ଆଜିଠାରୁ ଖିମ୍‌ଜୀରେ ‘ଏଣ୍ଡ ଅଫ୍‌ ସିଜନ୍‌ ସେଲ୍‌’

ଭୁବନେଶ୍ୱର,୧୮।୧୨: ରାଜ୍ୟର ପ୍ରମୁଖ ତଥା ସର୍ବପୁରାତନ ଅଳଙ୍କାର ପ୍ରତିଷ୍ଠାନ ଖିମ୍‌ଜୀ ଜୁଏଲର୍ସ ପକ୍ଷରୁ ଚଳିତ ବର୍ଷର ଶେଷ ତଥା ନୂତନ ବର୍ଷକୁ ଭିନ୍ନ ଢଙ୍ଗରେ ସ୍ବାଗତ କରିବା ପାଇଁ ପ୍ରତିଷ୍ଠାନର ପରିକଳ୍ପିତ ଅଳଙ୍କାର ଉପରେ ଏଣ୍ଡ ଅଫ୍‌ ସିଜନ୍‌ ସେଲ୍‌ (ଇଓଏସ୍‌ଏସ୍‌)ର ଶୁଭାରମ୍ଭ କରାଯାଇଛି। ଏପରିକି ଡିସେମ୍ବର ୧୮ରୁ ଆରମ୍ଭ ହେଉଥିବା ଏହି ଇଓଏସ୍‌ଏଓ ରିହାତିର ବ୍ୟାପକ ଲାଭ ଉଠାଇବାକୁ ଷ୍ଟୋର ପକ୍ଷରୁ ଆକର୍ଷଣୀୟ ଅଫରର ବ୍ୟବସ୍ଥାର ରହିଛି। ବିଶେଷକରି ସୁନା ଅଳଙ୍କାରର ଗଢ଼ା ମୂଲ୍ୟ ଉପରେ ୭୦% ପର୍ଯ୍ୟନ୍ତ ରିହାତି ଥିବା ବେଳେ ହୀରା ଗହଣା ଉପରେ ୨୦% ପର୍ଯ୍ୟନ୍ତ ରିହାତି ରହିଛି। ସେହିପରି ରୁପା ଅଳଙ୍କାରର ଗଢ଼ା ମୂଲ୍ୟ ଉପରେ ୨୫% ରିହାତି ଦିଆଯାଉଥିବା ବେଳେ ଏହି ଏଣ୍ଡ ଅଫ୍‌ ସିଜନ୍‌ ସେଲ୍‌ ରାଜ୍ୟର ବିଭିନ୍ନ ସ୍ଥାନରେ ଥିବା ଖିମ୍‌ଜୀ ଷ୍ଟୋରରେ ଉପଲବ୍ଧ ରହିଛି।

ଏ ସମ୍ପର୍କରେ ଖିମ୍‌ଜୀ ଗ୍ରୁପ୍‌ର ନିର୍ଦ୍ଦେଶକ ମିତେଶ ଖିମ୍‌ଜୀ କହିଛନ୍ତି, ଆମେ ଗ୍ରାହକମାନଙ୍କୁ ଟଙ୍କାର ଉଚିତ ମୂଲ୍ୟ ଦେବାରେ ବିଶ୍ୱାସ କରୁଥାଉ। ବିଶେଷକରି ଗ୍ରାହକଙ୍କ ପସନ୍ଦ ଟ୍ରେଣ୍ଡିଂ ଡିଜାଇନ ଏବଂ ଚାହିଦାକୁ ଦୃଷ୍ଟିରେ ରଖି ଆମର ଏଣ୍ଡ ଅଫ୍‌ ସିଜନ୍‌ ସେଲ୍‌ରେ ବିକ୍ରୟ ଅଳଙ୍କାର ଉପରେ ସ୍ବତନ୍ତ୍ର ରିହାତି ପ୍ରସ୍ତୁତ କରାଯାଇଛି। ଏପରିକି ଅଳଙ୍କାରପ୍ରେମୀମାନେ ନିଶ୍ଚିତ ଭାବେ ସେମାନଙ୍କ ପସନ୍ଦର ଚମକଦାର ସୁନା, ରୁପା ଏବଂ ହୀରା ଅଳଙ୍କାର କିଣିବାର ବ୍ୟାପକ ସୁଯୋଗ ପାଇବେ ବୋଲି ମିତେଶ ମତବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri