Posted inଜାତୀୟ

ଯୋଗୀଙ୍କ ଶାସନରେ ଏନ୍‌କାଉଣ୍ଟର, ୧୩୯ ଅପରାଧୀଙ୍କ ମୁଣ୍ଡ ଗଡ଼ିଛି…

ଲକ୍ଷ୍ନୌ,୨୦।୭: ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଶାସନରେ ଏନ୍‌କାଉଣ୍ଟରରେ ୧୩୯ ଅପରାଧୀଙ୍କ ମୁଣ୍ଡ ଗଡ଼ିଛି। ସେହିପରି ୧୫୭୪ କୋଟିରୁ ଅଧିକ ବେଆଇନ ସମ୍ପତ୍ତି ଜବତ ହୋଇଛି। ଏସମ୍ପର୍କରେ ରାଜ୍ୟ ଗୃହ ବିଭାଗର ମୁଖ୍ୟ ସଚିବ ଅବନୀଶ କୁମାର ଅଓ୍ବସ୍ଥି ସୂଚନା ଦେଇଛନ୍ତି। ସେହିପରି ପୋଲିସ କାର୍ଯ୍ୟାନୁଷ୍ଠାନରେ ୩,୧୯୬ ଜଣ ଅପରାଧୀ ଆହତ ହୋଇଛନ୍ତି। ୨୦୧୭ ମାର୍ଚ୍ଚ ୨୦ରୁ ୨୦୨୧ ଜୁନ୍‌ ୨୦ ମଧ୍ୟରେ ଏଭଳି ଘଟିଛି। ଅପରପକ୍ଷରେ ୧୩ ଜଣ ଯବାନ ଶହୀଦ୍‌ ହୋଇଥିବାବେଳେ ୧,୧୨୨ ପୋଲିସ ଆହତ ହୋଇଛନ୍ତି। ଏହି ସମୟ ମଧ୍ୟରେ ଗ୍ୟାଙ୍ଗଷ୍ଟର ଅଧିନିୟମ ଅନ୍ତର୍ଗତ ୧୩୭୦୦ ମାମଲା ରୁଜୁ ହୋଇଛି ଏବଂ ୪୩ ହଜାରରୁ ଅଧିକ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ବାରାଣସୀ ଜୋନ୍‌ରେ ସର୍ବାଧିକ ୪୨୦ ମାମଲା ରୁଜୁ ହେବା ସହିତ ୨୦୨ କୋଟି ୨୯ ଲକ୍ଷ ଟଙ୍କାରୁ ଅଧିକ ସମ୍ପତ୍ତି ଜବତ ହୋଇଛି। ଗୋରଖପୁର ଜୋନ୍‌ରେ ୨୦୮ ମାମଲା ରୁଜୁ ହୋଇଥିବାବେଳେ ୨୬୪ କୋଟି ୮୫ ଲକ୍ଷରୁ ଅଧିକ ଟଙ୍କା ମୂଲ୍ୟର ସମ୍ପତ୍ତି ଜବତ କରାଯାଇଛି। ବରେଲୀ ଜୋନ୍‌ରେ ୧୮୪ କୋଟି ୮୨ ଲକ୍ଷ ଟଙ୍କାରୁ ଅଧିକ ବେଆଇନ ସମ୍ପତ୍ତିକୁ ସରକାର ଦଖଲ କରିଥିବା ମୁଖ୍ୟ ସଚିବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

ଆମେରିକା କାର୍ଯ୍ୟାନୁଷ୍ଠାନ ଉପରେ ସ୍ପଷ୍ଟୀକରଣ ରଖିଲା ଭାରତ, H-1B ଭିସା ଉପରେ …

ନୂଆଦିଲ୍ଲୀ,୯।୧୦: ଆମେରିକା ସରକାରଙ୍କ ଦ୍ୱାରା କେତେକ ପ୍ରମୁଖ ଟେକ୍ କମ୍ପାନୀକୁ ନିଯୁକ୍ତି-ଭିତ୍ତିକ ଗ୍ରୀନ୍ କାର୍ଡ କାର୍ଯ୍ୟକ୍ରମରୁ ନିଲମ୍ବିତ କରାଯିବା ନିଷ୍ପତ୍ତି ଉପରେ ଭାରତର ବୈଦେଶିକ ମନ୍ତ୍ରାଳୟ (MEA)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?