ରାତି ଅଧରେ ରାଜଧାନୀରେ ଏନ୍‌କାଉଣ୍ଟର: ଅପରାଧୀ ଚକରା ଆହତ

ଭୁବନେଶ୍ୱର,୧୨।୫(ବ୍ୟୁରୋ): ପୋଲିସ ଗୁଳିରେ ଦୁର୍ଦ୍ଦାନ୍ତ ଅପରାଧୀ ଚକରା ବାରିକ ଆହତ। ବୁଧବାର ମଧ୍ୟରାତ୍ରରେ ବରମୁଣ୍ଡା ହାଇସ୍କୁଲ ପଡ଼ିଆରେ ହୋଇଥିବା ଏନକାଉଣ୍ଟରରେ ସେ ଆହତ ହୋଇଛନ୍ତି। ତାଙ୍କ ଡାହାଣ ଗୋଡ଼ରେ ଗୁଳି ବାଜିଛି। ଆହତ ଅବସ୍ଥାରେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ପୋଲିସଠାରୁ ମିଳିଥିବା ସୂଚନା ମୁତାବକ, ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଖଣ୍ଡଗିରି ପୁଲିସ ଓ ସ୍ପେଶାଲ ସ୍କ୍ବାର୍ଡ ଚକରାଙ୍କୁ ଧରିବାକୁ ଯାଇଥିଲେ। ଚକରା ଓ ତାଙ୍କ ସହଯୋଗୀ ପୋଲିସକୁ ଦେଖି ଗୁଳି ଚଳାଇବା ସହ ବୋମାମାଡ଼ କରିଥିଲେ। ଏହାର ଜବାବରେ ପୋଲିସ ପାଲଟା ଗୁଳି ଚଳାଇଥିଲା। ଏଥିରେ ଚକରା ଆହତ ହୋଇଥିବା ବେଳେ ୨ ପୋଲିସ ଅଧିକାରୀ ବି ସାମାନ୍ୟ ଆହତ ହୋଇଛନ୍ତି। ଘଟଣାସ୍ଥଳରୁ ବୋମା, ବନ୍ଧୁକ ସମେତ ଏକ କାର୍‌ ଜବତ ହୋଇଛି। ଅପରପକ୍ଷେ ଫେରାର ହୋଇଥିବା ଚକରାଙ୍କ ସହଯୋଗୀଙ୍କୁ ପୋଲିସ ଖୋଜୁଛି । ଭୁବନେଶ୍ୱର ଡିସିପି ପ୍ରତୀକ ସିଂହ ଘଟଣାସ୍ଥଳକୁ ଯାଇ ତଦନ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ‘ନରେନ୍ଦ୍ର’ଙ୍କ ନେତୃତ୍ବରେ ହେଉଛି ନବଭାରତର ନିର୍ମାଣ

ଭୁବନେଶ୍ୱର,୧୭ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଅବସରରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ଶତ ଶତ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି। ସୋସିଆଲ ମିଡିଆ…

ପ୍ରେମିକା ଘର ବାରଣ୍ଡାରେ ପ୍ରେମିକଙ୍କୁ ପିଟି ପିଟି ହତ୍ୟା, ପ୍ରମାଣ ନଷ୍ଟ ପାଇଁ ଜାଳିଦେଲେ ମୃତଦେହ

ଦେବଗଡ଼, ୧୭ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଓ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପ୍ରେମିକା ଘରକୁ ଯାଇଥିବା ବେଳେ ପ୍ରେମିକଙ୍କୁ ନିର୍ମମ…

ଭାରତ-ପାକ୍‌ ନୌସେନା ଜାହାଜ ମୁହାଁମୁହିିଁ ଧକ୍କା

ନୂଆଦିଲ୍ଲୀ, ୧୭ା୯ : ଆରବ ସାଗରସ୍ଥିତ ଅନ୍ତର୍ଜାତୀୟ ଜଳଭାଗରେ ପାକିସ୍ତାନୀ ନୌସେନାର ଏକ ଜାହାଜ ଅତ୍ୟନ୍ତ ବେପରୁଆ ଭାବେ ଗତିକରି ଭାରତୀୟ ନୌସେନାର ଜାହାଜ ସହ ମୁହାଁମୁହିଁ…

PM ମୋଦିଙ୍କ ୭୭ତମ ଜନ୍ମଦିନ, ଗୁଜରାଟରେ ଜଳିବ ୮୮ ଲକ୍ଷ ଦୀପ

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୭ତମ ଜନ୍ମଦିନ ଅବସରରେ ଭାରତୀୟ ଜନତା ପାର୍ଟି (ଭାଜପା) ପକ୍ଷରୁ ଦେଶବ୍ୟାପୀ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ବିଶେଷ କରି ଗୁଜରାଟରେ…

ମହାଶକ୍ତିଶାଳୀ ବୁଧାଦିତ୍ୟ ରାଜଯୋଗ: ଆଜିଠୁ ୫ ରାଶିଙ୍କ ଗୋଲଡେନ୍‌ ସମୟ ଆରମ୍ଭ, ଲାଗିବ ଲଟେରୀ, ଟଙ୍କାରେ ଶୋଇବେ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୭ ସେପ୍ଟେମ୍ବର ୨୦୨୬ରେ ସୂର୍ଯ୍ୟ ସିଂହ ରାଶିରୁ ବାହାରି କନ୍ୟା ରାଶିରେ ପ୍ରବେଶ କରିବେ। ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ସକାଳ ୭ଟା…

ପ୍ରଧାନମନ୍ତ୍ରୀ ମୋଦିଙ୍କ ନାମରେ ଅଛି ଏତେ ସମ୍ପତ୍ତି, ଜାଣନ୍ତୁ ପ୍ରପର୍ଟିର ପୂରା ତଥ୍ୟ

ନୂଆଦିଲ୍ଲୀ,୧୭।୯: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ। ଏହି ଅବସରରେ ତାଙ୍କ ଜୀବନ ଓ ବ୍ୟକ୍ତିଗତ ସମ୍ପତ୍ତିକୁ ନେଇ ମଧ୍ୟ ଚର୍ଚ୍ଚା ହେଉଛି। ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ (PMO)ରେ…

ସମ୍ବଲପୁରରେ ଡପ୍‌ଲର ୱେଦର ରାଡାରର ଉଦ୍‌ଘାଟନ

ସମ୍ବଲପୁର, ୧୭ା୯ (ପ୍ରମୋଦ ବହିଦାର): ପବିତ୍ର ନୂଅଁାଖାଇ ଉତ୍ସବ ଅବସରରେ ସମ୍ବଲପୁରରେ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ିହୋଇଛି। କେନ୍ଦ୍ର ବିଜ୍ଞାନ ଓ…

୧୯ରେ ଲଘୁଚାପ, ଶୁକ୍ରବାରଠାରୁ ବଢ଼ିବ ବର୍ଷା: ସମ୍ଭାବ୍ୟ ବାତ୍ୟାକୁ ନେଇ ଆଇଏମ୍‌ଡି ଡିଜି କହିଲେ…

ଭୁବନେଶ୍ୱର, ୧୭ା୯(ବନ୍ଦନା ସେଠୀ):ଉତ୍ତର ଥାଇଲାଣ୍ଡ ଉପରେ ବୁଧବାର ସକାଳ ୮ଟା ୩୦ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୧୮ ତାରିଖ ସନ୍ଧ୍ୟାରେ ଘୂର୍ଣ୍ଣିବଳୟ ଉତ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?