ଆଜିଠାରୁ ଖିମ୍‌ଜୀରେ ‘ଏଣ୍ଡ ଅଫ୍‌ ସିଜନ୍‌ ସେଲ୍‌’

ଭୁବନେଶ୍ୱର,୧୮।୧୨: ରାଜ୍ୟର ପ୍ରମୁଖ ତଥା ସର୍ବପୁରାତନ ଅଳଙ୍କାର ପ୍ରତିଷ୍ଠାନ ଖିମ୍‌ଜୀ ଜୁଏଲର୍ସ ପକ୍ଷରୁ ଚଳିତ ବର୍ଷର ଶେଷ ତଥା ନୂତନ ବର୍ଷକୁ ଭିନ୍ନ ଢଙ୍ଗରେ ସ୍ବାଗତ କରିବା ପାଇଁ ପ୍ରତିଷ୍ଠାନର ପରିକଳ୍ପିତ ଅଳଙ୍କାର ଉପରେ ଏଣ୍ଡ ଅଫ୍‌ ସିଜନ୍‌ ସେଲ୍‌ (ଇଓଏସ୍‌ଏସ୍‌)ର ଶୁଭାରମ୍ଭ କରାଯାଇଛି। ଏପରିକି ଡିସେମ୍ବର ୧୮ରୁ ଆରମ୍ଭ ହେଉଥିବା ଏହି ଇଓଏସ୍‌ଏଓ ରିହାତିର ବ୍ୟାପକ ଲାଭ ଉଠାଇବାକୁ ଷ୍ଟୋର ପକ୍ଷରୁ ଆକର୍ଷଣୀୟ ଅଫରର ବ୍ୟବସ୍ଥାର ରହିଛି। ବିଶେଷକରି ସୁନା ଅଳଙ୍କାରର ଗଢ଼ା ମୂଲ୍ୟ ଉପରେ ୭୦% ପର୍ଯ୍ୟନ୍ତ ରିହାତି ଥିବା ବେଳେ ହୀରା ଗହଣା ଉପରେ ୨୦% ପର୍ଯ୍ୟନ୍ତ ରିହାତି ରହିଛି। ସେହିପରି ରୁପା ଅଳଙ୍କାରର ଗଢ଼ା ମୂଲ୍ୟ ଉପରେ ୨୫% ରିହାତି ଦିଆଯାଉଥିବା ବେଳେ ଏହି ଏଣ୍ଡ ଅଫ୍‌ ସିଜନ୍‌ ସେଲ୍‌ ରାଜ୍ୟର ବିଭିନ୍ନ ସ୍ଥାନରେ ଥିବା ଖିମ୍‌ଜୀ ଷ୍ଟୋରରେ ଉପଲବ୍ଧ ରହିଛି।

ଏ ସମ୍ପର୍କରେ ଖିମ୍‌ଜୀ ଗ୍ରୁପ୍‌ର ନିର୍ଦ୍ଦେଶକ ମିତେଶ ଖିମ୍‌ଜୀ କହିଛନ୍ତି, ଆମେ ଗ୍ରାହକମାନଙ୍କୁ ଟଙ୍କାର ଉଚିତ ମୂଲ୍ୟ ଦେବାରେ ବିଶ୍ୱାସ କରୁଥାଉ। ବିଶେଷକରି ଗ୍ରାହକଙ୍କ ପସନ୍ଦ ଟ୍ରେଣ୍ଡିଂ ଡିଜାଇନ ଏବଂ ଚାହିଦାକୁ ଦୃଷ୍ଟିରେ ରଖି ଆମର ଏଣ୍ଡ ଅଫ୍‌ ସିଜନ୍‌ ସେଲ୍‌ରେ ବିକ୍ରୟ ଅଳଙ୍କାର ଉପରେ ସ୍ବତନ୍ତ୍ର ରିହାତି ପ୍ରସ୍ତୁତ କରାଯାଇଛି। ଏପରିକି ଅଳଙ୍କାରପ୍ରେମୀମାନେ ନିଶ୍ଚିତ ଭାବେ ସେମାନଙ୍କ ପସନ୍ଦର ଚମକଦାର ସୁନା, ରୁପା ଏବଂ ହୀରା ଅଳଙ୍କାର କିଣିବାର ବ୍ୟାପକ ସୁଯୋଗ ପାଇବେ ବୋଲି ମିତେଶ ମତବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅମ୍ବାନୀ ଆଣିଲେ ୧ ଟଙ୍କାରେ ଓଟିଟିର ଜବରଦସ୍ତ ପ୍ଲାନ୍‌: ଆମାଜନ, ନେଟଫ୍ଲିକ୍ସକୁ ମିଳିବ ଟକ୍କର

ନୂଆଦିଲ୍ଲୀ,୨୫।୪: ମୁକେଶ ଅମ୍ବାନୀଙ୍କ ଜିଓସିନେମା ପ୍ଲାଟଫର୍ମରେ ଏବେ ଦୈନିକ ୧ ଟଙ୍କାରୁ କମ୍‌ ଖର୍ଚ୍ଚ କରି ହଲିଉଡ୍‌ ଫିଲ୍ମ ଏବଂ ଟିଭି ଶୋ’ର ମଜା ନେଇପାରିବେ।...

ଶେୟାର ବଜାରର ଉତ୍ସାହ, ମାର୍କେଟ କ୍ୟାପ୍ ୪୦୪ ଲକ୍ଷ କୋଟି ପାର

ମୁମ୍ବାଇ,୨୫।୪: ଗୁରୁବାର ଦ୍ୱିପ୍ରହରରେ ଶେୟାର ବଜାରରେ କିଣାବିକା ବଢିବା ସହିତ ଭାରତୀୟ ଶେୟାର ବଜାର ଉତ୍ସାହ ସହିତ ବନ୍ଦ ହୋଇଛି। ସେନସେକ୍ସ ୭୪,୦୦୦ ପଏଣ୍ଟ ପାର...

୫୨୭ ଟି ଭାରତୀୟ ପଦାର୍ଥରେ କ୍ୟାନ୍ସର ସୃଷ୍ଟିକାରୀ ରାସାୟନିକ ପଦାର୍ଥ ପାଇଲା ୟୁରୋପୀୟ ୟୁନିଅନ: ଦେଖନ୍ତୁ ସମ୍ପୂର୍ଣ୍ଣ ତାଲିକା

ନୂଆଦିଲ୍ଲୀ,୨୫।୪: ୟୁରୋପୀୟ ୟୁନିଅନର ଖାଦ୍ୟ ନିରାପତ୍ତା କର୍ତ୍ତୃପକ୍ଷ ଇଥାଇଲନ୍ ଅକ୍ସାଇଡ୍, କର୍କଟ ସୃଷ୍ଟି କରୁଥିବା ରାସାୟନିକ ପଦାର୍ଥ ଭାରତ ସହିତ ସଂଯୁକ୍ତ ୫୨୭ ଉତ୍ପାଦରେ ଚିହ୍ନଟ...

ହର୍ଲିକ୍ସରୁ ‘ସ୍ୱାସ୍ଥ୍ୟ’ ଲେବଲ୍ ପ୍ରତ୍ୟାହାର କଲା ଏଚୟୁଏଲ, ‘ପୁଷ୍ଟିକର ପାନୀୟ’ ଭାବରେ କଲା ରିବ୍ରାଣ୍ଡିଂ

ନୂଆଦିଲ୍ଲୀ,୨୫।୪: ସ୍ୱାସ୍ଥ୍ୟ ପାନୀୟ ବର୍ଗରେ ସାମ୍ପ୍ରତିକ ନିୟାମକ ପରିବର୍ତ୍ତନକୁ ଦୃଷ୍ଟିରେ ରଖି ହିନ୍ଦୁସ୍ତାନ ୟୁନିଲିଭର (ଏଚୟୁଏଲ) ବୁଧବାର ଏକ ଗୁରୁତ୍ୱପୂର୍ଣ୍ଣ ରିବ୍ରାଣ୍ଡିଂ ପଦକ୍ଷେପ ନେଇଛି। କମ୍ପାନୀ...

ସିଏସ୍‌ଆଇଆର୍‌-ଏନ୍‌ଜିଆର୍‌ଆଇ ସହ କାବିଲର ବୁଝାମଣା

ଭୁବନେଶ୍ୱର,୨୫।୪: କାଉନସିଲ ଅଫ୍‌ ସାଇଣ୍ଟିଫିକ ଆଣ୍ଡ ଇଣ୍ଡଷ୍ଟ୍ରିଆଲ ରିସର୍ଚ୍ଚ (ସିଏସ୍‌ଆଇଆର୍‌)ର ପ୍ରମୁଖ ପ୍ରତିଷ୍ଠାନ ନ୍ୟାଶନାଲ ଜିଓଫିଜିକାଲ୍‌ ରିସର୍ଚ୍ଚ ଇନ୍‌ଷ୍ଟିଚ୍ୟୁଟ୍‌ ବା ଏନ୍‌ଜିଆର୍‌ଆଇ ଅଥବା ସିଏସ୍‌ଆଇଆର୍‌-ଏନ୍‌ଜିଆର୍‌ଆଇ ଏବଂ...

ରିଲାଏନ୍ସ ଜୁଏଲ୍ସର ନୂତନ କଲେକ୍ସନ

ଭୁବନେଶ୍ୱର,୨୫।୪: ରିଲାଏନ୍ସ ଜୁଏଲ୍ସର ନୂତନ କଲେକ୍ସନ ‘ବିନ୍ଧ୍ୟ’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏପରିକି ଚଳିତ ବର୍ଷର ଅକ୍ଷୟ ତୃତୀୟା ଉପଲକ୍ଷେ ରିଲାଏନ୍ସ ଜୁଏଲ୍ସ ବିନ୍ଧ୍ୟ...

୫୦୦୦ ଟଙ୍କା କମିଲା ରୁପା, ୧୬୦୦ଟଙ୍କା କମିଲା ସୁନା

ଭୁବନେଶ୍ୱର,୨୫।୪ (ଅଭୟ ଦାଶ): କ୍ରମାଗତ ଭାବେ ସୁନା ଓ ରୁପା ଦରରେ ହ୍ରାସ ଘଟିବାରୁ ଅଳଙ୍କାର ବଜାରରେ ସୁଧାର ଆସିଛି। ଏପରିକି ଦରବୃଦ୍ଧିକୁ ନେଇ ଆଶା...

ଆଧାର ପାନ୍ ଲିଙ୍କ ନେଇ ଆସିଲା ବଡ଼ ଖବର, ୩୧ ମେ ପର୍ଯ୍ୟନ୍ତ TDS ର ସ୍ୱଳ୍ପ ରିହାତି ଉପରେ ହେବନି କୌଣସି କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୪ା୪: ଆୟକର ବିଭାଗ ଟିଡିଏସ (ଟିସିଏସ) ରିହାତି ବିଷୟରେ ଟିକସଦାତା ଏବଂ ବ୍ୟବସାୟୀଙ୍କୁ ବଡ଼ ଆରାମ ପ୍ରଦାନ କରିଛି। ଆୟକର ବିଭାଗ କହିଛି ଯେ ଟିକସଦାତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri