ପ୍ରତୀକ୍ଷାର ଅନ୍ତ: ଡିସେମ୍ବରରୁ ଆମେରିକାରେ ଦିଆଯିବ କରୋନା ଟିକା

ଓ୍ବାଶିଂଟନ,୨୩।୧୧: କରୋନା ମହାମାରୀ ସଂକ୍ରମଣରୁ ମୁକ୍ତି ପାଇବା ପ୍ରତୀକ୍ଷାର ଖୁବ୍‌ ଶୀଘ୍ର ଅନ୍ତ ଘଟିବାକୁ ଯାଉଛି। ଡିସେମ୍ବର ୧୧ କିମ୍ବା ୧୨ରୁ ଆମେରିକାରେ କରୋନା ପ୍ରତିଷେଧକ ଟିକା ଦିଆଯିବା ଆରମ୍ଭ ହେବ। ଏନେଇ ହ୍ବାଇଟ୍‌ ହାଉସ୍‌ ପକ୍ଷରୁ ସୂଚନା ଦିଆଯାଇଛି। ଦେଶରେ ଲୋକଙ୍କୁ ଟିକା ଦିଆଯିବା ନେଇ ଖାଦ୍ୟ ଏବଂ ଔଷଧ ପ୍ରଶାସନ ନିକଟରେ ପ୍ରସ୍ତାବ ଆଗତ କରାଯାଇଛି। ଏନେଇ ପରାମର୍ଶ କମିଟି ବୈଠକ ଡିସେମ୍ବର ୧୦ରେ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଟିକା ଦେବା ନେଇ ସରକାରୀ ମଞ୍ଜୁରୀ ମିଳିବାର ୨୪ ଘଣ୍ଟା ମଧ୍ୟରେ କାର୍ଯ୍ୟ ଆରମ୍ଭ ହେବ ବୋଲି ଟିକାକରଣ କାର୍ଯ୍ୟକ୍ରମର ମୁଖ୍ୟ ଡାକ୍ତର ମୋନସେଫ୍‌ ସ୍ଲାଓ କହିଛନ୍ତି। ଶୀଘ୍ର ପ୍ରତିଷେଧକ ଟିକା କିଭଳି ଲୋକଙ୍କୁ ଦିଆଯିବ ସେ ନେଇ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

କୋଭିଡ୍‌ ମହାମାରୀ ସମୟରେ ଅନ୍‌ଲାଇନ ପଢ଼ାରେ ପିଲାମାନେ ଅଭ୍ୟସ୍ତ ହୋଇଯାଇଥିଲେ। ଘରେ ରହିଲେ ମଧ୍ୟ ପିଲାମାନେ ମୋବାଇଲ ଆସକ୍ତି ଛାଡ଼ି ପାରୁନାହାନ୍ତି। ପିଲାଙ୍କ ମାନସିକ ସ୍ଥିତି...

ପରିବେଶତନ୍ତ୍ରୀ

”ଆଜି ଯେଉଁଠି ପହଞ୍ଚଛି ସେଥିପାଇଁ ପ୍ରେରଣା ସ୍ଥାନୀୟ ଗ୍ରାମରୁ ପାଇଛି, ଯେଉଁଠି ଲୋକମାନେ ମୋ ସହ ଠିଆ ହୋଇଥିଲେ। ହେନ୍ତାଳବଣକୁ ନିଜର ଭାବି ପରିଷ୍କାର କରିବାରେ...

ପୂର୍ବତନ ଆଇଏଏସ ଅଧିକାରୀ ରାଜକୁମାର ଗୋଏଲ ହେବେ ମୁଖ୍ୟ ସୂଚନା କମିଶନର, ସୋମବାର ନେବେ ଶପଥ

ନୂଆଦିଲ୍ଲୀ,୧୪।୧୨: ଅବସରପ୍ରାପ୍ତ IAS ଅଧିକାରୀ ରାଜ କୁମାର ଗୋଏଲ ଦେଶର ପରବର୍ତ୍ତୀ ମୁଖ୍ୟ ସୂଚନା କମିଶନର (CIC) ହେବେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ତାଙ୍କୁ...

ଜାପାନରେ ରିଲିଜ ହେବ ‘ପୁଷ୍ପା ୨’

ହାଇଦ୍ରାବାଦ୍‌: ବ୍ଲକ୍‌ବଷ୍ଟର ଫିଲ୍ମ ‘ପୁଷ୍ପା ୨: ଦି ରୁଲ୍‌’ ଏବେ ଜାପାନରେ ରିଲିଜ ପାଇଁ ପ୍ରସ୍ତୁତ ହେଉଛି। ଆଉ ଏହି ରିଲିଜ ପୂର୍ବରୁ ଅଭିନେତା ଅଲ୍ଲୁ...

ଭାରତ ମାତାର ଦୁଃଖ

ଏଇ କେଇଦିନ ତଳେ ସଂସଦ ଭବନରେ ପ୍ରଧାନମନ୍ତ୍ରୀ ମୋଦି ‘ବନ୍ଦେ ମାତରଂ’କୁ ନେଇ ଏକ ଦୀର୍ଘକାଳୀନ ବିଚାର ବିଶ୍ଳେଷଣ ରଖିଥିଲେ। ‘ବନ୍ଦେ ମାତରଂ’କୁ ନେଇ ପାର୍ଲାମେଣ୍ଟ...

ଦିଲ୍ଲୀ ଏକ୍ୟୁଆଇ ୪୪୧: ଜିଆର୍‌ଏପି-୪ ଲାଗୁହେଲା

ନୂଆଦିଲ୍ଲୀ,୧୪ା୧୨: ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍‌ସିଆର୍‌)ରେ ଶନିବାର ସନ୍ଧ୍ୟାରେ ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ୪୪୧ରେ ପହଞ୍ଚତ୍ଛି, ଯାହାକି ଅତ୍ୟନ୍ତ ଗମ୍ଭୀର ବର୍ଗର। ପ୍ରଦୂଷଣକୁ ନିୟନ୍ତ୍ରଣ କରିବା...

ସୁଶାସନରେ ସମସ୍ୟା

ଅନେକ ସମୟରେ ଶାସନରେ ସୁଫଳ ପାଇବା କଷ୍ଟକର ହେଲେ ବିଫଳତାକୁ ସ୍ବୀକାରକରିବା ପରିବର୍ତ୍ତେ ରାଜନୈତିକ କୌଶଳ ବା ଦୃଷ୍ଟିକୋଣ ଉପରେ ନିର୍ଭର କରାଯାଇପାରେ, ଯାହା ଏକ...

ଭାରତ ଉପରୁ ଟାରିଫ୍‌ ହଟାଯାଉ

ଓ୍ବାଶିଂଟନ,୧୪ା୧୨: ଭାରତରୁ ଆମଦାନୀ ସାମଗ୍ରୀ ଉପରେ ୫୦ ପ୍ରତିଶତ ଟାରିଫ୍‌ ଲଗାଯିବାକୁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଜାତୀୟ ଏମର୍ଜେନ୍ସି ଘୋଷଣା ବୋଲି ଆମେରିକା ହଉସ୍‌ ଅଫ୍‌ ରିପ୍ରେଜେଣ୍ଟେଟିଭ୍‌ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri