ହାଇଦରଙ୍କ ଅପରାଧିକ ସାମ୍ରାଜ୍ୟର ଅନ୍ତ: ଏନ୍‌କାଉଣ୍ଟରରେ ମୃତ

ବାଲେଶ୍ୱର ଅଫିସ,୨୪ା୭: କୁଖ୍ୟାତ ଅପରାଧୀ ହାଇଦରଙ୍କୁ ଶନିବାର ଅପରାହ୍ନରେ ବାରିପଦା ନିକଟରେ ଏନ୍‌କାଉଣ୍ଟର ହୋଇଥିଲା। ଏଥିରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଫଳରେ ତାଙ୍କ ଅପରାଧ ସାମ୍ରାଜ୍ୟର ଅନ୍ତ ଘଟିଥିବା ଚର୍ଚ୍ଚା ହେଉଛି।

ସୂଚନାଯୋଗ୍ୟ, ଆଜି ହାଇଦରଙ୍କୁ ଚୌଦ୍ୱାର ଜେଲ୍‌ରୁ ବାରିପଦା ଜେଲ୍‌କୁ ନିଆଯାଉଥିବା ବେଳେ ରାସ୍ତାରେ ପରିସ୍ରା ଯିବାକୁ କହି ଖସି ଯିବା ପାଇଁ ଚେଷ୍ଟା କରୁଥିଲେ। ଏହି ସମୟରେ ପୋଲିସ ତାଙ୍କୁ ଓ୍ବାର୍ନିଂ ଦେଇଥିଲେ ମଧ୍ୟ  ସେ ମାନି ନ ଥିଲେ। ବାଧ୍ୟ ହୋଇ ପୋଲିସ ଏନ୍‌କାଉଣ୍ଟର କରିଥିଲା। ତାଙ୍କ ପେଟରେ ଗୁଳି ବାଜିଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ଚିକିତ୍ସା ପାଇଁ ବାଲେଶ୍ୱର ମେଡିକାଲ ନିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଘରପଟ୍ଟା, ପ୍ରଧାନମନ୍ତ୍ରୀ ଆବାସ ପ୍ରଦାନ ଦାବି: ପୌରସଂସ୍ଥା ଘେରିଲା ଭାଜପା

ଜୟପୁର,୧୨ା୬(ଡି.ଏନ୍‌.ଏ./ନି.ପ୍ର.): ଜୟପୁର ସହରର ବସ୍ତି ଅଞ୍ଚଳରେ ଘରପଟ୍ଟା ଓ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହିତାଧିକାରୀଙ୍କ ଗୃହ ଯୋଗାଣ ଦାବି ନେଇ ବୁଧବାର ପୌରସଂସ୍ଥା କାର୍ଯ୍ୟାଳୟ ଘେରିଛି...

ବିଭିନ୍ନ ସ୍ଥାନରେ ଉଡ଼ିଲା ତ୍ରିରଙ୍ଗା

ଜଟଣୀ,୧୫।୮(ଡି.ଏନ୍‌.ଏ): ପୂର୍ବତଟ ରେଳପଥ ଖୋର୍ଦ୍ଧାରୋଡ୍‌ ରେଳମଣ୍ଡଳ(ଜଟଣୀ) ପକ୍ଷରୁ ରବିବାର ପୂର୍ବାହ୍ନରେ କୋଭିଡ୍‌ କଟକଣା ମଧ୍ୟରେ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି । ମଣ୍ଡଳ କାର୍ମିକ ଅଧିକାରୀ...

୨୩ରେ ଭୋଟ ଗଣତି: ଏସ୍‌ପିଙ୍କ ନିର୍ଦ୍ଦେଶ ଅପରାଧୀଙ୍କ ଉପରେ କଡ଼ା ନଜର ରଖ

ବ୍ରହ୍ମପୁର ଅଫିସ,୨୧ା୫-ବ୍ରହ୍ମପୁର ସହରରେ ଥିବା ୫ ଥାନାଧିକାରୀଙ୍କୁ ନେଇ ଅପରାଧ ସମୀକ୍ଷା କରିଛନ୍ତି ବ୍ରହ୍ମପୁର ଏସ୍‌ପି ପିନାକ ମିଶ୍ର। ଜିଲା ପୋଲିସ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ...

ମେସ୍କୋ ଷ୍ଟିଲ୍‌ ଦେବାଳିଆ ଘୋଷଣା

କଳିଙ୍ଗନଗର,୩୧ା୫(ଡି.ଏନ.ଏ.): ବିଜୁ ପଟ୍ଟନାୟକଙ୍କ କରକମଳରେ ଆରମ୍ଭ ହୋଇଥିବା କଳିଙ୍ଗନଗର ଶିଳ୍ପାଞ୍ଚଳର ପ୍ରଥମ କାରଖାନା ମେସ୍କୋ ଷ୍ଟିଲ ୩ ବର୍ଷ ତଳୁ ବନ୍ଦ ରହିଥିବାବେଳେ ସୋମବାର କମ୍ପାନୀକୁ...

୨୦ରୁ ଖଣି ବନ୍ଦ ଆନ୍ଦୋଳନ ଚେତାବନୀ

ତାଳଚେର, ୧୯ା୮ (ନି.ପ୍ର.) ଭରତପୁର କୋଇଲା ଖଣି ଦୁର୍ଘଟଣାରେ ମୃତ୍ୟୁ ଘଟିଥିବା ଶ୍ରମିକଙ୍କ ପରିବାରକୁ କ୍ଷତିପୂରଣ ଓ ନିଯୁକ୍ତି ଦେବାରେ ଏମ୍‌ସିଏଲ ବିଫଳ ହେବା ଓ ପ୍ରତିଶ୍ରୁତି...

କେନ୍ଦ୍ରାପଡ଼ା ବାଣ ବିସ୍ଫୋରଣ ଘଟଣା: ଆଖି ବୁଜିଲେ ଆଉ ଜଣେ, ମୃତ୍ୟୁସଂଖ୍ୟା ୨କୁ ବୃଦ୍ଧି

କେନ୍ଦ୍ରାପଡ଼ା ଅଫିସ,୨୮ା୧୧: କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ବାଲିଆ ବଜାରରେ କାର୍ତ୍ତିକେଶ୍ୱର ଭସାଣିରେ ଗତ ବୁଧବାର ବାଣ ବିସ୍ଫୋରଣ ଘଟି ଶତାଧିକ ଆହତ ହୋଇଥିଲେ। ଏହି...

ରଜ ପାଇଁ ପ୍ରସ୍ତୁତ ହେଉଛନ୍ତି ଲୋକେ

କେନ୍ଦୁଝର, ୭ା୬(ସ୍ବ.ପ୍ର.)-ଚଳିତବର୍ଷ ସାରାଦେଶରେ ମହାମାରୀ କରୋନା ଭୂତାଣୁ ସଂକ୍ରମଣ ଲାଗି ସବୁ ପର୍ବପର୍ବାଣୀ ଫିକା ପଡିଛି। କେନ୍ଦୁଝରରେ ଧୁମ୍‌ଧାମ୍‌ରେ ପାଳନ ହେଉଥିବା ରଜ ମହୋତ୍ସବ ପ୍ରଶାସନ...

ଉପସ୍ଥାନ ଯାଞ୍ଚ କଲେ ଉପଜିଲାପାଳ

ବନ୍ତଳା,୧ା୧୧(ଡି.ଏନ.ଏ.)-ଅନୁଗୋଳ ଜିଲା ବନ୍ତଳାସ୍ଥିତ ଶ୍ରୀ ଚନ୍ଦ୍ରଶ୍ରେଖର ଜୁନିୟର ମହାବିଦ୍ୟାଳୟ, ଯୁକ୍ତ ତିନି ଉଚ୍ଚତର ଶିକ୍ଷା ମହାବିଦ୍ୟାଳୟ ଓ ପାତେଳି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଗୁରୁବାର...

Advertisement
Archives

Model This Week