ୍ରି ପାଇଁ ନେଉଥିଲେ

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ଅଞ୍ଚଳରେ କିଛି ଗୋରୁ ବେପାରୀ ଗତ କିଛିଦିନ ହେଲା ବେଧଡକ ଭାବେ ବେଆଇନ ଗୋରୁ ବ୍ୟବସାୟ…

ପେଲେଟ୍ ଗନ୍ କ’ଣ, ଏହା କେତେ ଘାତକ? କେଉଁ ପରିସ୍ଥିତିରେ ବ୍ୟବହାର ହୁଏ ଜାଣନ୍ତୁ

ନୂଆଦିଲ୍ଲୀ,୩୦।୭: ସଂସଦରେ ଆଣ୍ଟି ପେପର ଲିକ୍ ବିଲ୍ ଉପରେ ଆଲୋଚନା ସମୟରେ ପେଲେଟ୍ ଗନ୍ ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀଙ୍କ ମଧ୍ୟରେ ତୀବ୍ର ବାକ୍‌ଯୁଦ୍ଧ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri