କପ୍ତିପଦାରେ ଜବରଦଖଲ ଉଚ୍ଛେଦ, ଏନଏସି ମାନ୍ୟତା ପାଇବା ପରେ…

ଉଦଳା,୨୯।୧(ସନ୍ତୋଷ କୁମାର ବାଚ୍ଛିନୀ): ନୂତନ ଏନଏସି ଭାବେ କପ୍ତିପଦା ଘୋଷଣା ହୋଇଛି । ଏନଏସି ମାନ୍ୟତା ପାଇବା ପରେ ଆଜି ପ୍ରଶାସନ ପକ୍ଷରୁ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ ହୋଇଛି । ଆଜି କପ୍ତିପଦା ବ୍ଲକ ଠାରୁ ଗୋଲେଇ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟରେ ଦୁଇ ଦିନ ଜବରଦଖଲ ଉଚ୍ଛେଦ ଆରମ୍ଭ ହୋଇଛି । ଏହା ସହିତ ଦ୍ଵିତୀୟ ପର୍ଯ୍ୟାୟରେ ମାର୍ଚ୍ଚ ମାସରେ ପୁନର୍ବାର ଜବରଦଖଲ ଉଚ୍ଛେଦ ହେବ।

ପ୍ରଥମ ପର୍ଯ୍ୟାୟରେ ୧୮୭ ଦୋକାନୀ କରିଥିବା ଜବରଦଖଲ ଉଚ୍ଛେଦ କରାଯାଇଛି । ଯାହାକି ଦୁଇ ପ୍ଲାଟୁନ ପୋଲିସ ଫୋର୍ସ ସହିତ ଏହି ଉଚ୍ଛେଦ ପ୍ରକ୍ରିୟା ଜାରି ରହିଛି । କପ୍ତିପଦା ତହସିଲଦାରଙ୍କ ସମେତ ଦୁଇ ଜଣ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଏହି ପ୍ରକ୍ରିୟା ଚାଲିଛି। ଏନଏସି ପାଇଁ ଆବଶ୍ୟକ ସମସ୍ତ ସରକାରୀ ଜାଗାକୁ ଖାଲି କରିବା ସହିତ ବିଶେଷ କରି ରାସ୍ତା ସମ୍ପ୍ରସାରଣ କରାଯିବାକୁ ପ୍ରାଧାନ୍ୟ ଦିଆଯାଇଥିବା କହିଛନ୍ତି କପ୍ତିପଦା ତହସିଲଦାର। କୌଣସି ଅପ୍ରିତିକାର ପରିସ୍ଥିତିକୁ ନଜରରେ ରଖି ବ୍ୟାପକ ପୋଲିସ ମୁତୟନ ହୋଇଛନ୍ତି। ଏହା ସହିତ ଉଚ୍ଛେଦ ହୋଇଥିବା ଦୋକାନୀଙ୍କୁ ଭେଣ୍ଡିଙ୍ଗ ଜୋନ କରି ଥଇଥାନ କରାଯିବ ବୋଲି କହିଛନ୍ତି ତହସିଲଦାର ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଖୁସିଖବର: ଯୁଦ୍ଧ ମଧ୍ୟରେ ଭାରତରେ ପହଞ୍ଚିଲା ଏତେ ମେଟ୍ରିକ ଟନ୍‌ ଗ୍ୟାସ, ଏବେ କମିଯିବ…

ନୂଆଦିଲ୍ଲୀ,୧୬।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ ଅନେକ ଦେଶର ଜାହାଜ ହର୍ମୁଜ ପ୍ରଣାଳୀ ପାର୍‌ କରିପାରିନଥିଲେ, କିନ୍ତୁ ଦୁଇଟି ଭାରତୀୟ ଜାହାଜକୁ ଅନୁମତି…

ଦିଗପହଣ୍ଡି ପୋଲିସକୁ ସଫଳତା, ୩ଜଣଙ୍କୁ ଗିରଫ କରି କୋର୍ଟଚାଲାଣ…

ଦିଗପହଣ୍ଡି,୧୬ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ସୋମବାର ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସୁନାରି ସାହିର ପ୍ରଦୀପ କୁମାର ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ…

SCB ନିଆଁ: ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌ ଗଠନ କଲେ ମୁଖ୍ୟମନ୍ତ୍ରୀ, ଆଜି ସନ୍ଧ୍ୟା ସୁଦ୍ଧା…

ଭୁବନେଶ୍ୱର,୧୬ା୩(ସୁନିତ୍‌ ମିଶ୍ର): କଟକ ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲରେ ଘଟିଯାଇଥିବା ଦୁର୍ଭାଗ୍ୟଜନକ ଅଗ୍ନିକାଣ୍ଡ ଏବଂ ଏଥିପାଇଁ ରୋଗୀମାନଙ୍କ ମୃତ୍ୟୁ ଯୋଗୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

IDFର ଦାବି, ଅଲି ଖାମେନେଇଙ୍କ ବିମାନ ଧ୍ବସଂ କଲା ଇସ୍ରାଏଲ

ନୂଆଦିଲ୍ଲୀ,୧୬।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ସୋମବାର ସକାଳେ ଇସ୍ରାଏଲ ତେହେରାନର ମେହରାବାଦ ବିମାନବନ୍ଦର ଉପରେ ଏକ ବଡ଼ ଧରଣର ଆକ୍ରମଣ କରିଥିଲା । ଇସ୍ରାଏଲ ପ୍ରତିରକ୍ଷା ବାହିନୀ (IDF)…

IPL ୨୦୨୬ ଅଧିନାୟକ ତାଲିକା: ୨୪ ବର୍ଷୀୟ ଖେଳାଳିଙ୍କୁ ଅଧିନାୟକତ୍ୱ ଦେଲା ଏହି ଦଳ

ନୂଆଦିଲ୍ଲୀ,୧୬।୩: IPL ୨୦୨୬ ମାର୍ଚ୍ଚ ୨୮ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ଏହି ସିଜିନ ଡିଫେଣ୍ଡିଂ ଚାମ୍ପିଅନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଏକ ମ୍ୟାଚ ସହିତ…

ଯେତେ ଲଢିବା କଥା ଲଢନ୍ତୁ ଇରାନ, ଇସ୍ରାଏଲ, ଆମେରିକା: ଏଥିରୁ ରକ୍ଷା ପାଇବାର ରାସ୍ତା ପାଇଗଲା ଭାରତ

ନୂଆଦିଲ୍ଲୀ,୧୬।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ଏବଂ ଦେଶରେ ଗ୍ୟାସ ଅଭାବ ମଧ୍ୟରେ, ନୂଆଦିଲ୍ଲୀ ନିରନ୍ତର ପଦକ୍ଷେପ ନେଉଛି। ଆର୍ଥିକ ସଙ୍କଟର ଆଶଙ୍କା ମଧ୍ୟରେ ନରେନ୍ଦ୍ର ମୋଦି…

ମୁହଁ ଖୋଲିଲେ ନବୀନ; ଯେଉଁମାନେ କ୍ରସ୍‌ ଭୋଟିଂ କରିଛନ୍ତି, ସେମାନଙ୍କର କ୍ରିମିନାଲ…

ଭୁବନେଶ୍ବର,୧୬।୩: ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ହୋଇଥିବା ନେଇ ସୂଚନା ରହିଛି । ଏହାରି ଭିତରେ ମୁହଁ ଖୋଲିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।…

ଟ୍ରମ୍ପଙ୍କୁ ଧୋକା ଦେଲେ ଏହି ଦେଶ, ଯୁଦ୍ଧ ମଝିରେ ଛାଡିଦେଲେ ହାତ, ଏବେ କରିବେ କ’ଣ?

ଓ୍ବାଶିଂଟନ୍‌,୧୬।୩: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ବିବାଦକୁ ଦୃଷ୍ଟିରେ ରଖି, ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହର୍ମୁଜ ପ୍ରଣାଳୀକୁ ସୁରକ୍ଷା ଦେବା ପାଇଁ ସହଯୋଗୀ ରାଷ୍ଟ୍ରଗୁଡ଼ିକୁ ଯୁଦ୍ଧଜାହାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri