ସରିଲା ବିଜ୍‌ନେସ୍‌ ଏମିନେନ୍ସ ଆଓ୍ବାର୍ଡ -୨୦୨୫

ଭୁବନେଶ୍ୱର,୫ା୪: ଓଡ଼ିଶାପୋଷ୍ଟ ଏବଂ ଧରିତ୍ରୀର ମିଳିତ ଆନୁକୂଲ୍ୟରେ ଶନିବାର ସ୍ବସ୍ତି ପ୍ରିମିୟମରେ ଆୟୋଜିତ ହୋଇଥିବା ବିଜ୍‌ନେସ୍‌ ଏମିନେନ୍ସ ଆଓ୍ବାର୍ଡ-୨୦୨୫ ଇତିମଧ୍ୟରେ ଉଦ୍‌ଯାପିତ ହୋଇଯାଇଛି।

କାର୍ଯ୍ୟକ୍ରମ ଶେଷରେ ଧରିତ୍ରୀ ଏବଂ ଓଡ଼ିଶାପୋଷ୍ଟ ମୁଖ୍ୟ କାର୍ଯ୍ୟନିର୍ବାହୀ ଆଦ୍ୟାଶା ସତପଥୀ ଧନ୍ୟବାଦ ଦେଇଥିଲେ।  କାର୍ଯ୍ୟକ୍ରମରେ ଉପସ୍ଥିତ ଓଡ଼ିଶାର ସୁନାମଧନ୍ୟ ବ୍ୟବସାୟୀଙ୍କ ସମେତ ଅତିଥିବୃନ୍ଦ ଏବଂ ପ୍ରାୟୋଜିତ କମ୍ପାନୀମାନଙ୍କୁ ସେ ଧନ୍ୟବାଦ ଜଣାଇଥିଲେ।

ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ଯୋଗଦେଇଥିବା ବେଳେ ମୁଖ୍ୟବକ୍ତା ଭାବେ ବିଗିଜ୍‌ ବର୍ଗରର ପ୍ରତିଷ୍ଠାତା ବିରାଜ ରାଉତ ଯୋଗ ଦେଇଥିଲେ।

ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ  ଉଦ୍ୟୋଗୀଙ୍କୁ ‘ବିଜନେସ ଏମିନେନ୍ସ ଆଓ୍ବାର୍ଡ ୨୦୨୫’ ପ୍ରଦାନ କରାଯାଇଥିଲା। କାର୍ଯ୍ୟକ୍ରମରେ ଶୋଭନା ମିଶ୍ର ସଂଯୋଜନା କରିଥିଲେ।

ଉକ୍ତ କାର୍ଯ୍ୟକ୍ରମର ପ୍ରାୟୋଜକ ଥିଲେ ଜିନ୍ଦଲ,ଏମ୍‌ସିଏଲ୍‌, ଏମ୍‌/ଏନ୍‌ଏସ୍‌, ପାରାଦୀପ ଫସ୍‌ଫେଟ୍‌ ଲିମିଟେଡ୍‌, ବେଦାନ୍ତ, ଇମ୍ଫା, ଜିନ୍ଦଲ ଷ୍ଟିଲ୍‌ ନାରାୟଣୀ, ମୋଟର୍ସ, ଡ୍ରିମ୍ସ, ନାଲ୍‌କୋ, ଏସ୍‌ବିଆଇ, ସାଇ ହସ୍ପିଟାଲ, ଚିରାଗ, ଏମ୍‌ଜିଏମ୍‌ ମିନେରାଲ୍ସ, ଓ୍ବିଫି, ଅଜନ୍ତା।


Enter your email to get our daily news in your inbox.

All Right Reserved By Dharitri.Com

ଏକେଶ୍ୱରବାଦ ଧର୍ମ

ଗ୍ରାୟତ୍ରୀ ସିଂହ ଗତ କଲ୍ୟାଣ ପାଇଁ ମହିମା ଧର୍ମ ହେଉଛି ଅନନ୍ୟ। ସତ୍‌ ମାର୍ଗରେ ଯିବା ପାଇଁ ମହିମା ସ୍ବାମୀ ବିଶ୍ୱର ସମସ୍ତ ଜନ ସମାଜକୁ ଆହ୍ବାନ୍‌…

ଏପ୍‌ଷ୍ଟିନ୍‌ ଫାଇଲ୍‌ରେ ମୀରା ନାୟାର

ଓ୍ବାଶିଂଟନ,୧।୨: ଯୌନ କେଳେଙ୍କାରୀ ମାମଲାରେ ଦୋଷୀସାବ୍ୟସ୍ତ ନିୟୁତପତି ଫାଇନାନ୍ସର ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କ ସମ୍ପର୍କିତ ଅଧିକ ଅନୁସନ୍ଧାନଯୋଗ୍ୟ ଫାଇଲ୍‌ ତଥ୍ୟକୁ ଆମେରିକା ନ୍ୟାୟ ବିଭାଗ ଶୁକ୍ରବାର ପ୍ରକାଶ କରିଛି। ଏପ୍‌ଷ୍ଟିନ୍‌ଙ୍କ…

ଗାଜାରେ ଇସ୍ରାଏଲୀ ଆକ୍ରମଣ: ୨୯ ମୃତ

ଡେଇର ଅଲ୍‌-ବଲାହ,୧।୨: ଇସ୍ରାଏଲ୍‌- ଗାଜା ଯୁଦ୍ଧ ବନ୍ଦ କରିବା ଲକ୍ଷ୍ୟରେ ଗତବର୍ଷ ଅକ୍ଟୋବରରେ ଅସ୍ତ୍ରବିରତି କାର୍ଯ୍ୟକାରୀ ହୋଇଥିଲା। ଏହା ସତ୍ତ୍ୱେ ଇସ୍ରାଏଲୀ ସେନା ଶନିବାର ଗାଜା ଉପରେ ଆକ୍ରମଣ…

ଅଗ୍ରଦୂତ ନବ ପ୍ରଭାତର

ଡ. ପ୍ରଫୁଲ୍ଲ କୁମାର ସାହୁ ଗତିଶୀଳ ଚେତନାର ଭଗୀରଥ ଭଗବତୀ ଚରଣ ପାଣିଗ୍ରାହୀ। ଚାଷୀ ମୂଲିଆ ଓ ଅସହାୟ ମଣିଷର ପ୍ରକୃତ ବନ୍ଧୁ। ବିଂଶ ଶତାବ୍ଦୀର ଚତୁର୍ଥ…

କଡ଼ ଲେଉଟାଇଲା ପାଗ, ଫେରିଲା ଶୀତ, ଘନ କୁହୁଡ଼ି ଯୋଗୁ ଗାଡ଼ି ଚଳାଚଳ ବାଧାପ୍ରାପ୍ତ

ଦାରିଙ୍ଗବାଡି, ୧।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳକୁ ପୁଣ ଫେରିଛିି ଶୀତ। ଭୋର ସମୟରେ ଅସହ୍ୟ ଜାଡ଼ ଅନୁଭୂତ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି।…

ଆଇନ ଶାସନର ଉଲ୍ଲଂଘନ

ଆକାର ପଟେଲ ଏକ ଗଣତାନ୍ତ୍ରିକ ସମାଜ ଭାବରେ ଏହା ଆଶା କରାଯାଏ ଯେ ଭାରତର କର୍ତ୍ତୃପକ୍ଷ ଆଇନର ଶାସନ ପାଳନ କରିବେ। ଏକ ଧାରଣା ବି ରହିଛି,…

LPG Cylinder Price: ବଜେଟ ପୂର୍ବରୁ ବଢିଲା ଏଲପିଜି ସିଲିଣ୍ଡର ଦର

ନୂଆଦିଲ୍ଲୀ,୧।୨: ରବିବାର (୧ ଫେବୃଆରୀ) କେନ୍ଦ୍ର ବଜେଟ ଉପସ୍ଥାପନ ପୂର୍ବରୁ, ସରକାର ସାଧାରଣ ଜନତା ଏବଂ ବ୍ୟବସାୟ ଉଭୟଙ୍କୁ ଏକ ଝଟକା ଦେଇଛନ୍ତି। ରାଷ୍ଟ୍ରାୟତ୍ତ ତୈଳ କମ୍ପାନୀଗୁଡ଼ିକ…

ନାବାଳିକା ପ୍ରେମିକା ଉଦ୍ଧାର : ବଳାତ୍କାର ଅଭିଯୋଗରେ ପ୍ରେମିକ ଗିରଫ

ଦେବଗଡ, ୧।୨ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାର ଜଣେ ନାବାଳିକା ପ୍ରେମିକାଙ୍କୁ ଉଦ୍ଧାର କରାଯାଇଥିବା ବେଳେ ବଳାତ୍କାର ଅଭିଯୋଗରେ ପ୍ରେମିକଙ୍କୁ ଗିରଫ କରି ଦେବଗଡ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri