ସରିଲା ଆୟକର ଚଢାଉ, ଭୁବନେଶର ଫେରିଲେ ଅଧିକାରୀ

ବଲାଙ୍ଗୀର,୧୨।୧୨( ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଓ ଟିଟିଲାଗଡ଼ରେ ଗତ ୭ ଦିନ ଧରି ଚାଲିଥିବା ଆୟକର ଚଢାଉ ମଙ୍ଗଳବାର ଶେଷ ହୋଇଛି । ବଲାଙ୍ଗୀର କ୍ଳବପଡା ମଦଭାଟି ଅଫିସରୁ ବାହାରି ଜଣେ ଅଧିକାରୀ ଆୟକର ଚଢାଉ ଅଭିଯାନ ବଲାଙ୍ଗୀରରୁ ଶେଷହେଲା ବୋଲି କହିଥିଲେ । ବଲାଙ୍ଗୀରରୁ ଜବତ ୨୮୫ କୋଟି ଟଙ୍କା ବଲାଙ୍ଗୀର ଏସ୍‌ବିଆଇ ମୁଖ୍ୟ ଶାଖାରେ ଡିପୋଜିଟ ହୋଇଥିବା ସେ ସୂଚନା ଦେଇଥିଲେ। ତେବେ ଅଧିକାରୀ ଜଣକ ଭୁବନେଶ୍ବର ଫେରିଯାଉଛୁ ବୋଲି କହିଥିଲେ। ଏହାକୁ ନେଇ ଅଧିକ ତଥ୍ୟ ଦେଇ ପାରିବେ ନାହିଁ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆକାଶରେ ପରିବର୍ତ୍ତନ

ମଣିଷ ଆଭ୍ୟନ୍ତରୀଣ ଉପତ୍ୟକାରୁ ଉପକୂଳ, ଜଙ୍ଗଲରୁ ପର୍ବତ ଅଞ୍ଚଳକୁ ସ୍ଥାନାନ୍ତର ହୋଇଥିବାରୁ ତାହା ବିଭିନ୍ନ କାହାଣୀ ଓ ସଙ୍କେତ ବହନ କରିଥିଲା। ସେମାନଙ୍କ ସହ ଆକାଶ...

ସମସ୍ତେ ଶୋଇଥିବା ବେଳେ ଲାଗିଲା ନିଆଁ, ଜଳିଗଲା ୧୦ ବଖରା ଘର

ବାସୁଦେବପୁର,୨୨।୧: ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ପଦ୍ମପୁର ପଂଚାୟତର ନାୟକ ସାହିରେ ବୁଧବାର ବିଳମ୍ବିତ ରାତିରେ ନିଆଁ ଲାଗି ୧୦ ବଖରା ଘର ଜଳିଯାଇଛ।...

ବଞ୍ଚିବାର ସଂଘର୍ଷ

କ୍ଷୁଧା ବା ଭୋକକୁ ମଣିଷ ନିଜର ପ୍ରାଥମିକତା ମନେକରେ। ଚିନ୍ତା କରେ କ’ଣ କଲେ ପେଟରେ ଦାନା ପଡ଼ିବ। ନିଜେ ବଞ୍ଚିଲେ ତ ପରିବାର ମୁହଁରେ...

ଜନ୍ମ ଓ ମୃତ୍ୟୁ ପଞ୍ଜୀକରଣରେ ଅସଙ୍ଗତି

ନାଗରିକଙ୍କ ଜନ୍ମ ଓ ମୃତ୍ୟୁର ପଞ୍ଜୀକରଣ ଏକ ଆବଶ୍ୟକତା। ଆମ ଗଣତାନ୍ତ୍ରିକ ସରକାର ୧୯୬୯ ମସିହାରେ ଜନ୍ମ ମୃତ୍ୟୁ ପଞ୍ଜୀକରଣ ଆଇନ ତିଆରି କରିଛନ୍ତି। ଯେଉଁଠି...

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri