ଲେଙ୍ଗୁ ମିଶ୍ର ଛକ-ଜୀରାବ୍ରିଜ୍‌ ରାସ୍ତା ଜବରଦଖଲ: ଉଚ୍ଛେଦ ନ ହେଲେ…

ବରଗଡ଼,୨୪ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରମ ବହୁଚର୍ଚ୍ଚିତ ଲେଙ୍ଗୁମିଶ୍ର ଛକରପୁରୁଣା ଜୀରାବ୍ରିଜ ରାସ୍ତା ଜବରଦଖଲ ଉଚ୍ଛେଦ ନେଇ ଗତ ୨୦୨୩ ରୁ ଦାବି ଜୋର୍‌ ଧରି ଆସିଛି। ଜିଲା ଓକିଲ ସଂଘ ନେତୃତ୍ୱରେ ସ୍ଥାନୀୟ ସମଲେଶ୍ୱରୀ ସଂଘ ସମେତ ବିଭିନ୍ନ ଅନୁଷ୍ଠାନର ଦୃଢ଼ ଦାବି ପରେ ପ୍ରଶାସନ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ କରିଥିଲା। ମାତ୍ର ଉଚ୍ଛେଦ ପ୍ରକ୍ରିୟାରେ ପ୍ରଭାବିତ ଲୋକେ ନ୍ୟାୟାଳୟର ଦ୍ୱାରସ୍ଥ ହେବା ପରେ ସେ ନେଇ ବିଚାର ପ୍ରକ୍ରିୟାରେ ସମୟ ଗଡ଼ିଥିଲା। ଉଚ୍ଚ ନ୍ୟାୟାଳୟ ଥରେ ନୁହେଁ, ୩ଥର ଉଚ୍ଛେଦ ସପକ୍ଷରେ ରାୟ ପ୍ରଦାନ କରି ସାରିଛନ୍ତି। ଏହାସତ୍ତ୍ୱେ ସମ୍ପୃକ୍ତ ଜବରଦଖଲକୁ ପ୍ରଶାସନ ଏ ଯାଏ ହଟାଇ ନାହିଁ। ଏହାକୁ ନେଇ ଅସନ୍ତୋଷ ତେଜି ଉଠିଛି। ଏହି କ୍ରମରେ ସୋମବାର ବରଗ ସମଲେଶ୍ବରୀ ସଂଘ ଏବଂ ନାଗରିକ ମଞ୍ଚ ନେତୃତ୍ୱରେ ବିଭିନ୍ନ ସଂଗଠନର ଶତାଧିକ ସଭ୍ୟ ଏକ ବିଶାଳ ଶୋଭାଯାତ୍ରାରେ ବରଗ ପୌର ପରିଷଦ କାର୍ଯ୍ୟାଳୟକୁ ଯାଇଥିଲେ। ସେଠାରେ ବିକ୍ଷୋଭ ପ୍ରଦର୍ଶନ ସହିତ ଉଚ୍ଛେଦ ଦାବିରେ ପୌର ପରିଷଦର କାର୍ଯ୍ୟ ନିର୍ବାହୀ ଅଧିକାରୀଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରିଥିଲେ। ଲେଙ୍ଗୁ ମିଶ୍ର ଛକଠାରୁ ପୁରୁଣା ଜୀରାବ୍ରିଜ ପର୍ଯ୍ୟନ୍ତ ରାସ୍ତା ଜବରଦଖଲ ତୁରନ୍ତ ହଟା ନ ଗଲେ ପୌର ପରିଷଦକୁ ଅଚଳକରି ଦିଆଯିବ। ଏହା ସହିତ ଏହି ସ୍ଥାନରୁ ଜବରଦଖଲ ନ ହଟିବା ପର୍ଯ୍ୟନ୍ତ ସହରର ଅନ୍ୟ କୌଣସି ସ୍ଥାନକୁ ଉଚ୍ଛେଦ କରି ଦିଆଯିବ ନାହିଁ ବୋଲି ସ୍ମାରକପତ୍ରରେ ଚେତାବନୀ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

BCCIର ବଡ଼ ନିଷ୍ପତ୍ତି: ଚିୟର ଗର୍ଲ, ଆତସବାଜୀ ବିନା ହେବ ଆଜିର IPL ମ୍ୟାଚ

ନୂଆଦିଲ୍ଲୀ,୨୩।୪: SRH Vs MI ଖେଳାଳିଙ୍କ ହାତରେ କଳା ପଟି। IPL ୨୦୨୫ର ୪୧ତମ ମ୍ୟାଚ ଆଜି ଅର୍ଥାତ୍‌ ୨୩ ଏପ୍ରିଲରେ ମୁମ୍ବାଇ ଇଣ୍ଡିଆନ୍ସ ଏବଂ...

ଲୋକଙ୍କୁ ଗୋଡ଼ାଇ ଗୋଡ଼ାଇ କାମୁଡୁଛି ପାଗଳ ମାଙ୍କଡ଼, ଧରିବା ପାଇଁ ନାମେଦମ୍‌ ହେଲାଣି ବନ ବିଭାଗ

ଗଞ୍ଜାମ,୨୩ା୪(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ମାଙ୍କଡ଼ ଆତଙ୍କରେ ଲୋକେ ଅତିଷ୍ଠ ହୋଇ ପଡ଼ିଲେଣି । ଗତକାଲି ଏକ ପାତି ମାଙ୍କଡ଼ କାମୁ...

Pahalgam Terror Attack Update: ଘାଟିରୁ ଅଟକ ହେଲେଣି ୧୫ଶହରୁ ଅଧିକ

ଶ୍ରୀନଗର,୨୩।୪: ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ସୁରକ୍ଷା ବାହିନୀ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛନ୍ତି। ସୁରକ୍ଷା ବାହିନୀ ଘାଟିରୁ ୧୫୦୦ରୁ ଅଧିକ ଲୋକଙ୍କୁ ଅଟକ ରଖିଛି।...

BJD: ରାଜ୍ୟ ସଭାରେ ଓ୍ବକଫ୍‌ ବିଲ୍‌ ଭୋଟିଂକୁ ନେଇ ଆଜି ସତ କହିଦେଲେ ସୁଲୋତା, ରାଜନୀତି ହଲଚଲ

ଭୁବନେଶ୍ୱର,୨୩।୪: ୱକଫ୍‌ ଭୋଟିଂକୁ ତାତି ଟିକିଏ କମିଥିବାବେଳେ ପୁଣି ବଡ଼ ବୟାନ ଦେଇଛନ୍ତି ବିଜେଡି ରାଜ୍ୟ ସଭା ଏମପି ସୁଲତା ଦେଓ। ଏପ୍ରିଲ ୪ରେ ରାଜ୍ୟ...

ଆମ କଳିକା କେନ୍ଦ୍ର ଉଦ୍‌ଘାଟିତ: ଶିଶୁମାନଙ୍କ ଲାଳନପାଳନରେ ହେବ ସହାୟକ

କେନ୍ଦୁଝର,୨୩ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଏକେ ଆମ କଳିକା କେନ୍ଦ୍ର (କ୍ରେଚ୍‌) କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଦ୍ୱାରା ଉଦ୍‌ଘାଟିତ ହୋଇଯାଇଛି।...

Gold: ସୁନାଦର ଖସିବା ଭିତରେ ଆସିଲା ବଡ଼ ଖବର: ଅକ୍ଷୟ ତୃତୀୟାରେ ଏତେ ଶସ୍ତାରେ ମିଳିବ ସୁନା! ମେକିଂଚାର୍ଜ ପାଇଁ…

ନୂଆଦିଲ୍ଲୀ,୨୩।୫: ଅକ୍ଷୟ ତୃତୀୟା ପାଇଁ ଆଉ ମାତ୍ର କିଛି ଦିନ ବାକି ଅଛି। ଏହି ଦିନ ସୁନା କିଣିବା ବହୁତ ଶୁଭ ବୋଲି ବିବେଚନା କରାଯାଏ।...

ପୂର୍ତ୍ତ ବିଭାଗର ପ୍ରୋଜେକ୍ଟ ମନିଟରିଂ ଡ୍ୟାସବୋର୍ଡ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ, କହିଲେ ପୂର୍ବ ସୂଚନାଗୁଡ଼ିକ…

ଭୁବନେଶ୍ୱର,୨୩ା୪:ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ବୁଧବାର ପୂର୍ତ୍ତ ବିଭାଗର ପ୍ରୋଜେକ୍ଟ ମନିଟରିଂ ଡ୍ୟାସବୋର୍ଡ’ର ଉନ୍ମୋଚନ କରିଛନ୍ତି। ଏହା ଦ୍ୱାରା ବିଭିନ୍ନ ଭିତ୍ତିଭୂମି ପ୍ରକଳ୍ପଗୁଡିକର...

Pahalgam Terror Attack: ମୋଦି ସରକାରଙ୍କୁ ବଡ଼ ଅପିଲ କଲେ ଖାର୍ଗେ, କହିଲେ ଆମେ ସାଥିରେ ଅଛୁ

ନୂଆଦିଲ୍ଲୀ,୨୩।୪: ଜମ୍ମୁ କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ଶାସକ ଏବଂ ବିରୋଧୀ ଦଳର ସମସ୍ତ ନେତା କଡ଼ା ସମାଲୋଚନା କରିଛନ୍ତି। କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri