Posted inଖେଳ

ଦ୍ୱିତୀୟ ଦିନର ଖେଳ ଶେଷ: ବାଂଲାଦେଶ ୮/୧୩୩

ଚଟ୍ଟଗ୍ରାମ,୧୫।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ପ୍ରଥମ ମ୍ୟାଚର ଦ୍ୱିତୀୟ ଦିନର ଖେଳ ଶେଷ ହୋଇଛି। ଭାରତର ପ୍ରଥମ ଇନିଂସ ୪୦୪ ରନ୍‌ର ଜବାବରେ ବାଂଲାଦେଶ ପ୍ରଥମ ଇନିଂସରେ ଆଠ ଉଇକେଟ ହରାଇ ୧୩୩ ରନ ସଂଗ୍ରହ କରିଥିଲା। ଟିମ ଇଣ୍ଡିଆର ୧୭୧ ରନ ଅଗ୍ରଣୀ ରହିଛି ଏବଂ ବାଂଲାଦେଶ ହାତରେ ଦୁଇଟି ଉଇକେଟ ବାକି ଅଛି। ଦିନିକିଆ ସିରିଜରେ ଚମତ୍କାର ବ୍ୟାଟିଂ କରିଥିବା ମେହିଦି ହାସନ ମିରାଜ ଏବଂ ଇବାଦତ ହାସନ କ୍ରିଜରେ ଅଛନ୍ତି। ଏହି ଦୁଇଜଣଙ୍କ ମଧ୍ୟରେ ଏକ ଭଲ ସହଭାଗୀତା ହୋଇଛି ଏବଂ ତୃତୀୟ ଦିନରେ ଏହି ଯୋଡି ନିଜ ଦଳକୁ ଫଲୋଅର୍ସରୁ ବଞ୍ଚାଇବାକୁ ଚେଷ୍ଟା କରିବେ। କୁଲଦୀପ ଯାଦବ ଏବଂ ମହମ୍ମଦ ସିରାଜ ଭାରତ ପାଇଁ ଚମତ୍କାର ବୋଲିଂ କରିଥିଲେ। କୁଲଦୀପ ଚାରିଟି ଏବଂ ସିରାଜ ତିନିଟି ଲେଖାଏ ଉଇକେଟ ନେଇଥିଲେ। ଉମେଶ ଯାଦବ ଗୋଟିଏ ଉଇକେଟ ପାଇଥିଲେ।
ଏହି ମ୍ୟାଚ୍‌ରେ ଭାରତ ପ୍ରଥମ ଇନିଂସରେ ୪୦୪ ରନ ସଂଗ୍ରହ କରିଥିଲା। ଚେତେଶ୍ୱର ପୂଜାରା, ଶ୍ରେୟସ ଆୟର ଏବଂ ରବିଚନ୍ଦ୍ରନ ଅଶ୍ୱିନ ଭାରତ ପାଇଁ ଅର୍ଦ୍ଧଶତକୀୟ ଇନିଂସ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଟି-୨୦ ବିଶ୍ୱକପ୍: ପାକିସ୍ତାନକୁ ଧୂଳି ଚଟାଇ ସୁପର-୮ରେ ଭାରତ; ଧରାଶାୟୀ ପଡ଼ୋଶୀ ଦଳ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ହାଇଭୋଲ୍ଟେଜ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ର ଏକ ବଡ଼ ବ୍ୟବଧାନରେ ପରାସ୍ତ କରିଛି। ଏହି ବିଜୟ ସହ ଭାରତ ଲଗାତାର…

ଟି-୨୦ ବିଶ୍ୱକପ୍: କଲମ୍ବୋରେ ପାକିସ୍ତାନକୁ ଧ୍ୱଂସ କରିଦେଲା ସୂର୍ଯ୍ୟକୁମାରଙ୍କ ସେନା, ଗର୍ଜିଲେ ଇଶାନ କିଷାନ

କଲମ୍ବୋ,୧୫।୨: ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଧୋନିଙ୍କ ପାଇଁ ପାକିସ୍ତାନ ଦଳରେ ସୁଯୋଗ ପାଇଛନ୍ତି ଉସମାନ ତାରିକ! ହୋଇଗଲା ଖୁଲାସା

କଲମ୍ବୋ,୧୫।୨: ଚଳିତ ଟି-୨୦ ବିଶ୍ୱକପ୍‌ରେ ପାକିସ୍ତାନର ରହସ୍ୟମୟ ସ୍ପିନର ଉସ୍ମାନ ତାରିକ୍ ନିଜର ଅଜବ ବୋଲିଂ ଆକ୍ସନ ପାଇଁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ତେବେ ତାଙ୍କ କ୍ରିକେଟ୍…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri