ସମ୍ବଲପୁରରେ ଦୁର୍ଦ୍ଦାନ୍ତ ଅପରାଧୀ ମହେଶକୁ ଏନ୍‌କାଉଣ୍ଟର

ସମ୍ବଲପୁର,୪।୩( ପ୍ରମୋଦ ବହିଦାର): ସମ୍ବଲପୁରରେ ଦୁର୍ଦ୍ଦାନ୍ତ ଅପରାଧୀ ମହେଶ କୁମାରକୁ ଏନକାଉଣ୍ଟର କରାଯାଇଥିବା ସୂଚନା ମିଳିଛି। ଅଇଁଠାପାଲି ଥାନା ଜମାଦାରପାଲି ବିମାନ ଅବତରଣ କେନ୍ଦ୍ରର ରାସ୍ତାର ଲମ୍‌ଡୁଙ୍ଗରୀ ନିକଟରେ ମଙ୍ଗଳବାର ପ୍ରାତଃ ୫ଟା ୪୫ମିନିଟ ସମୟରେ ମହେଶକୁ ଏନକାଉଣ୍ଟର କରାଯାଇଛି। ଏନକାଉଣ୍ଟରବେଳେ ମହେଶର ବାମ ଗୋଡ଼ରେ ଗୁଳି ବାଜିଛି।

ଗୁଳି ବାଜି ଆହତ ମହେଶକୁ ଚିକିତ୍ସା ପାଇଁ ଭିମସାର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି। ମହେଶ ୪୦ ହଜାର ଲୁଟି ଫେରାର ହେଉଥିବା ବେଳେ ପୋଲିସ ପିଛା କରିବାବେଳେ ସେ ପୋଲିସ ଉପରକୁ ଗୁଳି ଚଲାଇ ଥିଲେ। ପୋଲିସ ଆତ୍ମରକ୍ଷା ସ୍ବରୁପ ତାଙ୍କ ଉପରକୁ ପାଲଟା ଗୁଳି ଚାଳନା କରିବାରୁ ସେ ଆହତ ହୋଇଛନ୍ତି। ତାଙ୍କ ନିକଟରୁ ପୋଲିସ ଏକ ୭ ଏମ୍ଏମ୍ ପିସ୍ତଲ, ୨ଟି ଖାଲି କାର୍ତୁସ, ବାଇକ ଓ ଲୁଟ କରିଥିବା ୪୦ ହଜାର ଟଙ୍କା ପୁଲିସ ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ବେଙ୍ଗାଲୁରୁର ସୂର୍ଯ୍ୟ ଉତ୍କର୍ଷ ସଡ଼କ ସୁରକ୍ଷା ସମ୍ପର୍କରେ ଲୋକଙ୍କୁ ସଚେତନ କରୁଛନ୍ତି। ପିଲାବେଳେ ରାସ୍ତା ଦୁର୍ଘଟଣାର ଶିକାର ହୋଇ ଅନେକ ଦିନର ଚିକିତ୍ସା ପରେ ସୁସ୍ଥ ହୋଇ…

ଡାହାଣୀ ହୋଇ ଲାଗିବେ

ମୋର ଜଣେ ଆରକ୍ଷୀ ବନ୍ଧୁ ତାଙ୍କ ହ୍ବାଟ୍ସଆପ୍‌ ଷ୍ଟାଟସ୍‌ରେ ନିଶା ନିବାରଣ ପାଇଁ ପୋଲିସ ବିଭାଗ ସହ ହାତ ମିଳାଇ କାମ କରିବା ପାଇଁ ତାଙ୍କର ସାଙ୍ଗସାଥୀ…

୨୦ ବର୍ଷ ପରେ କୋଲକାତା ଫେରିଲେ ତସଲିମା ନାସରିନ; ହେଲେ ପରିସ୍ଥିତି ହେଲା ଅଶାନ୍ତ, କାହିଁକି ଜାଣନ୍ତୁ

କୋଲକାତା,୨।୮: ପ୍ରାୟ ଦୁଇ ଦଶନ୍ଧି ପରେ ତସଲିମା ନାସରିନ ପୁଣି ଥରେ କୋଲକାତାରେ ପହଞ୍ଚିଛନ୍ତି। ସେ ମନ୍ତବ୍ୟ ଦେଇଥିଲେ ଯେ ତାଙ୍କର ପ୍ରତ୍ୟାବର୍ତ୍ତନ ପ୍ରମାଣ କରେ ଯେ…

ୟୁରୋପରେ ଗ୍ରୀଷ୍ମ ତାଣ୍ଡବ

ଶୀତପ୍ରଧାନ ମହାଦେଶ ୟୁରୋପରେ ଅତ୍ୟଧିକ ଉତ୍ତାପଜନିତ ବିପର୍ଯ୍ୟୟ ଯେ କେତେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି କରିପାରେ, ଏହା ଅବିଶ୍ୱସନୀୟ ହେଲେ ମଧ୍ୟ ୨୦୨୬ ମସିହା ଗ୍ରୀଷ୍ମଋତୁ ତାହାର…

ସମୟର ସଙ୍କେତ

ମଦର ଅଫ୍‌ ଡେମୋକ୍ରାସି ବା ଗଣତନ୍ତ୍ରର ଜନନୀ ହେଉଛି ଭାରତ। ଏହା ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି)ରେ ଏକ ଅସ୍ଥାୟୀ ନିର୍ବାଚିତ ଆସନ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଛି।…

ସମୁଦ୍ର କୂଳରେ ଖେଳୁଥିଲେ,ହଠାତ୍ ମାଡ଼ି ଆସିଲା ଜୁଆର: ଭାସିଯାଇ ୮ ବର୍ଷର ଶିଶୁ ମୃତ, କାନ୍ଦ ବୋବାଳିରେ…

ଛତ୍ରପୁର, ୧ା୮(ଦିଲ୍ଲୀପ ସାମଲ / ଅନାଥ ତରାଇ): ଗଞ୍ଜାମ ବ୍ଲକ୍ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ନୂଆ ପୋଡେମପେଟା ଗ୍ରାମରେ ଶନିବାର ଏକ ହୃଦୟବିଦାରକ ଘଟଣା ଘଟିଛି। ଗ୍ରାମର…

ରାହୁଲ ଗାନ୍ଧୀ , ପପୁ ଯାଦବଙ୍କ ନାମରେ ରୁଜୁ ହେଲା ମାମଲା, କାହିଁକି ଜାଣନ୍ତୁ…

ବାରାଣସୀ,୧ା୮: ପାର୍ଲାମେଣ୍ଟରେ ବିରୋଧୀ ଦଳ ଏମ୍‌ପିମାନଙ୍କ ବିକ୍ଷୋଭ ବେଳେ ସନାତନ ଧର୍ମକୁ ଅପମାନିତ କରାଯିବା ସହ ଧର୍ମୀୟ ଭାବାବେଗକୁ ଆଘାତ ପହଞ୍ଚାଇଥିବା ଅଭିଯୋଗରେ ବାରାଣସୀ ପୋଲିସ ଶନିବାର…

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri