ଲେଙ୍ଗୁ ମିଶ୍ର ଛକ-ଜୀରାବ୍ରିଜ ରାସ୍ତା ଜବରଦଖଲ: ଉଚ୍ଛେଦ ପାଇଁ ପୁଣି ମାପଚୁପ

ବରଗଡ,୧୭।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ବହୁଚର୍ଚ୍ଚିତ ଲେଙ୍ଗୁମିଶ୍ର ଛକରୁ ପୁରୁଣା ଜୀରାବ୍ରିଜ ରାସ୍ତା ଜବରଦଖଲ ଉଚ୍ଛେଦ ଅଭିଯାନ ପୁଣି ଆରମ୍ଭ ହୋଇଛି। ଏହି କ୍ରମରେ ଆଜିଠାରୁ ପୁଣି ଏହି ରାସ୍ତାରେ ମାପଚୁପ ହୋଇ ଜବରଦଖଲ ଅଂଶ ଚିହ୍ନଟ କରାଯାଉଛି। ପୌର ପ୍ରଶାସନର ଉପସ୍ଥିତିରେ ରାଜସ୍ବ ବିଭାଗ କର୍ମଚାରୀମାନେ ଚିହ୍ନଟ ପ୍ରକ୍ରିୟାରେ ସାମିଲ ଅଛନ୍ତି। ଚିହ୍ନଟ ଅଂଶକୁ ଲାଲ ରଙ୍ଗରେ ସୂଚାଇ ଦିଆଯାଉଛି। ସେହି ଚିହ୍ନିତ ଅଂଶକୁ ଉଚ୍ଛେଦ କରାଯିବ ବୋଲି ସୂଚନା ମିଳିଛି। ତେବେ ଆଗକୁ ସମୁଦାୟ ଚିହ୍ନିତ ଅଂଶକୁ ଉଚ୍ଛେଦ କରାଯିବ ନା ଆଂଶିକ ଉଚ୍ଛେଦ କରି ପୁଣି ପୌର ପ୍ରଶାସନ ସମୟ ଗଡାଇବ, ତାହା ସମୟ କହିବ।


Enter your email to get our daily news in your inbox.

All Right Reserved By Dharitri.Com

ନବମ ଶ୍ରେଣୀ ଛାତ୍ରୀଙ୍କୁ ଗଣବଳାତ୍କାର ଘଟଣା: ତୁରେକେଲାରେ ଉତ୍ତରାଞ୍ଚଳ ଆଇଜି

ବଲାଙ୍ଗୀର,୪।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁରେକେଲା ନାବାଳିକା ଗଣବଳାତ୍କାର ଘଟଣାରେ ତୁରେକେଲାରେ ପହଞ୍ଚି ଉତ୍ତରାଞ୍ଚଳ ଆଇଜି ହିମାଂଶୁ ଲାଲ ଅନୁଧ୍ୟାନ କରିଛନ୍ତି। ଘଟଣାରେ ୬ ଜଣ ନାବାଳକଙ୍କୁ…

ସୁନା ସଫା ପାଉଡର ବିକ୍ରି ବାହାନାରେ ଆସିଲେ, ମହିଳାଙ୍କଠୁ ସୁନା ଗହଣା ଲୁଟ୍ କରି….

ଧର୍ମଶାଳା,୪।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଜାରକାର ଏକ କଲୋନୀରେ ସୁନା ସଫା ପାଉଡର ବିକ୍ରି ନାଁରେ ଲୁଟ୍ କଲେ ଦୁର୍ବୃତ୍ତ । ଜଣେ ମହିଳାଙ୍କ…

ଦାରିଙ୍ଗବାଡିରେ ପୁଣି ବୁଲିଲା ବୁଲ୍‌ଡୋଜର: ଜବରଦଖଲ ଉଚ୍ଛେଦ 

ଦାରିଙ୍ଗବାଡି,୪।୨(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି  ଥାନା ଅଞ୍ଚଳରେ ପୁଣି ବୁଧବାର ବୁଲଡୋଜର ବୁଲିଛ। ସରକାରୀ ଜମିକୁ ଜବରଦଖଲ କରି ରଖିଥିବା ଦୋକାନ ଗୃହ ସମେତ ବାସ ଗୃହକୁ…

କୂଅରୁ ମିଳିଥିଲା ଛାତ୍ରଙ୍କ ମୃତଦେହ: ୨ ଶିକ୍ଷୟିତ୍ରୀ ନିଲମ୍ବିତ

ନୟାଗଡ଼, ୪।୨( ଲୋକନାଥ ମିଶ୍ର/ ସନ୍ତୋଷ ପ୍ରଧାନ): ନୟାଗଡ଼ ଜିଲା ଗଣିଆ ଥାନା ବିଜୟନଗର ଗ୍ରାମର ନିଖୋଜ ଜଣେ ସ୍କୁଲ ଛାତ୍ରଙ୍କ ମୃତଦେହ ବୁଧବାର କୂଅରୁ ଉଦ୍ଧାର…

କାମରେ ଲାଗୁନି ‘ଆମ ଶୌଚାଳୟ’, ଅସୁବିଧା ଭୋଗୁଛନ୍ତି ଯାତ୍ରୀ

ଧର୍ମଶାଳା,୪।୩(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଜାରକା ବସ୍‌ ରହଣି ସ୍ଥାନରେ ଯାତ୍ରୀମାନଙ୍କ ସୁବିଧା ନିମନ୍ତେ ରହିଥିବା ଶୌଚାଳୟ କାମରେ ଲାଗୁନି। ଏହା ଅପରିଷ୍କାର ଭାବେ ଅଳିଆ ଆବର୍ଜନା…

ସ୍କୁଲରୁ ଶୌଚ ପାଇଁ ଯାଇ ଆଉ ଫେରିନଥିଲେ, ଆଜି କୂଅରୁ ମିଳିଲା ମୃତଦେହ

ନୟାଗଡ଼, ୪।୨( ଲୋକନାଥ ମିଶ୍ର/ ସନ୍ତୋଷ ପ୍ରଧାନ): ନୟାଗଡ଼ ଜିଲା ଗଣିଆ ଥାନା ବିଜୟନଗର ଗ୍ରାମର ନିଖୋଜ ଜଣେ ସ୍କୁଲ ଛାତ୍ରଙ୍କ ମୃତଦେହ ବୁଧବାର କୂଅରୁ ଉଦ୍ଧାର…

ପୁଅର ମୃତ୍ୟୁ ପାଇଁ ହଷ୍ଟେଲ କର୍ତ୍ତୃପକ୍ଷଙ୍କ ଅବହେଳାରୁ ଦାୟୀ କଲେ ମା’

ତୁମୁଡିବନ୍ଧ,୪ା୨ (ଦୀପକ କୁମାର ପରାସେଠ): ହଷ୍ଟେଲ କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁ ଜଣେ ନବମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ହୋଇଥିବା ମଙ୍ଗଳବାର ମୃତ ଛାତ୍ରଙ୍କ ମା’ ଅଭିଯୋଗ ଆଣିଛନ୍ତି।…

ଡକାୟତି ପାଇଁ କରୁଥିଲେ ଯୋଜନା, ଅତର୍କିତ ଚଢାଉ କଲା ପୋଲିସ, ତା’ପରେ…

ବଲାଙ୍ଗୀର, ୪।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସ ଟିମ ମଙ୍ଗଳବାର ପାଟ୍ରୋଲିଂ କରିବାବେଳେ ହାଇୱେ ଏବଂ ଆଖପାଖରେ ଡକାୟତି ଯୋଜନା କରୁଥିବା ୪ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri