Posted inଜାତୀୟ

କଳ୍ପନା ଜଳ୍ପନା ଶେଷ: ତିରଥ ସିଂ ରାଓ୍ବତଙ୍କ ମୁଣ୍ଡରେ ସୁନାକଳସ

ଡେରାଡୁନ୍‌,୧୦।୩: ଉତ୍ତରାଖଣ୍ଡରେ ଜାରିରହିଥିବା ରାଜନୈତିକ ସଙ୍କଟର ଅନ୍ତଘଟିଛି। ତିରଥ ସିଂ ରାଓ୍ବତଙ୍କ ମୁଣ୍ଡରେ ସୁନା କଳସ ଢ଼ଳାଯାଇଛି। ବିଧାୟକ ଦଳର ବୈଠକରେ ତିରଥଙ୍କୁ ନୂଆ ମୁଖ୍ୟମନ୍ତ୍ରୀ କରାଯିବା ପ୍ରସ୍ତାବକୁ ସହମତି ମିଳିଛି। ସେ ବୁଧବାର ଅପରାହ୍ନ ୪ଟାରେ ଶପଥ ଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି। ତିରଥ ସିଂ ଗଢ଼ଓ୍ବାଲ ଲୋକ ସଭା ଆସନର ଏମ୍‌ପି। ଏବେ ସେ ଭାଜପାର ରାଷ୍ଟ୍ରୀୟ ସଚିବ ଅଛନ୍ତି। ୫୬ ବର୍ଷ ବୟସ୍କ ତିରଥ ସିଂ ୨୦୧୩ରୁ ୨୦୧୫ ପର୍ଯ୍ୟନ୍ତ ସେ ରାଜ୍ୟ ଭାଜପା ମୁଖ୍ୟ ଭାବେ ଅବସ୍ଥାପିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା କାମରେ ଅନିୟମିତତା ଅଭିଯୋଗ: ସ୍ଥାୟିତ୍ୱ ନେଇ ପ୍ରଶ୍ନବାଚୀ

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଲୋଇସିଂହା ଓ ଆଗଲପୁର ବ୍ଲକରେ ରାସ୍ତା ଓ କୋଠାବାଡି କାମ ହେଉଛି। ହେଲେ ଅଧିକାଂଶ ସମୟରେ…

କ୍ଷତିପୂରଣ ସହାୟତା ପାଇଁ ଦାବି: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ବରଗଡ଼, ୯ା୪(ପ୍ରେମାନନ୍ଦ ଖମାରୀ):କାଳବୈଶାଖୀ ପ୍ରଭାବରେ ଗତ ସୋମବାର ଅପରାହ୍ନରେ ହୋଇଥିବା ଝଡ଼ବର୍ଷା, କରାମାଡ଼ରେ ବରଗଡ଼ ଜିଲାର ବିଭିନ୍ନ ବ୍ଲକରେ ଚାଷୀଙ୍କ ଫସଲ କ୍ଷତି ହୋଇଛି। ପ୍ରାରମ୍ଭିକ ଭାବେ…

ଦୁର୍ଘଟଣାଗ୍ରସ୍ତ ଗାଡିରୁ ଚାଉଳ ଚୋରି: ଥାନାରେ ପହଞ୍ଚିଲା ମାମଲା

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ବ୍ଲକ ଛକ ଅଞ୍ଚଳରେ ଏକ ଦୁର୍ଘଟଣାଗ୍ରସ୍ତ ବୋଲେରୋ ପିକଅପ ଗାଡିରୁ ଚାଉଳ ଚୋରି ଘଟଣା ସାମ୍ନାକୁ ଆସିଛି। ସୂଚନା…

ଆହୁରି ବଢିିବ ପେଟ୍ରୋଲ-LPG ଦର! ସାରା ବିଶ୍ୱକୁ ବଡ଼ ଝଟ୍‌କା ଦେଲା ଇରାନ

ତେହରାନ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ପରେ, ଇରାନ ସମଗ୍ର ବିଶ୍ୱକୁ ଏକ ବଡ଼ ଝଟକା ଦେବାକୁ ପ୍ରସ୍ତୁତ ହେଉଛି। ଇରାନ ହର୍ମୁଜ ପ୍ରଣାଳୀ ଦେଇ…

ଜୀବନ୍ତ ମାଛ ଗିଳି ଦେଲେ ବର୍ଷକର ଶିଶୁ: ତା’ପରେ ଯାହା ଘଟିଲା, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଭୋପାଳ,୯।୨: ମଧ୍ୟପ୍ରଦେଶର ସର୍ବବୃହତ ସରକାରୀ ହସ୍ପିଟାଲ ମହାରାଜା ଯଶୱନ୍ତରାଓ ହସ୍ପିଟାଲ (MYH)ରେ ଡାକ୍ତରମାନେ ଏକ ଚିକିତ୍ସା ସଫଳତା ହାସଲ କରିଛନ୍ତି। ହସ୍ପିଟାଲର ENT ବିଭାଗର ବିଶେଷଜ୍ଞମାନେ ଜଣେ…

ଭାଣିଜୀଙ୍କୁ ମାରିଦେଲେ ମାଇଁ! ପାଇଖାନାରୁ ମିଳିଲା…

ଜଗନ୍ନାଥପ୍ରସାଦ,୯।୪(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଛାମୁଣ୍ଡା ଗ୍ରାମ ଲକ୍ଷ୍ମଣ ପଲ୍ଲୀ ଗ୍ରାମର ଗଣେଶ ମହାରଣାଙ୍କ ବାରିପଟେ ଥିବା ଅସ୍ଥାୟୀ ପାଇଖାନା ଭିତରୁ ତାଙ୍କ…

ଇରାନ ସହ ବଡ଼ ଡିଲ୍‌ କଲେ ଟ୍ରମ୍ପ! ସାରା ବିଶ୍ୱ ଦେଖି କାବା

ଓ଼୍ବାଶିଂଟନ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣାର କିଛି ଘଣ୍ଟା ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ସେ ହର୍ମୁଜ ପ୍ରଣାଳୀକୁ ସୁରକ୍ଷିତ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri