ଯୁଦ୍ଧ କ୍ଷେତ୍ରରେ ଶତ୍ରୁଙ୍କୁ ଦେଖା ଯିବେନି ସୈନ୍ୟ, ନୂତନ ଜ୍ଞାନକୌଶଳରେ ହେବ ସମ୍ଭବ…

ତେଲ ଅଭିବ୍‌,୩୦।୬: ଯୁଦ୍ଧ କ୍ଷେତ୍ରରେ ଶତ୍ରୁଙ୍କୁ ସୈନ୍ୟ ଦେଖା ଯିବେନି। ଫଳରେ ସହଜରେ ଶତ୍ରୁ ସୈନ୍ୟଙ୍କ ଉପରେ ଆକ୍ରମଣ କରାଯାଇ ବିଜୟ ଲାଭ କରିହେବ। ଏଭଳି ନୂଆ ଜ୍ଞାନକୌଶଳ ଇସ୍ରାଏଲ୍‌ର ପ୍ରତିରକ୍ଷା ମନ୍ତ୍ରଣାଳୟ ପୋଲାରିସ୍‌ ସଲ୍ୟୁଶନ କମ୍ପାନୀ ସହିତ ମିଳିତ ହୋଇ ନିର୍ମାଣ କରିଛି। ଏଥିପାଇଁ ଏକ କିଟ୍‌ ପ୍ରସ୍ତୁତ କରାଯାଇଛି। ଏହାକୁ କିଟ୍‌-୩୦୦ ଭାବେ ନାମିତ କରାଯାଇଛି। ଏହାକୁ ପିନ୍ଧିଲେ ସୈନ୍ୟମାନେ ପଥର ଭଳି ଦେଖାଯିବେ। ଫଳରେ ଶତ୍ରୁ ପକ୍ଷଙ୍କୁ ସହଜରେ ଭ୍ରମରେ ପଡ଼ିବେ। ଏହି କିଟ୍‌ ପ୍ରସ୍ତୁତିରେ କେତେକ ଧାତୁ, ମାଇକ୍ରୋଫାଇବର, ପଲିମର୍‌ ଆଦି ବ୍ୟବହୃତ ହୋଇଛି। ଏହି କିଟ୍‌ର ଓଜନ ୫୦୦ ଗ୍ରାମ୍‌। ଫଳରେ ଏହାକୁ ସହଜରେ ପ୍ରତି ସୈନ୍ୟ ବୋହି ନେବାକୁ ସକ୍ଷମ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ଏମିତିି ଗାଁ ଯେଉଁଠି ପ୍ରତିବର୍ଷ ଆତ୍ମହତ୍ୟା କରିବାକୁ ଆସନ୍ତି ହଜାର ହଜାର ପକ୍ଷୀ ! ପୁରା ଘଟଣା ଜାଣିଲେ…

ଦୁନିଆ ରହସ୍ୟମୟ ଜିନିଷରେ ପରିପୂର୍ଣ୍ଣ। ସେଥିରୁ କିଛି ରହସ୍ୟ ଉପରୁ ପରଦା ଉଠୁଥିବା ବେଳେ ଆଜି ପର୍ଯ୍ୟନ୍ତ କିଛିର ସମାଧାନ ମିଳିପାରି ନାହିଁ। ସେଭଳି ଏକ...

ରୁଷିଆ ବିରୋଧରେ ଆପଲର ବଡ଼ ପଦକ୍ଷେପ

ଓ୍ବାଶିଂଟନ୍‌,୨।୩: ରୁଷିଆ-ୟୁକ୍ରେନ ଯୁଦ୍ଧକୁ ଦୃଷ୍ଟିରେ ରଖି ଆଇଫୋନ ଓ ଆଇମେକ୍‌ କମ୍ପ୍ୟୁଟର ଭଳି ଉତ୍ପାଦ ତିଆରି କରୁଥିବା ଆମେରିକାର ବେଶ୍‌ ନାଁକରା ଟେକ କମ୍ପାନୀ ଆପଲ...

ସାଟେଲାଇଟ୍‌ରୁ ଇଣ୍ଟରନେଟ୍‌ ସେବା ଦେବାକୁ କହି ଟ୍ରୋଲ୍‌ ହେଲେ ପାକ୍‌ ମନ୍ତ୍ରୀ

ଇସ୍‌ଲାମାବାଦ,୧୫।୧୧: ପାକିସ୍ତାନର ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଫୟାଦ୍‌ ଚୌଧୁରୀ ପୁଣି ଥରେ ଆସିଛନ୍ତି ଚର୍ଚ୍ଚାକୁ। ଏବେ ସେ ପୁଣି ସୋସିଆଲ ମିଡିଆରେ ଟ୍ରୋଲ୍‌...

ରାଷ୍ଟ୍ରପତିଙ୍କୁ ଭେଟିବା ପାଇଁ ୮୦୦ କିମି ପଛୁଆ ଚାଲି ଚାଲି ଆସୁଛନ୍ତି ଏହି ବ୍ୟକ୍ତି

ଜାକର୍ତ୍ତା: ଇଣ୍ଡୋନେସିଆର ରାଜଧାନୀ ଜାକର୍ତ୍ତାରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଏଠାରେ ମେଦି ବସ୍ତୋନୀ(୪୩ ବର୍ଷ) ନାମକ ଜଣେ ବ୍ୟକ୍ତି ରାଷ୍ଟ୍ରପତିଙ୍କୁ ଭେଟିବା ପାଇଁ...

ଏହି ଦେଶକୁ ଗଲେ ଚାଲିଯିବ ଜୀବନ

ଗ୍ଲୋବାଲ ୱାର୍ମିଂ ବ୍ୟତୀତ ବାୟୁ ପ୍ରଦୂଷଣ ମଧ୍ୟ ବର୍ତ୍ତମାନର ଯୁଗ ପାଇଁ ଏକ ପ୍ରମୁଖ ସମସ୍ୟା ପାଲଟିଛି। ଦେଶର ରାଜଧାନୀ ଦିଲ୍ଲୀକୁ ପ୍ରାୟତଃ ଏହି ସମସ୍ୟାର...

ରାଜରାସ୍ତାରେ ଘୋଡ଼ାଠାରୁ ବି ଦ୍ରୁତ ଗତିରେ ଗଲା ଏହି ପ୍ରାଣୀ, ଲୋକେ କହିଲେ …

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ...

ପୁଣି ଘନେଇଲା ବିପଦ: ବାୟୁରେ ବି ବ୍ୟାପି ପାରେ କରୋନା

ଓ୍ବାଶିଂଟନ,୬।୭: ପୃଥିବୀରେ କରୋନା ମହାମାରୀ ଆତଙ୍କ ସୃଷ୍ଟି କରିଛି। ଏପରିସ୍ଥଳେ ୩୨ ଦେଶର ୨୩୯ ବୈଜ୍ଞାନିକ ଦାବି କରିଛନ୍ତି ଯେ, କରୋନା ଭୂତାଣୁ ବାୟୁ ଦ୍ୱାରା...

୨,୫୦୦ ବର୍ଷର ପୁରୁଣା କଙ୍କାଳ ଠାବ

ଲଣ୍ଡନ: ମାନବ ସଭ୍ୟତାର କ୍ରମବିକାଶ ସହିତ ଆପରାଧିକ କାର୍ଯ୍ୟ ବଢ଼ିଥିବା ନେଇ ଏବେ ଗବେଷଣାରୁ ଜଣାପଡ଼ିଛି। ଇଂଲଣ୍ଡର ଦକ୍ଷିଣପୂର୍ବରେ ଥିବା ଚଲର୍ଟନ ହିଲ୍‌ ଅଞ୍ଚଳ ଅନ୍ତର୍ଗତ...

Advertisement
Archives

Model This Week