Posted inଫୁରସତ

ବିଦ୍ୟୁତ୍‌ ଶକ୍ତି ସଂରକ୍ଷଣ ଅପରିହାର୍ଯ୍ୟ

ପ୍ରତିବର୍ଷ ମାର୍ଚ୍ଚ ମାସର ଶେଷ ଶନିବାରକୁ ଆର୍ଥ ଆଓ୍ବାର ଦିବସ ଭାବେ ପାଳନ କରାଯାଇଥାଏ। ଚଳିତ ବର୍ଷ ଏହା ମାର୍ଚ୍ଚ ୨୫ରେ ପଡୁଛି। ତେଣୁ ଶନିବାର ରାତି ସାଢ଼େ ୮ରୁ ସାଢ଼େ ୯ଟା ପର୍ଯ୍ୟନ୍ତ ସମସ୍ତ ଅଦରକାରୀ ବିଦ୍ୟୁତ୍‌ ଆଲୋକ ବନ୍ଦ କରାଯିବ। ବିଦ୍ୟୁତ୍‌ ଶକ୍ତି ସଂରକ୍ଷଣ କରିବା ନେଇ ସଚେତନତା ସୃଷ୍ଟି କରିବା ଏହି ଦିବସର ମୁଖ୍ୟ ଉଦ୍ଦେଶ୍ୟ। ୨୦୦୭ଠାରୁ ଏହି ଦିବସ ପାଳିତ ହୋଇଆସୁଛି। ପ୍ରଥମେ ୨୦୦୭ ମାର୍ଚ୍ଚ ୩୧ରେ ଅଷ୍ଟ୍ରେଲିଆର ସିଡ୍‌ନୀରେ ଆୟୋଜିତ ହୋଇଥିଲା। ୨୦୦୯ରେ ପୃଥିବୀର ୫୮ ସହରର ୫୦ ଲକ୍ଷରୁ ଅଧିକ ଲୋକ ଏଥିରେ ଅଂଶଗ୍ରହଣ କରି ରାତିରେ ଘଣ୍ଟାଏ ପାଇଁ ବିଦ୍ୟୁତ୍‌ ଆଲୋକ ବନ୍ଦ କରିଥିଲେ। ୨୦୧୦ରେ ୧୫୮ ସହରକୁ ଏହି ଅଭିଯାନରେ ସାମିଲ କରାଯାଇଥିଲା। ୨୦୧୮ରେ ଏହାଦ୍ୱାରା ଘଣ୍ଟାଏ ମଧ୍ୟରେ ୩୦୫ ମେଗାଓ୍ବାଟ ବିଦ୍ୟୁତ୍‌ ଶକ୍ତି ସଞ୍ଚୟ ହୋଇଥିଲା। ୨୦୨୦ରେ ୭୯ ମେଗାଓ୍ବାଟ୍‌ ଶକ୍ତି ଘଣ୍ଟାଏ ମଧ୍ୟରେ ସଂରକ୍ଷଣ କରାଯାଇଥିଲା। ଚଳିତ ବର୍ଷ ପୃଥିବୀର ୧୮୦ରୁ ଅଧିକ ଦେଶ ଏହି ଅଭିଯାନରେ ସାମିଲ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ଲାଇଟ୍‌ ଆଟେଣ୍ଡାଣ୍ଟରୁ ଏୟାରଲାଇନ୍ସ ସିଇଓ

ଟୋକିଓ: ଜାପାନରେ ଏକ ବୈପ୍ଳବିକ ଘଟଣା ସାମ୍‌ନାକୁ ଆସିଛି, ଯାହା ସମଗ୍ର ବିଶ୍ୱରେ ମହିଳାମାନଙ୍କ ପ୍ରେରଣାଦାୟୀ ହୋଇପାରିଛି। ଜାପାନ ଏୟାରଲାଇନ୍ସର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ)...

ରାକ୍ଷସଙ୍କ ବଗିଚା, ଏହା ପଛରେ ରହିଛି ଏମିତି କାହାଣୀ

ଯେତେବେଳେ ଆପଣ ଏକ ବଗିଚା କିମ୍ବା ପାର୍କ ବୁଲିବାକୁ ଯାଆନ୍ତି, ସେତେବେଳେ ଆପଣ ପ୍ରାକୃତିକ ସୌନ୍ଦର୍ଯ୍ୟ ଆଶା କରନ୍ତି। କିନ୍ତୁ ଏକ ଅନନ୍ୟ ଉଦ୍ୟାନ ଅଛି,...

ଈଶ୍ୱରଙ୍କ ଉପରେ ବିଶ୍ୱାସ ଅଛି କିନ୍ତୁ ଭରସା ନାହିଁ !

ଆଚ୍ଛା, ଇୟେ କେମିତିକା କଥା! ଈଶ୍ୱରଙ୍କ ଉପରେ ଜଣକର ବିଶ୍ୱାସ ଥିବ ଅଥଚ ଭରସା ନ ଥିବ, ଏ କଥା ଆଦୌ ହୋଇ ନ ପାରେ...

କ୍ଲାଉଡ ସିଡିଂ ପ୍ରକୃତରେ କ’ଣ? ଯାହା କୃତ୍ରିମ ବର୍ଷା କରାଏ…

ନିକଟରେ ଦୁବାଇରେ ପ୍ରବଳ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ଉପୁଜିଥିଲା। ଦୁଇ ବର୍ଷରେ ଯେତିକି ବର୍ଷା ହେବା କଥା ଗୋଟିଏ ଦିନରେ ସେଠି ସେତିକି ବର୍ଷା...

ପ୍ରଥମ ରୋଜଗାର ଟଙ୍କାରେ ମା’ଙ୍କ ପାଇଁ ସମ୍ବଲପୁରୀ ଶାଢି କିଣିଥିଲି: ଡ. ଆଲୋକ ସାହୁ

ଜନ୍ମ ମୋର ଯାଜପୁରରେ ହୋଇଥିଲେ ହେଁ ବାପା ଯେହେତୁ କେନ୍ଦୁଝରରେ ଚାକିରି କରୁଥିଲେ ତେଣୁ ମୋ ସ୍କୁଲ ପାଠପଢା ସେଇଠି ହିଁ ହୋଇଥିଲା। ସ୍ଥାନୀୟ ଆନନ୍ଦପୁରସ୍ଥିତ...

ଭାମା-କାମାଚିଙ୍କ ନିବିଡ଼ ବନ୍ଧୁତ୍ୱର ହୃଦୟସ୍ପର୍ଶୀ କାହାଣୀ, ୫୫ ବର୍ଷ ଧରି…

ଚେନ୍ନାଇ: ତାମିଲନାଡୁ ସରକାରଙ୍କ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ସୁପ୍ରିୟା ସାହୁ ନିଜ ଏକ୍ସ’ ଆକାଉଣ୍ଟରେ ୨ ହାତୀଙ୍କ...

ନିଜ ଛୁଆଙ୍କୁ ନିଜେ ମାରି ଖାଇଯାଏ ଠେକୁଆ? କାରଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ

ଠେକୁଆ ଦେଖିବାକୁ ବେଶ ସୁନ୍ଦର। ଅନେକ ଏହାକୁ ଘରେ ପାଳିବାକୁ ପସନ୍ଦ କରନ୍ତି। ହେଲେ ଏହି ପଶୁ ସହିତ ଜଡ଼ିତ ଏକ ଚକିତ କଲାଭଳି କଥା...

ଶୀତଦିନେ ବି ଟକଟକ ହୋଇ ଫୁଟେ ଏହି ନଦୀର ପାଣି, ବୈଜ୍ଞାନିକ ବି ଚକିତ

ସାଧାରଣତଃ ନଦୀର ପାଣି ଥଣ୍ଡା ଥାଏ। ହେଲେ ଦୁନିଆର ଏଭଳି ଏକ ନିଆରା ନଦୀ ରହିଛି ଯାହାର ପାଣି ସର୍ବଦା ଟକଟକ୍‌ ହୋଇ ଫୁଟୁଥାଏ। କେବଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri